ଲିଙ୍କ୍ ଫେଲ୍‌ ଯୋଗୁ,ସପ୍ତାହେ ହେଲାଣି ଡାକଘର ଅଚଳ

Spread the love

ଜେଏମଜେ ବ୍ୟୁରୋ : ସପ୍ତାହେରୁ ଅଧିକ ସମୟ ହେଲାଣି ବିଭିନ୍ନ ପୋଷ୍ଟ ଅଫିସରେ ଲାଗିଛି ଅଚଳାବସ୍ଥା । ଧାଡ଼ିରେ ଠିଆ ହୋଇ ଅତିଷ୍ଠ ହେଲେଣି ଗ୍ରାହକ । ବିଭିନ୍ନ ଡାକଘରେ ଲାଗିଛି ଲିଙ୍କ୍‌ ଫେଲ୍‌ର ଫଳକ । ତେବେ ରାଖୀ ପାଇଁ ଭାରତୀୟ ଡାକ ସେବା ପକ୍ଷରୁ ରାଜ୍ୟରେ ନୂଆ ସଫ୍ଟୱେୟାର ଲଞ୍ଚ୍‌ ହୋଇଥିଲା । ଫଳରେ ସେ ସମୟରେ ସମସ୍ୟା ହେଉଥିଲା ।

ଲୋକମାନେ ଭାବୁଥିଲେ ରାଖୀ ପରେ ସମସ୍ୟାର ସମାଧାନ ହୋଇଯିବ । କିନ୍ତୁ ସପ୍ତାହେରୁ ଅଧିକ ସମୟ ବିତି ସାରିଥିଲେ ବି ସମସ୍ୟା ଯଥା ପୂର୍ବଂ ତଥା ପରଂ । ଷ୍ଟିଲ୍‌ ସିଟି ରାଉରକେଲା ମୁଖ୍ୟ ପୋଷ୍ଟ ଅଫିସରେ ଲାଗିଛି ଗ୍ରାହକଙ୍କ ଭିଡ଼ । ସ୍ପିଡ୍ ପୋଷ୍ଟ ହେଉ କି ଅନ୍ୟ କାମ । ପୋଷ୍ଟ ଅଫିସରେ ଦେଖିବାକୁ ମିଳୁଛି ଗ୍ରାହକଙ୍କ ଲମ୍ବା ଲାଇନ୍‌। ଗୋଟିଏ କାମ ସରିବାକୁ ଗ୍ରାହକଙ୍କୁ ଘଣ୍ଟାଏ ଅପେକ୍ଷା କରିବାକୁ ପଡୁଛି ।

ସବୁଠାରୁ ବଡ଼ କଥା ହେଲା, ଡାକଘରେ ଲିଙ୍କ୍‌ ଫେଲ୍‌ ସମସ୍ୟାର କେବେ ହେବ ସମାଧାନ ତାର ଉତ୍ତର କାହା ପାଖରେ ନାହିଁ । କର୍ତ୍ତୃପକ୍ଷ ବି କୌଣସି ଉତ୍ତର ଦେବାକୁ ନାରାଜ । ଏଭଳି ସ୍ଥିତିରେ ଭଗବାନ ଭରସାରେ ଅଛନ୍ତି ପୋଷ୍ଟ ଅଫିସ ଗ୍ରାହକ ।

  • jmjnewso

    Related Posts

    ଆହତ ପୁଲିସଙ୍କ ପାଇଁ ନ୍ୟାୟ ଦାବି : ଜୁଲାଇ ୩୧ରେ ଦିନିକିଆ ଧାରଣା

    Spread the love

    Spread the love ଜେଏମଜେ ନ୍ୟୁଜ : ଅବସରପ୍ରାପ୍ତ ଅଣ-ଗେଜେଟେଡ୍ ଏବଂ ଗେଜେଟେଡ୍ ଦିଲ୍ଲୀ ପୁଲିସ ଅଧିକାରୀଙ୍କ ସଂଗଠନ, ଦିଲ୍ଲୀ ପୁଲିସ ମହାସଂଘ, ଜୁଲାଇ ୩୧ ରେ ପୂର୍ବାହ୍ନ ୧୧ଟାରୁ ସନ୍ଧ୍ୟା ୫ଟା ପର୍ଯ୍ୟନ୍ତ ଜନ୍ତରମନ୍ତରରେ ଏକ ଶାନ୍ତିପୂର୍ଣ୍ଣ ଦିନିକିଆ ଧାରଣା…

    କାର୍ଯ୍ୟାନୁଷ୍ଠାନ ପାଇଁ ୮ ରାଜ୍ୟକୁ ନୋଟିସ୍ ଜାରି କଲେ ସୁପ୍ରିମକୋର୍ଟ

    Spread the love

    Spread the loveଜେଏମଜେ ବ୍ୟୁରୋ : ରାଜଧାନୀ ଦିଲ୍ଲୀର ଜନ୍ତରମନ୍ତରରେ କକ୍ରୋଚ୍ ଜନତା ପାର୍ଟି(ସିଜେପି) ପକ୍ଷରୁ ବିକ୍ଷୋଭ ସମୟରେ, ପୁଲିସ ଭିଡ଼କୁ ନିୟନ୍ତ୍ରଣ କରିବା ପାଇଁ ଲାଠିଚାର୍ଜ କରିଥିଲା ଏବଂ ଲୁହ ବୁହା ଗ୍ୟାସ୍ ମଧ୍ୟ ପ୍ରୟୋଗ କରିଥିଲା। ଏହି ମାମଲାର…

    Leave a Reply

    Your email address will not be published. Required fields are marked *

    You Missed

    ଆହତ ପୁଲିସଙ୍କ ପାଇଁ ନ୍ୟାୟ ଦାବି : ଜୁଲାଇ ୩୧ରେ ଦିନିକିଆ ଧାରଣା

    ଆହତ ପୁଲିସଙ୍କ ପାଇଁ ନ୍ୟାୟ ଦାବି : ଜୁଲାଇ ୩୧ରେ ଦିନିକିଆ ଧାରଣା

    CMOର ଫାଇଲ ଗାୟବ ଘଟଣାରେ ବିଜେପିର କଡ଼ା ଚେତାବନୀ : ଯିଏ ଦୋଷୀ ସେ ଜେଲ୍ ଯିବେ

    CMOର ଫାଇଲ ଗାୟବ ଘଟଣାରେ ବିଜେପିର କଡ଼ା ଚେତାବନୀ : ଯିଏ ଦୋଷୀ ସେ ଜେଲ୍ ଯିବେ

    CMOରୁ ଫାଇଲ ନେଇଥିବା ଅଧିକାରୀ ଚିହ୍ନଟ, ଦରକାର ପଡ଼ିଲେ ବିଦେଶ ଯିବ ପୁଲିସ’ : ସୁରେଶ ପୂଜାରୀ

    CMOରୁ ଫାଇଲ ନେଇଥିବା ଅଧିକାରୀ ଚିହ୍ନଟ, ଦରକାର ପଡ଼ିଲେ ବିଦେଶ ଯିବ ପୁଲିସ’ : ସୁରେଶ ପୂଜାରୀ

    କାର୍ଯ୍ୟାନୁଷ୍ଠାନ ପାଇଁ ୮ ରାଜ୍ୟକୁ ନୋଟିସ୍ ଜାରି କଲେ ସୁପ୍ରିମକୋର୍ଟ

    କାର୍ଯ୍ୟାନୁଷ୍ଠାନ ପାଇଁ ୮ ରାଜ୍ୟକୁ ନୋଟିସ୍ ଜାରି କଲେ ସୁପ୍ରିମକୋର୍ଟ

    ବିଜେପି ର ପ୍ରଚାର ରେ ଲଗେଇଲେ କୋଡିଏ ଲକ୍ଷ!ଦୁର୍ନୀତିର ସର୍ବାଗ୍ରେ କୋଦଳା…

    ବିଜେପି ର ପ୍ରଚାର ରେ ଲଗେଇଲେ କୋଡିଏ ଲକ୍ଷ!ଦୁର୍ନୀତିର ସର୍ବାଗ୍ରେ କୋଦଳା…

    “ଜନତା ମାଗେ ଜବାବ “28 ଜୁଲାଇ 2026