ଦାୟିତ୍ୱ ଗ୍ରହଣ କଲେ ରାଜ୍ୟ ମହିଳା କମିସନ ଅଧ୍ୟକ୍ଷା

Spread the love

ଭୁବନେଶ୍ୱର(ଜେଏମଜେ ବ୍ୟୁରୋ): ରାଜ୍ୟ ମହିଳା କମିସନ ଅଧ୍ୟକ୍ଷା ଭାବେ ଶୋଭନା ମହାନ୍ତି ଦାୟିତ୍ଵ ଗ୍ରହଣ କରିଛନ୍ତି। ତାଙ୍କ ସହ ମହିଳା କମିସନର ଅନ୍ୟ ସଦସ୍ୟାମାନେ ମଧ୍ୟ ନିଜ ନିଜ ଦାୟିତ୍ୱ ଗ୍ରହଣ କରିଛନ୍ତି। ମହିଳା କମିସନ କାର୍ଯ୍ୟାଳୟରେ ସମସ୍ତଙ୍କୁ ସ୍ୱାଗତ କରାଯାଇଛି। ଦାୟିତ୍ବ ନେବା ପରେ ଶୋଭନା ପ୍ରାଥମିକ ପ୍ରତିକ୍ରିୟା ରଖିଛନ୍ତି। ସେ କହିଛନ୍ତି, ବର୍ତ୍ତମାନ ସମାଜରେ ପ୍ରତ୍ୟେକ ସ୍ତରରେ ଦୁର୍ଘଟଣା ଘଟିଚାଲିଛି। ମୁଁ ପେସାରେ ଜଣେ ଓକିଲ। ଯାହା ମୋ ତଦନ୍ତ ପରିସରକୁ ଆସିବ ସେସବୁକୁ ନ୍ୟାୟ ଦେବା ପାଇଁ ମୋର ଉଦ୍ୟମ ରହିବ। କମିସନଙ୍କ ଉପରେ କୌଣସି ଚାପ ରହିବ ନାହିଁ। ସମସ୍ତଙ୍କ ସ୍ୱାର୍ଥ ରକ୍ଷା ପାଇଁ ଉଦ୍ୟମ କରାଯିବ। ମହିଳା କମିସନ ହେଉଛି ମହିଳାଙ୍କ ବାପ ଘର। ଯିଏ ଦୋଷୀ ସେ ଦଣ୍ଡ ପାଇବ।

ବାଲେଶ୍ୱର, ବଳଙ୍ଗା ଓ ପଟ୍ଟାମୁଣ୍ଡାଇ ଘଟଣାରେ ତ୍ୱରିତ ପଦକ୍ଷେପ ନିଆଯାଇଛି। ଆଗକୁ ଦୋଷୀଙ୍କ ବିରୋଧରେ କଠୋର କାର୍ଯ୍ୟାନୁଷ୍ଠାନ ନିଆଯିବ। ସମାଜର ଅସହାୟ ଅବହେଳିତ ମହିଳାଙ୍କ ସୁରକ୍ଷା ଏବଂ ନ୍ୟାୟ ପାଇଁ କାମ କରିବା ସହ ପ୍ରତିଟି ମହିଳା କିପରି ସୁରକ୍ଷା ପାଇବେ ତୃଣମୂଳ ସ୍ତରରେ ସେ ଦିଗରେ ଚେଷ୍ଟିତ ରହିବି ବୋଲି ସେ କହିଛନ୍ତି ।

  • jmjnewso

    Related Posts

    ସ୍ୱର୍ଗଦ୍ୱାରରେ ସରିଗଲା କାଠ ,୩ ଘଣ୍ଟା ଧରି ପଡ଼ିରହିଲେ ୨୫ରୁ ଊର୍ଦ୍ଧ୍ବ ଶବ

    Spread the love

    Spread the loveପୁରୀ : ଜେଏମଜେ ନ୍ୟୁଜ : ସ୍ୱର୍ଗଦ୍ୱାରରେ ସରିଗଲା କାଠ । ଦୀର୍ଘ ସାଢ଼େ ୩ ଘଣ୍ଟା ଶବ ଅପେକ୍ଷା କରିବା ପରେ ଆସିଲା କାଠ । ଶବ ପୋଡ଼ା ଆରମ୍ଭ ହେଲା । ରାତି ୧୦ଟା ବେଳକୁ…

    ଦୁଇ ବସ୍ ମୁହାଁମୁହିଁ ଧକ୍କା, ଚାଲିଗଲା ୬ ଜୀବନ

    Spread the love

    Spread the love ଜେଏମଜେ ବ୍ୟୁରୋ : ତାମିଲନାଡୁର ତେନକାସୀ ଜିଲ୍ଲାରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ଦୁଇଟି ଘରୋଇ ବସ୍ ମଧ୍ୟରେ ମୁହାଁମୁହିଁ ଧକ୍କା ହେବା ଫଳରେ ୬ ଜଣଙ୍କ ମୃତ୍ୟୁ ଘଟିଛି ଏବଂ ୨୮ ଜଣ ଆହତ ହୋଇଛନ୍ତି…

    Leave a Reply

    Your email address will not be published. Required fields are marked *

    You Missed

    ବିକାଶ ପ୍ରକଳ୍ପରେ ଅବ୍ୟବସ୍ଥା ଅଭିଯୋଗ ଆଣି ୩ ସାଂସଦଙ୍କ ସରକାରଙ୍କୁ ଚିଠି

    • By jmjnewso
    • September 15, 2026
    • 43 views
    ବିକାଶ ପ୍ରକଳ୍ପରେ ଅବ୍ୟବସ୍ଥା ଅଭିଯୋଗ ଆଣି ୩ ସାଂସଦଙ୍କ ସରକାରଙ୍କୁ ଚିଠି

    ମଣିପୁରରେ ପୁଣି ହିଂସା ; ଦୁଇ ମହିଳାଙ୍କୁ ଗୁଳି କରି ହତ୍ୟା। ଜାଳିଦେଲେ ଫାର୍ମହାଉସ୍

    • By jmjnewso
    • September 15, 2026
    • 41 views
    ମଣିପୁରରେ ପୁଣି ହିଂସା ; ଦୁଇ ମହିଳାଙ୍କୁ ଗୁଳି କରି ହତ୍ୟା। ଜାଳିଦେଲେ ଫାର୍ମହାଉସ୍

    UPI କାରବାର ନେଇ ଆସିଲା ନୂଆ ନିୟମ

    • By jmjnewso
    • September 15, 2026
    • 44 views
    UPI କାରବାର ନେଇ ଆସିଲା ନୂଆ ନିୟମ

    ପିଙ୍କୁ ଦାଶ ଙ୍କ ସମେତ 4 ଗିରଫ

    • By jmjnewso
    • September 15, 2026
    • 75 views
    ପିଙ୍କୁ ଦାଶ ଙ୍କ ସମେତ 4 ଗିରଫ

    ଗୋପାଳପୁର ଆହାର କେନ୍ଦ୍ର ବନ୍ଦ,ଖାଇବାକୁ ନପାଇ ଫେରିଗଲେ ଲୋକେ

    • By jmjnewso
    • September 15, 2026
    • 52 views
    ଗୋପାଳପୁର ଆହାର କେନ୍ଦ୍ର ବନ୍ଦ,ଖାଇବାକୁ ନପାଇ ଫେରିଗଲେ ଲୋକେ

    ଆସୁଛି ୩ ଭୟଙ୍କର ବାତ୍ୟା! ଓଡ଼ିଶା ସମେତ ୬ ରାଜ୍ୟ ଉପରେ ବିପଦ

    • By jmjnewso
    • September 15, 2026
    • 49 views
    ଆସୁଛି ୩ ଭୟଙ୍କର ବାତ୍ୟା! ଓଡ଼ିଶା ସମେତ ୬ ରାଜ୍ୟ ଉପରେ ବିପଦ