ସମୁଦ୍ରର ଲୁଣି ପାଣିରୁ ମିଳିବ ମଧୁର ଜଳ: କେନ୍ଦ୍ର ମନ୍ତ୍ରୀ ଙ୍କ ଦ୍ୱାରା ପ୍ରକଳ୍ପ ଉଦଘାଟିତ

Spread the love

ଛତ୍ରପୁର,( ଜେଏମଜେ ନ୍ୟୁଜ ) : ଗଞ୍ଜାମ ଜିଲ୍ଲାର ଛତ୍ରପୁର ନିକଟ ଭାରତୀୟ ବିରଳ ମୃତ୍ତିକା (ଆଇଆରଇ) ଲିମିଟେଡ୍ ପରିସରରେ ସମୁଦ୍ରର ଲୁଣି ପାଣିକୁ ମଧୁର ଜଳରେ ପରିଣତ କରିବା ପ୍ରକଳ୍ପ ରବିବାର ଉଦଘାଟିତ ହୋଇଛି । କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ସିଏସଆର୍ ପାଣ୍ଠିର ଅନୁଦାନ ୧୩୧ କୋଟି ଟଙ୍କାରେ ନିର୍ମିତ ପ୍ରକଳ୍ପ ଉଦଘାଟନ କରିଛନ୍ତି। ଏହି ପ୍ରକଳ୍ପରୁ ଦୈନିକ ୧.୫ ଏମ୍ଏଲଡି ମଧୁର ଜଳ ମିଳିବ, ଯାହା ପ୍ଲାଣ୍ଟ ଚାହିଦା ସମେତ ନିକଟସ୍ଥ ୨ଟି ଗାଁ ମାଟିଖାଲ ଓ ଆର୍ଜିପଲ୍ଲୀ ବାସିନ୍ଦାଙ୍କୁ ଯଥେଷ୍ଟ ପରିମାଣର ପିଇବା ପାଣି ଯୋଗାଇ ଦେବ। 

ଏହି ପ୍ରକଳ୍ପ ଉଦଘାଟନ ଅବସରରେ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ପ୍ଲାଣ୍ଟ୍ ବୁଲି ତାହାର କାର୍ଯ୍ୟକାରିତା ଅନୁଧ୍ୟାନ କରିଥିଲେ। କମ୍ପ୍ୟୁଟର ମନିଟରିଂ ସିଷ୍ଟମ୍ ବୁଲି ଦେଖିଥିଲେ। କେନ୍ଦ୍ର ମନ୍ତ୍ରୀଙ୍କ ସହ ବ୍ରହ୍ମପୁର ସାଂସଦ ଡ ପ୍ରଦୀପ ପାଣିଗ୍ରାହୀ, ଆସିକା ସାଂସଦ ଅନିତା ଶୁଭଦର୍ଶିନୀ, ଛତ୍ରପୁର ବିଧାୟକ କୃଷ୍ଣ ଚନ୍ଦ୍ର ନାୟକ ପ୍ରମୁଖ ଉପସ୍ଥିତ ଥିଲେ।

  • jmjnewso

    Related Posts

    CMOର ଫାଇଲ ଗାୟବ ଘଟଣାରେ ବିଜେପିର କଡ଼ା ଚେତାବନୀ : ଯିଏ ଦୋଷୀ ସେ ଜେଲ୍ ଯିବେ

    Spread the love

    Spread the love ଜେଏମଜେ ବ୍ୟୁରୋ : ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟରୁ ତଦନ୍ତ କମିସନ ଫାଇଲ୍ ଗାଏବ ହେବା ଘଟଣାରେ ରାଜ୍ୟ ବିଜେପି ପକ୍ଷରୁ କଡ଼ା ପ୍ରତିକ୍ରିୟା ପ୍ରକାଶ ପାଇଛି । ଏହି ସମ୍ବେଦନଶୀଳ ମାମଲାରେ ଯେଉଁମାନେ ଦୋଷୀ ସେମାନେ ଜେଲ୍ ଯିବେ…

    CMOରୁ ଫାଇଲ ନେଇଥିବା ଅଧିକାରୀ ଚିହ୍ନଟ, ଦରକାର ପଡ଼ିଲେ ବିଦେଶ ଯିବ ପୁଲିସ’ : ସୁରେଶ ପୂଜାରୀ

    Spread the love

    Spread the loveଜେଏମଜେ ବ୍ୟୁରୋ : ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟରୁ ଗୁରୁତ୍ୱପୂର୍ଣ୍ଣ ତଦନ୍ତ କମିସନ ଫାଇଲ ହଜିବା ମାମଲାରେ ଏବେ ତଦନ୍ତ ଶେଷ ପର୍ଯ୍ୟାୟରେ ପହଞ୍ଚିଛି । ଏହି ସମ୍ବେଦନଶୀଳ ଘଟଣାରେ ଆଜି ଏକ ବଡ଼ ସୂଚନା ଦେଇଛନ୍ତି ରାଜସ୍ୱ ମନ୍ତ୍ରୀ ସୁରେଶ…

    Leave a Reply

    Your email address will not be published. Required fields are marked *

    You Missed

    ଜନତା ମାଗେ ଜବାବ 1 ଅଗଷ୍ଟ 2026

    ରାଜ୍ୟରେ ବନ୍ୟା ସ୍ଥିତି ଗମ୍ଭୀର: ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତର ହେଲେ ୧.୬୫ ଲକ୍ଷ ଲୋକ

    ରାଜ୍ୟରେ ବନ୍ୟା ସ୍ଥିତି ଗମ୍ଭୀର: ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତର ହେଲେ ୧.୬୫ ଲକ୍ଷ ଲୋକ

    ଆକାଶ ମାର୍ଗରୁ ବନ୍ୟା ସ୍ଥିତି ସମୀକ୍ଷା କଲେ ରାଜସ୍ବ ମନ୍ତ୍ରୀ, ଛାଡିଲେ ହେବ କ୍ଷୟକ୍ଷତି ଆକଳନ

    ଆକାଶ ମାର୍ଗରୁ ବନ୍ୟା ସ୍ଥିତି ସମୀକ୍ଷା କଲେ ରାଜସ୍ବ ମନ୍ତ୍ରୀ, ଛାଡିଲେ ହେବ କ୍ଷୟକ୍ଷତି ଆକଳନ

    ଲାଇଫ ଜ୍ୟାକେଟ୍‌ ପିନ୍ଧି ୧୫ ବନ୍ୟା ବିପନ୍ନଙ୍କୁ ଉଦ୍ଧାର କଲେ ଜିଲ୍ଲାପାଳ

    ଲାଇଫ ଜ୍ୟାକେଟ୍‌ ପିନ୍ଧି ୧୫ ବନ୍ୟା ବିପନ୍ନଙ୍କୁ ଉଦ୍ଧାର କଲେ ଜିଲ୍ଲାପାଳ

    ସୀମାନ୍ତ ରାଜ୍ୟରେ ଓଡ଼ିଆ ଶିକ୍ଷା ବାଟବଣା, ବିଧାନସଭା ଗୃହ କମିଟି ଅସନ୍ତୁଷ୍ଟ

    ସୀମାନ୍ତ ରାଜ୍ୟରେ ଓଡ଼ିଆ ଶିକ୍ଷା ବାଟବଣା, ବିଧାନସଭା ଗୃହ କମିଟି ଅସନ୍ତୁଷ୍ଟ