କବିସୂର୍ଯ୍ୟନଗର ରେ ସୁଭଦ୍ରା ଯୋଜନାର ଲୋକାର୍ପଣ ଉତ୍ସବ ସମାରୋହ

Spread the love


ଜେଏମଜେ ବ୍ୟୁରୋ : ଗଞ୍ଜାମ ଜିଲ୍ଲା କବିସୂର୍ଯ୍ୟନଗର ମିନି ଷ୍ଟାଡିୟମ ପରିସରରେ ଶିକ୍ଷକ ଦିବାକର ଶତପଥୀ ଙ୍କ ସଂଯୋଜନା ରେ ଏବଂ ବିଡ଼ିଓ ସାଗରୀକା ଷଡ଼ଙ୍ଗୀ ଙ୍କ. ସଭାପତିତ୍ୱ ରେ ସୁଭଦ୍ରା ଯୋଜନା ର. ଲୋକାର୍ପଣ ଉତ୍ସବ ଅନୁଷ୍ଠିତ ହୋଇଯାଇଛି ମୁଖ୍ୟ ଅତିଥି ଭାବେ କବିସୂର୍ଯ୍ୟନଗର ବିଧାୟକ ପ୍ରତାପ ଚନ୍ଦ୍ର ନାୟକ, ଆସିକା ବିଧାୟକ ସରୋଜ ପାଢ଼ୀ ଯୋଗ ଦେଇଥିବା ବେଳେ ବ୍ଲକ ଭାରପ୍ରାପ୍ତ ଅଧ୍ୟକ୍ଷ ବୀରେନ୍ଦ୍ର ଖଟାଇ, ତହସିଲଦାର, ସିଡିପିଓ ବୀଣାପାଣି ମିଶ୍ର, ଥାନା ଅଧିକାରୀ ସୁଧୀର ସାହୁ, ସାଂସଦ ପ୍ରତିନିଧି ଶ୍ରକାନ୍ତ ମହାପାତ୍ର, ଅତିରିକ୍ତ ବିଡ଼ିଓ ନାରାୟଣ ବେହେରା, ଉପନିର୍ବାହୀ ଯନ୍ତ୍ରୀ କୈଳାଶ ବେହେରା, ବିପିଏମ ରାଜକିଶୋର ସାହୁ, BSSO ରାମଚନ୍ଦ୍ର ଜେନା ପ୍ରମୁଖ ମଞ୍ଚାସିନ ଥିବା ଜଣାଯାଇଛି. ଆଜି ଓଡିଶା ଗ୍ରସ୍ତ ରେ ଆସି ପ୍ରଧାନମନ୍ତ୍ରୀ ସୁଭଦ୍ରା ଯୋଜନା ର ଶୁଭାରମ୍ଭ କରିବା ଅବସରରେ କବିସୂର୍ଯ୍ୟନଗର ଠାରେ ବିଧାୟକ ପ୍ରତାପ ଚନ୍ଦ୍ର ନାୟକ ଯୋଜନା ସମ୍ପର୍କ ରେ ଉପସ୍ଥିତ ମହିଳାଙ୍କୁ ସଚେତନ କରାଇଥିଲେ.. ଶେଷରେ ଆବାସ ହିତାଧିକାରୀ ଓ ନିର୍ଦ୍ଧାରିତ ପୂର୍ବରୁ କାର୍ଯ୍ୟ ସରିଥିବା ହିତାଧିକାରୀ ଙ୍କୁ ପୁରସ୍କାର ରାଶି ବିଧାୟକ ପ୍ରଦାନ କରିଥିବା ଜଣାଯାଇଛି..
ଆଜିର କାର୍ଯ୍ୟକ୍ରମ ରେ ବ୍ଲକ ସ୍ତରରୁ ବହୁ ମହିଳା, SHG କର୍ମକର୍ତା, MBK, CRP, ଯୋଗ ଦେଇଥିବା ବେଳେ ବ୍ଲକ କର୍ମଚାରୀ ମାନେ ପରିଚାଳନା କରିଥିଲେ.

  • Related Posts

    ନିର୍ମାଣ କୌଶଳ ବିକାଶ ପ୍ରତିଷ୍ଠାନ ଉଦ୍‌ଘାଟିତ

    Spread the love

    Spread the loveକବିସୂର୍ଯ୍ୟନଗର : ଜେଏମଜେ ବ୍ୟୁରୋ କବିସୂର୍ଯ୍ୟନଗର ବନଦେବୀ ଆଇ.ଟି.ଆଇ ଠାରେ ଏଲ୍ ଏଣ୍ଡ ଟି ପ୍ରାଇଭେଟ୍ ଲିମିଟେତ ସଂସ୍ଥା ତରଫରୁ ଏକ construction skill training institute ର ଶୁଭ ଉଦ୍‌ଘାଟନ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ L &…

    SIR କାର୍ଯ୍ୟରେ ଅବହେଳା ପାଇଁ BLO ନିଲମ୍ବିତ

    Spread the love

    Spread the loveSIR କାର୍ଯ୍ୟରେ ଅବହେଳା ପାଇଁ BLO ନିଲମ୍ବିତ କଳାହାଣ୍ଡି: ଜେଏମଜେ ନ୍ୟୁଜ : SIR କାର୍ଯ୍ୟରେ ଅବହେଳା ପାଇଁ ଚାକିରିରୁ ନିଲମ୍ବିତ ହେଲେ BLO ଦାୟିତ୍ବରେ ନର୍ଲା ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ବୋରିଙ୍ଗପଦର ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଶିକ୍ଷକ…

    Leave a Reply

    Your email address will not be published. Required fields are marked *

    You Missed

    ରାଜ୍ୟରେ ବନ୍ୟା ସ୍ଥିତି ଗମ୍ଭୀର: ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତର ହେଲେ ୧.୬୫ ଲକ୍ଷ ଲୋକ

    ରାଜ୍ୟରେ ବନ୍ୟା ସ୍ଥିତି ଗମ୍ଭୀର: ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତର ହେଲେ ୧.୬୫ ଲକ୍ଷ ଲୋକ

    ଆକାଶ ମାର୍ଗରୁ ବନ୍ୟା ସ୍ଥିତି ସମୀକ୍ଷା କଲେ ରାଜସ୍ବ ମନ୍ତ୍ରୀ, ଛାଡିଲେ ହେବ କ୍ଷୟକ୍ଷତି ଆକଳନ

    ଆକାଶ ମାର୍ଗରୁ ବନ୍ୟା ସ୍ଥିତି ସମୀକ୍ଷା କଲେ ରାଜସ୍ବ ମନ୍ତ୍ରୀ, ଛାଡିଲେ ହେବ କ୍ଷୟକ୍ଷତି ଆକଳନ

    ଲାଇଫ ଜ୍ୟାକେଟ୍‌ ପିନ୍ଧି ୧୫ ବନ୍ୟା ବିପନ୍ନଙ୍କୁ ଉଦ୍ଧାର କଲେ ଜିଲ୍ଲାପାଳ

    ଲାଇଫ ଜ୍ୟାକେଟ୍‌ ପିନ୍ଧି ୧୫ ବନ୍ୟା ବିପନ୍ନଙ୍କୁ ଉଦ୍ଧାର କଲେ ଜିଲ୍ଲାପାଳ

    ସୀମାନ୍ତ ରାଜ୍ୟରେ ଓଡ଼ିଆ ଶିକ୍ଷା ବାଟବଣା, ବିଧାନସଭା ଗୃହ କମିଟି ଅସନ୍ତୁଷ୍ଟ

    ସୀମାନ୍ତ ରାଜ୍ୟରେ ଓଡ଼ିଆ ଶିକ୍ଷା ବାଟବଣା, ବିଧାନସଭା ଗୃହ କମିଟି ଅସନ୍ତୁଷ୍ଟ

    ଏସଆଇ ଆର କୁ ନେଇ ଏବେ ବି ଅଜ୍ଞ କୋରାପୁଟିଆ ଆଦିବାସୀ

    ଏସଆଇ ଆର କୁ ନେଇ ଏବେ ବି ଅଜ୍ଞ କୋରାପୁଟିଆ ଆଦିବାସୀ