ସଚିବ ସ୍ତରୀୟ ବୈଠକରେ ୧୦ଟି ଦିଗ ଉପରେ ଧ୍ୟାନକେନ୍ଦ୍ରିତ କରିବା ନେଇମୁଖ୍ୟ ସଚିବଙ୍କ ନିର୍ଦେଶ

Spread the love

ଜେଏମଜେ ବ୍ୟୁରୋ : ଆଜି ସଚିବ ସ୍ତରୀୟ ବୈଠକ ଅନୁଷ୍ଠିତ ହୋଇଥିଲା। ଏହି ବୈଠକରେ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା କାର୍ଯ୍ୟଶୈଳୀକୁ ଆହୁରି ଉତ୍ତମ କରିବା ପାଇଁ କେଉଁ ଦିଗ ପ୍ରତି ଧ୍ୟାନ ଦିଆଯିବ ଉଚିତ୍ ତ‌ା’ ଉପରେ ଆଲୋଚନା କରିଥିଲେ। ବୈଠକରେ ୧୦ଟି ଦିଗ ଉପରେ ଧ୍ୟାନକେନ୍ଦ୍ରିତ କରିବା ନେଇ ମୁଖ୍ୟ ଶାସନ ସଚିବ ସଚିବ ସ୍ତରୀୟ ବୈଠକ ନିର୍ଦ୍ଦେଶ ଦେଇଛନ୍ତି। ସେଗୁଡ଼ିକ ହେଲା

୧- ସବୁ ଅଫିସରେ ଲାଗିବ ଏଆଇ କ୍ୟାମେରା। ପ୍ରଥମେ ଖାରବେଳ ଭବନ ଓ ଲୋକସେବା ଭବନରେ ଲାଗିବ କ୍ୟାମେରା। ପରେ ଜିଲ୍ଳାସ୍ତରୀୟ ସବୁ ସରକାରୀ ଅଫିସରେ ଏଆଇ କ୍ୟାମେରା ଲଗାଯିବ।
୨- ନିର୍ଦ୍ଧାରିତ ସମୟରେ ଅଧିକାରୀମାନେ ଅଫିସ ଆସିବା ଉପରେ ଗୁରୁତ୍ବ ଦିଆଯିବ। ଏଥିପାଇଁ ନୂଆ ମେକାନିଜମ ବିକଶିତ କରାଯିବ।
୩-ଭଲ ପ୍ରଦର୍ଶନ କରୁ ନଥିବା ଅଧିକାରୀଙ୍କ ଉପରେ ନଜର ରଖାଯିବ। ନିୟମିତ ଭାବେ ସେମାନଙ୍କ କାର୍ଯ୍ୟର ସମୀକ୍ଷା କରାଯିବା ସହ ପ୍ରଦର୍ଶନରେ ସୁଧାର ଆଣିବାକୁ ସୁଯୋଗ ଦିଆଯିବ। ପ୍ରଦର୍ଶନରେ ସୁଧାର ନଆସିଲେ ଆଗୁଆ ଅବସର ଉପରେ ଗୁରୁତ୍ଵ ଦିଆଯିବ।
୪- ମୁଖ୍ୟମନ୍ତ୍ରୀଙ୍କ ଅଫିସରୁ ଆସୁଥିବା ୟୁଆଇ ନୋଟ ଉପର ତୁରନ୍ତ ଉତ୍ତର ଦେବା ସହ ପଦକ୍ଷେପ ନିଆଯିବ।
୫-ଦୁର୍ନୀତିର ମୂଳ କାରଣ ଖୋଜିବା ସହ ଏ ଦିଗରେ ପଦକ୍ଷେପ ନେବାକୁ ନିର୍ଦେଶ। ଲୋକଙ୍କୁ ସେବା ପ୍ରଦାନରେ କାହିଁକି ବିଳମ୍ବ ହେଉଛି ତାହାକୁ ଅନୁଧ୍ୟାନ କରାଯିବ।
୬- ଅକ୍ଟୋବରରୁ ଆରମ୍ଭ ହେବ ମୁଖ୍ୟମନ୍ତ୍ରୀ(ସିଏମ) ଡାସବୋର୍ଡ ।
୭- କେନ୍ଦ୍ରୀୟ ସ୍କିମ ପ୍ରତିମାସ ୭ତାରିଖରେ ଜିଲ୍ଲାପାଳ ସମୀକ୍ଷା କରିବେ। ୧୨ ତାରିଖରେ ଜଙ୍ଗଲ ଓ ପରିବେଶ ବିଭାଗ ଓ ରାଜସ୍ୱ ବିଭଗ ସମୀକ୍ଷା କରିବେ ।
୮- ସବୁ ବିଭାଗ ସେମାନଙ୍କ ବିଭାଗର ଖର୍ଚ୍ଚ ବୃଦ୍ଧି ଉପରେ ଗୁରୁତ୍ବ ଦେବେ।
୯- ଅଫିସରମାନେ ‘ଫିଲ୍ଡ ଭିଜିଟ’ ଉପରେ ଗୁରୁତ୍ବ ଦେବେ।
୧୦-ଏନଫୋର୍ସମେଣ୍ଟ ଉପରେ ସରକାରଙ୍କ ଗୁରୁତ୍ଵ

  • jmjnewso

    Related Posts

    CMOର ଫାଇଲ ଗାୟବ ଘଟଣାରେ ବିଜେପିର କଡ଼ା ଚେତାବନୀ : ଯିଏ ଦୋଷୀ ସେ ଜେଲ୍ ଯିବେ

    Spread the love

    Spread the love ଜେଏମଜେ ବ୍ୟୁରୋ : ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟରୁ ତଦନ୍ତ କମିସନ ଫାଇଲ୍ ଗାଏବ ହେବା ଘଟଣାରେ ରାଜ୍ୟ ବିଜେପି ପକ୍ଷରୁ କଡ଼ା ପ୍ରତିକ୍ରିୟା ପ୍ରକାଶ ପାଇଛି । ଏହି ସମ୍ବେଦନଶୀଳ ମାମଲାରେ ଯେଉଁମାନେ ଦୋଷୀ ସେମାନେ ଜେଲ୍ ଯିବେ…

    CMOରୁ ଫାଇଲ ନେଇଥିବା ଅଧିକାରୀ ଚିହ୍ନଟ, ଦରକାର ପଡ଼ିଲେ ବିଦେଶ ଯିବ ପୁଲିସ’ : ସୁରେଶ ପୂଜାରୀ

    Spread the love

    Spread the loveଜେଏମଜେ ବ୍ୟୁରୋ : ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟରୁ ଗୁରୁତ୍ୱପୂର୍ଣ୍ଣ ତଦନ୍ତ କମିସନ ଫାଇଲ ହଜିବା ମାମଲାରେ ଏବେ ତଦନ୍ତ ଶେଷ ପର୍ଯ୍ୟାୟରେ ପହଞ୍ଚିଛି । ଏହି ସମ୍ବେଦନଶୀଳ ଘଟଣାରେ ଆଜି ଏକ ବଡ଼ ସୂଚନା ଦେଇଛନ୍ତି ରାଜସ୍ୱ ମନ୍ତ୍ରୀ ସୁରେଶ…

    Leave a Reply

    Your email address will not be published. Required fields are marked *

    You Missed

    ରାଜ୍ୟରେ ବନ୍ୟା ସ୍ଥିତି ଗମ୍ଭୀର: ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତର ହେଲେ ୧.୬୫ ଲକ୍ଷ ଲୋକ

    ରାଜ୍ୟରେ ବନ୍ୟା ସ୍ଥିତି ଗମ୍ଭୀର: ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତର ହେଲେ ୧.୬୫ ଲକ୍ଷ ଲୋକ

    ଆକାଶ ମାର୍ଗରୁ ବନ୍ୟା ସ୍ଥିତି ସମୀକ୍ଷା କଲେ ରାଜସ୍ବ ମନ୍ତ୍ରୀ, ଛାଡିଲେ ହେବ କ୍ଷୟକ୍ଷତି ଆକଳନ

    ଆକାଶ ମାର୍ଗରୁ ବନ୍ୟା ସ୍ଥିତି ସମୀକ୍ଷା କଲେ ରାଜସ୍ବ ମନ୍ତ୍ରୀ, ଛାଡିଲେ ହେବ କ୍ଷୟକ୍ଷତି ଆକଳନ

    ଲାଇଫ ଜ୍ୟାକେଟ୍‌ ପିନ୍ଧି ୧୫ ବନ୍ୟା ବିପନ୍ନଙ୍କୁ ଉଦ୍ଧାର କଲେ ଜିଲ୍ଲାପାଳ

    ଲାଇଫ ଜ୍ୟାକେଟ୍‌ ପିନ୍ଧି ୧୫ ବନ୍ୟା ବିପନ୍ନଙ୍କୁ ଉଦ୍ଧାର କଲେ ଜିଲ୍ଲାପାଳ

    ସୀମାନ୍ତ ରାଜ୍ୟରେ ଓଡ଼ିଆ ଶିକ୍ଷା ବାଟବଣା, ବିଧାନସଭା ଗୃହ କମିଟି ଅସନ୍ତୁଷ୍ଟ

    ସୀମାନ୍ତ ରାଜ୍ୟରେ ଓଡ଼ିଆ ଶିକ୍ଷା ବାଟବଣା, ବିଧାନସଭା ଗୃହ କମିଟି ଅସନ୍ତୁଷ୍ଟ

    ଏସଆଇ ଆର କୁ ନେଇ ଏବେ ବି ଅଜ୍ଞ କୋରାପୁଟିଆ ଆଦିବାସୀ

    ଏସଆଇ ଆର କୁ ନେଇ ଏବେ ବି ଅଜ୍ଞ କୋରାପୁଟିଆ ଆଦିବାସୀ