ପରବର୍ତ୍ତୀ ଶୁଣାଣି ନହେବା ପର୍ଯ୍ୟନ୍ତ ଯାନ ମାଲିକଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନିଆଯିବ ନାହିଁ: ସୁପ୍ରିମ୍‌କୋର୍ଟ

Spread the love

ଜେଏମଜେ ବ୍ୟୁରୋ : ଦିଲ୍ଲୀ-ଏନସିଆରରେ ୧୦ ବର୍ଷରୁ ଅଧିକ ପୁରୁଣା ଡିଜେଲ୍ ଯାନ ଏବଂ ୧୫ ବର୍ଷରୁ ଅଧିକ ପୁରୁଣା ପେଟ୍ରୋଲ୍ ଯାନ ମାଲିକଙ୍କ ବିରୋଧରେ ପରବର୍ତ୍ତୀ ଶୁଣାଣି ପର୍ଯ୍ୟନ୍ତ କୌଣସି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ନାହିଁ ବୋଲି ସୋମବାର ଦିନ ସୁପ୍ରିମକୋର୍ଟ କହିଛନ୍ତି। ଚାରି ସପ୍ତାହ ପରେ କୋର୍ଟ ପୁଣି ଥରେ ମାମଲାର ଶୁଣାଣି କଲେ ଯାଇ ନିଷ୍କ୍ରସ ବାହାରିବ। ଅଦାଲତ ମାମଲାର ଶୁଣାଣି ନ କରିବା ପର୍ଯ୍ୟନ୍ତ ଏହି ମଧ୍ୟବର୍ତ୍ତୀକାଳୀନ ଆଶ୍ୱସ୍ତି ବଳବତ୍ତର ରହିବ।

ବାୟୁ ପ୍ରଦୂଷଣ ରୋକିବା ପାଇଁ ୨୦୧୮ ମସିହାରେ ଦିଲ୍ଲୀ-ଏନସିଆରରେ ଏପରି ଯାନଗୁଡ଼ିକୁ ନିଷେଧ କରିବା ପାଇଁ ଦିଲ୍ଲୀ ସରକାରଙ୍କ ଆବେଦନର ପୁନର୍ବିଚାର କରି କୋର୍ଟ ଏପରି ନିର୍ଦ୍ଦେଶ ଦେଇଛନ୍ତି। 

ଦିଲ୍ଲୀ ସରକାରଙ୍କ ପକ୍ଷରୁ ସଲିସିଟର ଜେନେରାଲ ତୁଷାର ମେହତା ଖଣ୍ଡପୀଠକୁ କହିଥିଲେ ଯେ ଏହି ପ୍ରସଙ୍ଗର ପୁନର୍ବିଚାର ଆବଶ୍ୟକ। ସେ ଯୁକ୍ତି ଦେଇଥିଲେ ଯେ ବ୍ୟକ୍ତିଗତ ମାଲିକାନାରେ ଥିବା ଯାନବାହନ କମ୍ ବ୍ୟବହାର କରାଯାଇପାରେ। 

ତେବେ ଏହାକୁ ନେଇ ମୁଖ୍ୟ ବିଚାରପତି ବି.ଆର. ଗଭାଇ ଏବଂ ବିଚାରପତି ବିନୋଦ କେ. ଚନ୍ଦ୍ରନ ଏବଂ ଏନ.ଭି. ଅଞ୍ଜାରିଆଙ୍କୁ ନେଇ ଗଠିତ ଖଣ୍ଡପୀଠ କହିଛନ୍ତି କି ଅନ୍ୟପକ୍ଷର ଶୁଣାଣି ନକରି  କୌଣସି ନିର୍ଦ୍ଦେଶ ଦିଆଯାଇପାରିବ ନାହିଁ। 

  • jmjnewso

    Related Posts

    UPI କାରବାର ନେଇ ଆସିଲା ନୂଆ ନିୟମ

    Spread the love

    Spread the loveନୂଆଦିଲ୍ଲୀ:ଜେଏମଜେ ନ୍ୟୁଜ : ଡିଜିଟାଲ୍ ଇଣ୍ଡିଆ ଯୁଗରେ ୟୁନିଫାଏଡ୍ ପେମେଣ୍ଟ୍ସ ଇଣ୍ଟରଫେସ୍ ବା ୟୁପିଆଇ ଏବେ ପ୍ରତ୍ୟେକ ବ୍ୟକ୍ତିଙ୍କ ଦୈନନ୍ଦିନ ଜୀବନର ଏକ ଅବିଚ୍ଛେଦ୍ୟ ଅଙ୍ଗ ପାଲଟିଛି। ୟୁପିଆଇ କାରବାର ଉପରେ ଚାର୍ଜ ଲାଗିବା ନେଇ ଲୋକଙ୍କ ମନରେ…

    ରକ୍ତରେ ଭିଜିଲା ରିହର୍ସଲ ମଞ୍ଚ; ଛୁରାମାଡ଼ରେ ଜଣେ କଳାକାର ମୃତ

    Spread the love

    Spread the loveଆଉ ୩ ଦିନ ପରେ ମଞ୍ଚରେ ମଞ୍ଚସ୍ଥ ହୋଇଥାନ୍ତା ନାଟକ । ଗଣେଜ ପୂଜା ଉପଲକ୍ଷେ ନାଟକ ମଞ୍ଚସ୍ଥ ପାଇଁ ରିହର୍ସଲ ଚାଲିଥିବା ବେଳେ ଅଭାବନୀୟ ଘଟଣା ଘଟିଛି । ଦୁଇ ଯୁବକଙ୍କ ଛୁରାମାଡ଼ରେ ଜଣେ ଯାତ୍ରା କଳାକାରଙ୍କ…

    Leave a Reply

    Your email address will not be published. Required fields are marked *

    You Missed

    ବିକାଶ ପ୍ରକଳ୍ପରେ ଅବ୍ୟବସ୍ଥା ଅଭିଯୋଗ ଆଣି ୩ ସାଂସଦଙ୍କ ସରକାରଙ୍କୁ ଚିଠି

    • By jmjnewso
    • September 15, 2026
    • 45 views
    ବିକାଶ ପ୍ରକଳ୍ପରେ ଅବ୍ୟବସ୍ଥା ଅଭିଯୋଗ ଆଣି ୩ ସାଂସଦଙ୍କ ସରକାରଙ୍କୁ ଚିଠି

    ମଣିପୁରରେ ପୁଣି ହିଂସା ; ଦୁଇ ମହିଳାଙ୍କୁ ଗୁଳି କରି ହତ୍ୟା। ଜାଳିଦେଲେ ଫାର୍ମହାଉସ୍

    • By jmjnewso
    • September 15, 2026
    • 41 views
    ମଣିପୁରରେ ପୁଣି ହିଂସା ; ଦୁଇ ମହିଳାଙ୍କୁ ଗୁଳି କରି ହତ୍ୟା। ଜାଳିଦେଲେ ଫାର୍ମହାଉସ୍

    UPI କାରବାର ନେଇ ଆସିଲା ନୂଆ ନିୟମ

    • By jmjnewso
    • September 15, 2026
    • 44 views
    UPI କାରବାର ନେଇ ଆସିଲା ନୂଆ ନିୟମ

    ପିଙ୍କୁ ଦାଶ ଙ୍କ ସମେତ 4 ଗିରଫ

    • By jmjnewso
    • September 15, 2026
    • 75 views
    ପିଙ୍କୁ ଦାଶ ଙ୍କ ସମେତ 4 ଗିରଫ

    ଗୋପାଳପୁର ଆହାର କେନ୍ଦ୍ର ବନ୍ଦ,ଖାଇବାକୁ ନପାଇ ଫେରିଗଲେ ଲୋକେ

    • By jmjnewso
    • September 15, 2026
    • 52 views
    ଗୋପାଳପୁର ଆହାର କେନ୍ଦ୍ର ବନ୍ଦ,ଖାଇବାକୁ ନପାଇ ଫେରିଗଲେ ଲୋକେ

    ଆସୁଛି ୩ ଭୟଙ୍କର ବାତ୍ୟା! ଓଡ଼ିଶା ସମେତ ୬ ରାଜ୍ୟ ଉପରେ ବିପଦ

    • By jmjnewso
    • September 15, 2026
    • 50 views
    ଆସୁଛି ୩ ଭୟଙ୍କର ବାତ୍ୟା! ଓଡ଼ିଶା ସମେତ ୬ ରାଜ୍ୟ ଉପରେ ବିପଦ