ରାଜ୍ୟରେ ୨୦୨୭ ପୂର୍ବରୁ ପଞ୍ଚାୟତ ଓ ୨୦୨୯ ପୂର୍ବରୁ ବ୍ଲକ ପୁନର୍ଗଠନ ହେବ

Spread the love

ଜେଏମଜେ ବ୍ୟୁରୋ : ରାଜ୍ୟରେ ବ୍ଲକ ଓ ପଞ୍ଚାୟତ ସଂଖ୍ୟା ବୃଦ୍ଧି ପାଇବ । ୨୦୨୭ ପୂର୍ବରୁ ପଞ୍ଚାୟତ ଓ ୨୦୨୯ ପୂର୍ବରୁ ବ୍ଲକ ପୁନର୍ଗଠନ ହେବ । ଏନେଇ ସୂଚନା ଦେଇଛନ୍ତି ପଞ୍ଚାୟତିରାଜ ମନ୍ତ୍ରୀ ରବି ନାରାୟଣ ନାଏକ । ପଞ୍ଚାୟତିରାଜ ମନ୍ତ୍ରୀ କହିଛନ୍ତି, ଗତକାଲି ରାଜ୍ୟପାଳ ଆମ ବିଭାଗର ସମୀକ୍ଷା କରିଥିଲେ । ପଞ୍ଚାୟତିରାଜ ଆଇନ୍ ବ୍ୟବସ୍ଥା ଭିତରେ ରାଜ୍ୟପାଳ ପ୍ରସ୍ତାବ ଦେଇଛନ୍ତି । ଆଇନ୍ ଅନୁସାରେ ପଞ୍ଚାୟତ ଓ ବ୍ଲକ ପୁନର୍ଗଠନ କରାଯିବ ।

ପଞ୍ଚାୟତ ଓ ବ୍ଲକ ପୁନର୍ଗଠନ ହେଲେ ପ୍ରଶାସନ ଲୋକଙ୍କ ପାଖରେ ଆହୁରି ଭଲ ଭାବେ ପହଞ୍ଚି ପାରିବ । ଲୋକ ମଧ୍ୟ ସରକାରୀ ଯୋଜନା ବାବଦରେ ଅବଗତ ହୋଇପାରିବ । ଏଭଳି ହେଲେ ଲୋକଙ୍କ ସମସ୍ୟା ଦୂର ହେବ । ମନ୍ତ୍ରୀ ଆହୁରି କହିଛନ୍ତି, ବିଭିନ୍ନ ରାଜ୍ୟରେ ଗୋଟିଏ ଗାଁକୁ ନେଇ ବି ଗୋଟିଏ ପଞ୍ଚାୟତ ରହିଛି । ପଞ୍ଚାୟତ ବ୍ୟବସ୍ଥା ଭିତରେ ଓଡ଼ିଶାରେ ପଞ୍ଚାୟତ ପୁନର୍ଗଠନ କରାଯିବାକୁ ନିଷ୍ପତ୍ତି ନିଆଯାଇଛି ।

  • jmjnewso

    Related Posts

    ସ୍ୱର୍ଗଦ୍ୱାରରେ ସରିଗଲା କାଠ ,୩ ଘଣ୍ଟା ଧରି ପଡ଼ିରହିଲେ ୨୫ରୁ ଊର୍ଦ୍ଧ୍ବ ଶବ

    Spread the love

    Spread the loveପୁରୀ : ଜେଏମଜେ ନ୍ୟୁଜ : ସ୍ୱର୍ଗଦ୍ୱାରରେ ସରିଗଲା କାଠ । ଦୀର୍ଘ ସାଢ଼େ ୩ ଘଣ୍ଟା ଶବ ଅପେକ୍ଷା କରିବା ପରେ ଆସିଲା କାଠ । ଶବ ପୋଡ଼ା ଆରମ୍ଭ ହେଲା । ରାତି ୧୦ଟା ବେଳକୁ…

    ଦୁଇ ବସ୍ ମୁହାଁମୁହିଁ ଧକ୍କା, ଚାଲିଗଲା ୬ ଜୀବନ

    Spread the love

    Spread the love ଜେଏମଜେ ବ୍ୟୁରୋ : ତାମିଲନାଡୁର ତେନକାସୀ ଜିଲ୍ଲାରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ଦୁଇଟି ଘରୋଇ ବସ୍ ମଧ୍ୟରେ ମୁହାଁମୁହିଁ ଧକ୍କା ହେବା ଫଳରେ ୬ ଜଣଙ୍କ ମୃତ୍ୟୁ ଘଟିଛି ଏବଂ ୨୮ ଜଣ ଆହତ ହୋଇଛନ୍ତି…

    Leave a Reply

    Your email address will not be published. Required fields are marked *

    You Missed

    ବିକାଶ ପ୍ରକଳ୍ପରେ ଅବ୍ୟବସ୍ଥା ଅଭିଯୋଗ ଆଣି ୩ ସାଂସଦଙ୍କ ସରକାରଙ୍କୁ ଚିଠି

    • By jmjnewso
    • September 15, 2026
    • 45 views
    ବିକାଶ ପ୍ରକଳ୍ପରେ ଅବ୍ୟବସ୍ଥା ଅଭିଯୋଗ ଆଣି ୩ ସାଂସଦଙ୍କ ସରକାରଙ୍କୁ ଚିଠି

    ମଣିପୁରରେ ପୁଣି ହିଂସା ; ଦୁଇ ମହିଳାଙ୍କୁ ଗୁଳି କରି ହତ୍ୟା। ଜାଳିଦେଲେ ଫାର୍ମହାଉସ୍

    • By jmjnewso
    • September 15, 2026
    • 41 views
    ମଣିପୁରରେ ପୁଣି ହିଂସା ; ଦୁଇ ମହିଳାଙ୍କୁ ଗୁଳି କରି ହତ୍ୟା। ଜାଳିଦେଲେ ଫାର୍ମହାଉସ୍

    UPI କାରବାର ନେଇ ଆସିଲା ନୂଆ ନିୟମ

    • By jmjnewso
    • September 15, 2026
    • 44 views
    UPI କାରବାର ନେଇ ଆସିଲା ନୂଆ ନିୟମ

    ପିଙ୍କୁ ଦାଶ ଙ୍କ ସମେତ 4 ଗିରଫ

    • By jmjnewso
    • September 15, 2026
    • 75 views
    ପିଙ୍କୁ ଦାଶ ଙ୍କ ସମେତ 4 ଗିରଫ

    ଗୋପାଳପୁର ଆହାର କେନ୍ଦ୍ର ବନ୍ଦ,ଖାଇବାକୁ ନପାଇ ଫେରିଗଲେ ଲୋକେ

    • By jmjnewso
    • September 15, 2026
    • 52 views
    ଗୋପାଳପୁର ଆହାର କେନ୍ଦ୍ର ବନ୍ଦ,ଖାଇବାକୁ ନପାଇ ଫେରିଗଲେ ଲୋକେ

    ଆସୁଛି ୩ ଭୟଙ୍କର ବାତ୍ୟା! ଓଡ଼ିଶା ସମେତ ୬ ରାଜ୍ୟ ଉପରେ ବିପଦ

    • By jmjnewso
    • September 15, 2026
    • 50 views
    ଆସୁଛି ୩ ଭୟଙ୍କର ବାତ୍ୟା! ଓଡ଼ିଶା ସମେତ ୬ ରାଜ୍ୟ ଉପରେ ବିପଦ