ଆଜି  କଂଗ୍ରେସ ପକ୍ଷରୁ ସମସ୍ତ ଜିଲ୍ଲାରେ “ଭୋଟ୍‌ ଚୋର, ଗାଦି ଛାଡ଼” ମଶାଲ ଶୋଭାଯାତ୍ରା

Spread the love

ଭୁବନେଶ୍ୱର:(ଜେଏମଜେ ବ୍ୟୁରୋ): ଆଜି  କଂଗ୍ରେସ ପକ୍ଷରୁ ସମସ୍ତ ଜିଲ୍ଲାରେ ‘ ଭୋଟ୍‌ ଚୋର, ଗାଦି ଛାଡ଼’ ମଶାଲ ଶୋଭାଯାତ୍ରା  ହେବ । ଲୋକସଭାର ବିରୋଧୀଦଳ ନେତା ରାହୁଲ ଗାନ୍ଧୀ ଗତ ୭ ତାରିଖରେ ନିର୍ବାଚନ  ଆୟୋଗଙ୍କ ସହଯୋଗରେ ଭୋଟ୍‌ ଚୋରି ଜରିଆରେ ବିଜେପି କିପରି ଏକାଧିକ ନିର୍ବାଚନ ଜିତିଛି ସେ ବିଷୟରେ ବର୍ଣ୍ଣନା କରି ଦେଶବ୍ୟାପୀ ଆଲୋଡ଼ନ ସୃଷ୍ଟି କରିଥିଲେ । ଏହାପରେ  ରାଜ୍ୟ ଓ ଜିଲ୍ଲା ସ୍ତରରେ ମଧ୍ୟ ତୀବ୍ର ସ୍ୱର ଉଠିଥିଲା । ‘ଭୋଟ ଚୋର, ଗାଦି ଛାଡ଼’ ସ୍ଲୋଗାନ  ସହ ଗୁରୁବାର ସନ୍ଧ୍ୟାରେ ପିସିସି ପକ୍ଷରୁ ସମସ୍ତ ଜିଲ୍ଲାରେ ଦୁଇ କିଲୋମିଟରର ମଶାଲ  ଶୋଭାଯାତ୍ରା ଆୟୋଜନ ହେବ ବୋଲି ପିସିସି ସଭାପତି ଭକ୍ତ ଦାସ କହିଛନ୍ତି ।

  • jmjnewso

    Related Posts

    ବିକାଶ ପ୍ରକଳ୍ପରେ ଅବ୍ୟବସ୍ଥା ଅଭିଯୋଗ ଆଣି ୩ ସାଂସଦଙ୍କ ସରକାରଙ୍କୁ ଚିଠି

    Spread the love

    Spread the loveଜେଏମଜେ ବ୍ୟୁରୋ : ସରକାରୀ କାମରେ ବଡ଼ ଗଡ଼ବଡ଼ର ଅଭିଯୋଗ । ଚିଠି ଲେଖି ଅସନ୍ତୋଷ ଝାଡ଼ିଲେ ତିନି ସାଂସଦ । ସଙ୍ଗୀତା ସିଂଦେଓ, ବଳଭଦ୍ର ମାଝୀ,ଓ ପାଣିଗ୍ରାହୀଙ୍କ ଚିଠି । ତେବେ ଚିଠିରେ କେଉଁ ସାଂସଦ କଣ…

    ରାଜ୍ୟସଭାରୁ ଇସ୍ତଫା ଦେଲେ ବିଜେପି ସାଂସଦ ଦିନେଶ ଶର୍ମା

    Spread the love

    Spread the loveଜେଏମଜେ ବ୍ୟୁରୋ : ବିଜେପିର ରାଜ୍ୟସଭା ସାଂସଦ ତଥା ଉତ୍ତରପ୍ରଦେଶର ପୂର୍ବତନ ଉପମୁଖ୍ୟମନ୍ତ୍ରୀ ଡା. ଦିନେଶ ଶର୍ମା ରାଜ୍ୟସଭା ସଦସ୍ୟତାରୁ ଇସ୍ତଫା ଦେଇଛନ୍ତି। ରାଜ୍ୟସଭାର ଚେୟାରମ୍ୟାନ୍ ସି.ପି. ରାଧାକୃଷ୍ଣନ ତାଙ୍କ ଇସ୍ତଫାକୁ ଗ୍ରହଣ କରିବା ସହ ତାଙ୍କ ଆସନକୁ…

    Leave a Reply

    Your email address will not be published. Required fields are marked *

    You Missed

    ବିକାଶ ପ୍ରକଳ୍ପରେ ଅବ୍ୟବସ୍ଥା ଅଭିଯୋଗ ଆଣି ୩ ସାଂସଦଙ୍କ ସରକାରଙ୍କୁ ଚିଠି

    • By jmjnewso
    • September 15, 2026
    • 45 views
    ବିକାଶ ପ୍ରକଳ୍ପରେ ଅବ୍ୟବସ୍ଥା ଅଭିଯୋଗ ଆଣି ୩ ସାଂସଦଙ୍କ ସରକାରଙ୍କୁ ଚିଠି

    ମଣିପୁରରେ ପୁଣି ହିଂସା ; ଦୁଇ ମହିଳାଙ୍କୁ ଗୁଳି କରି ହତ୍ୟା। ଜାଳିଦେଲେ ଫାର୍ମହାଉସ୍

    • By jmjnewso
    • September 15, 2026
    • 41 views
    ମଣିପୁରରେ ପୁଣି ହିଂସା ; ଦୁଇ ମହିଳାଙ୍କୁ ଗୁଳି କରି ହତ୍ୟା। ଜାଳିଦେଲେ ଫାର୍ମହାଉସ୍

    UPI କାରବାର ନେଇ ଆସିଲା ନୂଆ ନିୟମ

    • By jmjnewso
    • September 15, 2026
    • 44 views
    UPI କାରବାର ନେଇ ଆସିଲା ନୂଆ ନିୟମ

    ପିଙ୍କୁ ଦାଶ ଙ୍କ ସମେତ 4 ଗିରଫ

    • By jmjnewso
    • September 15, 2026
    • 75 views
    ପିଙ୍କୁ ଦାଶ ଙ୍କ ସମେତ 4 ଗିରଫ

    ଗୋପାଳପୁର ଆହାର କେନ୍ଦ୍ର ବନ୍ଦ,ଖାଇବାକୁ ନପାଇ ଫେରିଗଲେ ଲୋକେ

    • By jmjnewso
    • September 15, 2026
    • 52 views
    ଗୋପାଳପୁର ଆହାର କେନ୍ଦ୍ର ବନ୍ଦ,ଖାଇବାକୁ ନପାଇ ଫେରିଗଲେ ଲୋକେ

    ଆସୁଛି ୩ ଭୟଙ୍କର ବାତ୍ୟା! ଓଡ଼ିଶା ସମେତ ୬ ରାଜ୍ୟ ଉପରେ ବିପଦ

    • By jmjnewso
    • September 15, 2026
    • 50 views
    ଆସୁଛି ୩ ଭୟଙ୍କର ବାତ୍ୟା! ଓଡ଼ିଶା ସମେତ ୬ ରାଜ୍ୟ ଉପରେ ବିପଦ