ମନ୍ତ୍ରୀଙ୍କ ତାଗିଦ ପରେ ମଧ୍ୟ ଜିଦ୍‌ରେ ଅଟଳ ଅମଲା ସଂଘ, ଆଜି ବି ଧାରଣା ଅବ୍ୟାହତ.

Spread the love

ଜେଏମଜେ ବ୍ୟୁରୋ : ଜାରି ରହିଛି ଅମଲା ସଂଘର ପ୍ରତିବାଦ। ମନ୍ତ୍ରୀଙ୍କ ତାଗିଦ ସତ୍ବେ ଆଜି ବି ଜାରି ରହିଛି ଅମଲା ସଂଘର ପ୍ରତିବାଦ । ଆଜି ବି ଅନେକ ସ୍ଥାନରେ ଅମଲାଙ୍କ ପ୍ରତିବାଦର ଦୃଶ୍ୟ ସାମ୍ନାକୁ ଆସିଛି ।ସମୂହ ଛୁଟିରେ ରହି ଆନ୍ଦୋଳନକୁ ଓହ୍ଲାଇଛି ଅମଲା ସଂଘ। ଗତକାଲି ତୁରନ୍ତ ଧାରଣା ବନ୍ଦ କରି କାମକୁ ଫେରିବାକୁ କହିଥିଲେ ମନ୍ତ୍ରୀ ସୁରେଶ ପୂଜାରୀ ।

କାର୍ଯ୍ୟରେ ଅବହେଳା ହେଲେ ଦରମା ବନ୍ଦ ହେବ ବୋଲି ଧମକ ଦେଇଥିଲେ ମନ୍ତ୍ରୀ। ହେଲେ ତାଗିଦ ସତ୍ବେ ଆଜି ପୁଣିଥରେ ଧାରଣାରେ ବସିଛନ୍ତି ଅମଲା ।

  • jmjnewso

    Related Posts

    ମାଲକାନଗିରିଜେଲରେ ପୁଣି ଜଣେ କଏଦୀଙ୍କ ମୃତ୍ୟୁକୁ ନେଇ ଉତ୍ତେଜନା

    Spread the love

    Spread the loveମାଲକାନଗିରି : ଜେଏମଜେ ନ୍ୟୁଜ : ମାଲକାନଗିରି ଜିଲ୍ଲା କାରାଗାରରେ ପୁଣି ଜଣେ କଏଦୀଙ୍କ ମୃତ୍ୟୁକୁ ନେଇ ଉତ୍ତେଜନା ସୃଷ୍ଟି ହୋଇଛି। ମୃତ କଏଦୀ ହେଲେ ମାଲକାନଗିରି ବ୍ଲକ ଅନ୍ତର୍ଗତ ଗୌଡ଼ଗୁଡ଼ା ପଞ୍ଚାୟତର କଳାଗୁଡ଼ା ଗ୍ରାମର ଲକିନାଥ ବେହେରା।…

    ସମ୍ବଲପୁରରେ ତୃତୀୟ ଡପଲର୍ ରାଡାର୍

    Spread the love

    Spread the loveଜେଏମଜେ ବ୍ୟୁରୋ : ପଶ୍ଚିମ ଓ ଆଭ୍ୟନ୍ତରୀଣ ଓଡ଼ିଶାକୁ ମିଳିଲା ‘ଡପ୍‌ଲର୍’ ବଳ । ଆଗକୁ ରାଜ୍ୟରେ ପ୍ରତିଷ୍ଠା ହେବ ଆଉ ୩ଟି ଡପ୍‌ଲର୍‌ ରାଡାର୍ । ସମ୍ୱଲପୁର ମଞ୍ଚରୁ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା । ସ୍କୁଲରେ ବସିବ…

    Leave a Reply

    Your email address will not be published. Required fields are marked *

    You Missed

    ସେବା ସଂକଳ୍ପ ଅଭିଯାନ: ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ୩୦ ଜିଲ୍ଲାରେ ଜଳିଲା ଏକ କୋଟି ଦୀପ

    • By jmjnewso
    • September 17, 2026
    • 19 views
    ସେବା ସଂକଳ୍ପ ଅଭିଯାନ: ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ୩୦ ଜିଲ୍ଲାରେ ଜଳିଲା ଏକ କୋଟି ଦୀପ

    କବିସୂର୍ଯ୍ୟନଗର ରେ ସେବା ସଂକଳ୍ପ ଅଭିଯାନ

    • By jmjnewso
    • September 17, 2026
    • 65 views
    କବିସୂର୍ଯ୍ୟନଗର ରେ ସେବା ସଂକଳ୍ପ ଅଭିଯାନ

    ଡିସିପି ଜଗମୋହନ ମୀନାଙ୍କ ଇସ୍ତଫା ଗ୍ରହଣ କଲେ କେନ୍ଦ୍ର ସରକାର

    • By jmjnewso
    • September 17, 2026
    • 37 views
    ଡିସିପି ଜଗମୋହନ ମୀନାଙ୍କ ଇସ୍ତଫା ଗ୍ରହଣ କଲେ କେନ୍ଦ୍ର ସରକାର

    ଦାନା ବାନ୍ଧିଲାଣି ଲଘୁଚାପ :ଓଡ଼ିଶା ଉପକୂଳ ଆଡ଼କୁ ମୁହାଁଇବା ସମ୍ଭାବନା

    • By jmjnewso
    • September 17, 2026
    • 27 views
    ଦାନା ବାନ୍ଧିଲାଣି ଲଘୁଚାପ :ଓଡ଼ିଶା ଉପକୂଳ ଆଡ଼କୁ ମୁହାଁଇବା ସମ୍ଭାବନା

    ପୁଣି 22 କୁ ଘୁଞ୍ଚିଲା DGP ମାମଲାର ସୁପ୍ରିମକୋର୍ଟରେ ଶୁଣାଣି

    • By jmjnewso
    • September 17, 2026
    • 21 views
    ପୁଣି 22 କୁ ଘୁଞ୍ଚିଲା DGP ମାମଲାର ସୁପ୍ରିମକୋର୍ଟରେ ଶୁଣାଣି

    ମାଲକାନଗିରିଜେଲରେ ପୁଣି ଜଣେ କଏଦୀଙ୍କ ମୃତ୍ୟୁକୁ ନେଇ ଉତ୍ତେଜନା

    • By jmjnewso
    • September 16, 2026
    • 44 views
    ମାଲକାନଗିରିଜେଲରେ ପୁଣି ଜଣେ କଏଦୀଙ୍କ ମୃତ୍ୟୁକୁ ନେଇ ଉତ୍ତେଜନା