ଘୁମୁସର କନ୍ଧମାଳ ବିକାଶ ମଞ୍ଚ ଦ୍ଵାରା ୭୯ ତମ ସ୍ୱାଧୀନତା ଦିବସ ପାଳିତ

Spread the love

ଭଞ୍ଜନଗର : ଜେଏମଜେନ୍ୟୂଜ) ଘୁମୁସର କନ୍ଧମାଳ ବିକାଶ ମଞ୍ଚ ଦ୍ଵାରା ୭୯ ତମ ସ୍ୱାଧୀନତା ଦିବସ ଭଞ୍ଜନଗର ବ୍ଲକ ଢୁଢୁଆ ଗ୍ରାମ ଠାରେ ଅନୁଷ୍ଠିତ ହୋଇଥିଲା।ଦୀପକ କୁମାର ପଟ୍ଟନାୟକ ଙ୍କ ସଭାପତିତ୍ୱରେ କାର୍ଯ୍ୟକ୍ରମ ରେ ବହୁ ସଦସ୍ୟ ଓ ବିଦ୍ୟାଳୟ ଛାତ୍ରଛାତ୍ରୀ ଯୋଗ ଦେଇଥିଲେ।ଏହି ଘୁମୁସର କନ୍ଧମାଲ ବିକାଶ ମଞ୍ଚ ର ମୂଳ ଲକ୍ଷ୍ୟ ଘୁମୁସର ଓ କନ୍ଧମାଳ ର ବିଭିନ୍ନ ନ୍ୟାର୍ଯ୍ୟ ଦାବିକୁ ସରକାରଙ୍କୁ ଅବଗତ କରାଇବା।ଅନୁଷ୍ଠାନ ର ଆବାହକ ଙ୍କ ସୂଚନା ଅନୁସାରେ ଏହି ମଞ୍ଚ ଓଡ଼ିଶାର ବିଭିନ୍ନ ସ୍ଥାନରେ ଅଞ୍ଚଳ ର ବିକାଶ ପାଇଁ ସରକାର ଙ୍କ ପାଖରେ ଦାବି ରଖି ଆସିଛି।ତାହା ବ୍ରହ୍ମପୁର କନ୍ଧମାଳ ରେଳ ପ୍ରକଳ୍ପ ହେଉ କିମ୍ବା ସ୍ୱତନ୍ତ୍ର ଘୁମୁସର ଜିଲ୍ଲା ଦାବି।ଆଜି ସ୍ୱାଧୀନତା ଦିବସରେ ବିଦ୍ୟାଳୟ ଛାତ୍ର ଛାତ୍ରୀ ମାନଙ୍କୁ ମିଠା ବଣ୍ଟନ ହୋଇଥିଲା।ଏହି ଅବସରରେ ବିଶ୍ୱନାଥ ପାତ୍ର, ସୁବୋଧ କୁମାର ଗୌଡ଼, ଅମରେଶ ପଟ୍ଟନାୟକ, କୃଷ୍ଣଚନ୍ଦ୍ର ରାଉତ, ସୁର୍ଯ୍ୟ ନାରାୟଣ ନାୟକ, ରାମ ଚନ୍ଦ୍ର ସାହୁ,ଗୌତମ ପ୍ରଧାନ ,ଚନ୍ଦନ ପ୍ରଧାନ ସରୋଜ ରାଉଳ ପ୍ରମୁଖ ଯୋଗ ଦେଇଥିଲେ।

ଭଞ୍ଜନଗର ରୁ ପୁରୁଷୋତ୍ତମ ମହାପାତ୍ର ଙ୍କ ରିପୋର୍ଟ

  • jmjnewso

    Related Posts

    ଢେମ୍‌ସାରେ ଦୁଲୁକିବ ରାଷ୍ଟ୍ରପତି ଭବନ, ନୂଆଁଖାଇ ଉତ୍ସବରେ ଭାଗନେବାକୁ କୋଟପାଡ଼ କଳାବିକାଶ କେନ୍ଦ୍ରକୁ ଡକରା

    Spread the love

    Spread the loveଜେଏମଜେ ବ୍ୟୁରୋ : ଆଜି ରାଷ୍ଟ୍ରପତି ଭବନରେ ସ୍ୱତନ୍ତ୍ର ‘ନୂଆଁଖାଇ’ ଉତ୍ସବ ପାଳନ କରାଯିବ । ଏଥିଲାଗି ସ୍ୱତନ୍ତ୍ର ଡକରା ପାଇ ନୂଆଦିଲ୍ଲୀ ଗସ୍ତ କରିଛନ୍ତି ଓଡ଼ିଶାର ୫ଟି ସାଂସ୍କୃତିକ ଦଳ । ସେ ଭିତରେ ରହିଛନ୍ତି ଅବିଭକ୍ତ…

    ଗଣେଶ ପୂଜା ପେଣ୍ଡାଲରେ ଭୟାବହ ଅଗ୍ନିକାଣ୍ଡ,ମଣ୍ଡପ ଜଳିପୋଡ଼ି ଛାରଖାର

    Spread the love

    Spread the loveସମ୍ବଲପୁର :ଜେଏମଜେ ନ୍ୟୁଜ : ସମ୍ବଲପୁର ସହରର ଦେହେରିପାଲି ଅଞ୍ଚଳରେ ଏକ ବଡ଼ ଧରଣର ଅଘଟଣ ଘଟିଯାଇଛି । ସ୍ଥାନୀୟ ଗଣେଶ ପୂଜା ପେଣ୍ଡାଲରେ ହଠାତ୍ ଭୟଙ୍କର ନିଆଁ ଲାଗି ସମଗ୍ର ମଣ୍ଡପ ଜଳିପୋଡ଼ି ଛାରଖାର ହୋଇଯାଇଛି ।…

    Leave a Reply

    Your email address will not be published. Required fields are marked *

    You Missed

    ସରକାରଙ୍କୁ ଅଡୁଆ ନିଜ ଦଳର ୩ ସାଂସଦଙ୍କ ଅସନ୍ତୋଷର ଚିଠି!

    • By jmjnewso
    • September 16, 2026
    • 19 views
    ସରକାରଙ୍କୁ ଅଡୁଆ ନିଜ ଦଳର ୩ ସାଂସଦଙ୍କ ଅସନ୍ତୋଷର ଚିଠି!

    ବିକାଶ ପ୍ରକଳ୍ପରେ ଅବ୍ୟବସ୍ଥା ଅଭିଯୋଗ ଆଣି ୩ ସାଂସଦଙ୍କ ସରକାରଙ୍କୁ ଚିଠି

    • By jmjnewso
    • September 15, 2026
    • 45 views
    ବିକାଶ ପ୍ରକଳ୍ପରେ ଅବ୍ୟବସ୍ଥା ଅଭିଯୋଗ ଆଣି ୩ ସାଂସଦଙ୍କ ସରକାରଙ୍କୁ ଚିଠି

    ମଣିପୁରରେ ପୁଣି ହିଂସା ; ଦୁଇ ମହିଳାଙ୍କୁ ଗୁଳି କରି ହତ୍ୟା। ଜାଳିଦେଲେ ଫାର୍ମହାଉସ୍

    • By jmjnewso
    • September 15, 2026
    • 41 views
    ମଣିପୁରରେ ପୁଣି ହିଂସା ; ଦୁଇ ମହିଳାଙ୍କୁ ଗୁଳି କରି ହତ୍ୟା। ଜାଳିଦେଲେ ଫାର୍ମହାଉସ୍

    UPI କାରବାର ନେଇ ଆସିଲା ନୂଆ ନିୟମ

    • By jmjnewso
    • September 15, 2026
    • 44 views
    UPI କାରବାର ନେଇ ଆସିଲା ନୂଆ ନିୟମ

    ପିଙ୍କୁ ଦାଶ ଙ୍କ ସମେତ 4 ଗିରଫ

    • By jmjnewso
    • September 15, 2026
    • 76 views
    ପିଙ୍କୁ ଦାଶ ଙ୍କ ସମେତ 4 ଗିରଫ

    ଗୋପାଳପୁର ଆହାର କେନ୍ଦ୍ର ବନ୍ଦ,ଖାଇବାକୁ ନପାଇ ଫେରିଗଲେ ଲୋକେ

    • By jmjnewso
    • September 15, 2026
    • 52 views
    ଗୋପାଳପୁର ଆହାର କେନ୍ଦ୍ର ବନ୍ଦ,ଖାଇବାକୁ ନପାଇ ଫେରିଗଲେ ଲୋକେ