୭୯ ତମ ଉପଖଣ୍ଡ ସ୍ତରୀୟ ସ୍ୱାଧୀନତା ଦିବସ ରେ ସମ୍ମାନିତ ହେଲେ ହିନ୍ଦୋଳ ମାଟିର ଝିଅ ଶ୍ରିପାଲି ମିଶ୍ର

Spread the love

ଢେଙ୍କାନାଳ : (ଜେଏମଜେ ନ୍ୟୁଜ ): ୭୯ ତମ ଉପଖଣ୍ଡ ସ୍ତରୀୟ ସ୍ୱାଧୀନତା ଦିବସ ରେ ସମ୍ମାନିତ ହେଲେ ହିନ୍ଦୋଳ ମାଟିର ଝିଅ ଶ୍ରିପାଲି ମିଶ୍ର l ସମ୍ମାନିତ କଲେ ହିନ୍ଦୋଳ ଉପଜିଲ୍ଲାପାଳ ଓ ହିନ୍ଦୋଳ ଉପଖଣ୍ଡ ଆରକ୍ଷୀ ଅଧିକ୍ଷକ l ଢେଙ୍କାନାଳ ଜିଲ୍ଲା ହିନ୍ଦୋଳ ବ୍ଲକ ଅନ୍ତର୍ଗତ ଗାଲପଡା ଗ୍ରାମର ବାସିନ୍ଦା ଅବସର ପ୍ରାପ୍ତ ଶିକ୍ଷକ ଦିବାକର ନାଥ ଓ ଗାଲପଡା ଓ ବେରୁଆଁ ପାଳ ଉଚ୍ଚ ବିଦ୍ୟାଳୟର ଶିକ୍ଷୟତ୍ରୀ ଉପାଲି ମିଶ୍ରଙ୍କ ସୁପୁତ୍ରୀ ଶ୍ରୀପାଲି ଭରଦ୍ୱାଜ ସେ ଓଡିଶା ପ୍ରଶାସନିକ ସେବା ପରୀକ୍ଷା ରେ ଉତ୍ତୀର୍ଣ୍ଣ ହୋଇ ଓଡିଶା ରାଜସ୍ବ ସେବାରେ ଯୋଗ ଦେଇ କୃତିତ୍ୱ ହାସଲ କରିଥିବାରୁ ହିନ୍ଦୋଳ ଉପଖଣ୍ଡ ସାମ୍ବାଦିକ ସଂଘର ଯୋଗା ଯୋଗ ରେ ହିନ୍ଦୋଳ ଉପଜିଲ୍ଲାପାଳ ପ୍ରଭାସ କୁମାର ବେହୁରା ଓ ଉପଖଣ୍ଡ ଆରକ୍ଷୀ ଅଧିକ୍ଷକ ସତ୍ୟ କୁମାର ନନ୍ଦ ତାଙ୍କୁ ପୁଷ୍ପ ଗୁଚ୍ଛ ଉତ୍ତରୀୟ ଓ ମାନ ପତ୍ର ଦେଇ ସମ୍ବର୍ଦ୍ଧିତ କରିଥିଲେ l

ଏହି ସମ୍ବର୍ଦ୍ଧିତ ସମୟରେ ତହସିଲଦାର ଦିଲ୍ଲୀପ କୁମାର ସେଠୀ ଉପସ୍ଥିତ ଥିଲେ l ଢେଙ୍କାନାଳ ଜିଲ୍ଲା ପ୍ରତିନିଧି ସନ୍ତୋଷ କୁମାର ମହାପାତ୍ରଙ୍କ ରିପୋର୍ଟ

  • jmjnewso

    Related Posts

    ନିର୍ମାଣ କୌଶଳ ବିକାଶ ପ୍ରତିଷ୍ଠାନ ଉଦ୍‌ଘାଟିତ

    Spread the love

    Spread the loveକବିସୂର୍ଯ୍ୟନଗର : ଜେଏମଜେ ବ୍ୟୁରୋ କବିସୂର୍ଯ୍ୟନଗର ବନଦେବୀ ଆଇ.ଟି.ଆଇ ଠାରେ ଏଲ୍ ଏଣ୍ଡ ଟି ପ୍ରାଇଭେଟ୍ ଲିମିଟେତ ସଂସ୍ଥା ତରଫରୁ ଏକ construction skill training institute ର ଶୁଭ ଉଦ୍‌ଘାଟନ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ L &…

    SIR କାର୍ଯ୍ୟରେ ଅବହେଳା ପାଇଁ BLO ନିଲମ୍ବିତ

    Spread the love

    Spread the loveSIR କାର୍ଯ୍ୟରେ ଅବହେଳା ପାଇଁ BLO ନିଲମ୍ବିତ କଳାହାଣ୍ଡି: ଜେଏମଜେ ନ୍ୟୁଜ : SIR କାର୍ଯ୍ୟରେ ଅବହେଳା ପାଇଁ ଚାକିରିରୁ ନିଲମ୍ବିତ ହେଲେ BLO ଦାୟିତ୍ବରେ ନର୍ଲା ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ବୋରିଙ୍ଗପଦର ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଶିକ୍ଷକ…

    Leave a Reply

    Your email address will not be published. Required fields are marked *

    You Missed

    ଧର୍ମେନ୍ଦ୍ର ଓଡ଼ିଶା ଆସିବା ପରେ ଭାଜପା ନେତାଙ୍କ ସହ ବଡ଼ ବୈଠକ କଲେ ମୁଖ୍ୟମନ୍ତ୍ରୀ

    ଧର୍ମେନ୍ଦ୍ର ଓଡ଼ିଶା ଆସିବା ପରେ ଭାଜପା ନେତାଙ୍କ ସହ ବଡ଼ ବୈଠକ କଲେ ମୁଖ୍ୟମନ୍ତ୍ରୀ

    ଜନତା ମାଗେ ଜବାବ 30 ଜୁଲାଇ 2026

    ଆହତ ପୁଲିସଙ୍କ ପାଇଁ ନ୍ୟାୟ ଦାବି : ଜୁଲାଇ ୩୧ରେ ଦିନିକିଆ ଧାରଣା

    ଆହତ ପୁଲିସଙ୍କ ପାଇଁ ନ୍ୟାୟ ଦାବି : ଜୁଲାଇ ୩୧ରେ ଦିନିକିଆ ଧାରଣା

    CMOର ଫାଇଲ ଗାୟବ ଘଟଣାରେ ବିଜେପିର କଡ଼ା ଚେତାବନୀ : ଯିଏ ଦୋଷୀ ସେ ଜେଲ୍ ଯିବେ

    CMOର ଫାଇଲ ଗାୟବ ଘଟଣାରେ ବିଜେପିର କଡ଼ା ଚେତାବନୀ : ଯିଏ ଦୋଷୀ ସେ ଜେଲ୍ ଯିବେ

    CMOରୁ ଫାଇଲ ନେଇଥିବା ଅଧିକାରୀ ଚିହ୍ନଟ, ଦରକାର ପଡ଼ିଲେ ବିଦେଶ ଯିବ ପୁଲିସ’ : ସୁରେଶ ପୂଜାରୀ

    CMOରୁ ଫାଇଲ ନେଇଥିବା ଅଧିକାରୀ ଚିହ୍ନଟ, ଦରକାର ପଡ଼ିଲେ ବିଦେଶ ଯିବ ପୁଲିସ’ : ସୁରେଶ ପୂଜାରୀ

    କାର୍ଯ୍ୟାନୁଷ୍ଠାନ ପାଇଁ ୮ ରାଜ୍ୟକୁ ନୋଟିସ୍ ଜାରି କଲେ ସୁପ୍ରିମକୋର୍ଟ

    କାର୍ଯ୍ୟାନୁଷ୍ଠାନ ପାଇଁ ୮ ରାଜ୍ୟକୁ ନୋଟିସ୍ ଜାରି କଲେ ସୁପ୍ରିମକୋର୍ଟ