ସାହସିକତା ପାଇଁ ୬ ଜଣଙ୍କୁ ମିଳିଲା ରାଷ୍ଟ୍ରପତି ପଦକ

Spread the love

ଭୁବନେଶ୍ୱର : ଜେଏମଜେ ବ୍ୟୁରୋ : ସ୍ବାଧୀନତା ଦିବସ ପାଳନ ଅବସରରେ ରାଜ୍ୟସ୍ତରୀୟ ପୋଲିସ ପଦକ ପ୍ରଦାନ ସମାରୋହ ଅନୁଷ୍ଠିତ ହୋଇଛି। ସାହସିକତା ପାଇଁ ୬ ଜଣଙ୍କୁ ରାଷ୍ଟ୍ରପତି ପଦକ ମିଳିଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହି ପଦକ ପ୍ରଦାନ କରିଛନ୍ତି। ଆର୍ମଡ ପୋଲିସ ଏସ୍‌ଆଇ ଗିରୀଶ ମାଝୀ, ଏସ୍‌ଓଜି ହାବିଲଦାର ପବିତ୍ର ସାହୁ, ହାବିଲଦାର ଉମେଶ ମୁଣ୍ଡା, ଏସ୍‌ଓଜି କମାଣ୍ଡୋ ପୀତାମ୍ବର ସତନାମ, ଓଏସ୍‌ଏପି କମାଣ୍ଡୋ କବି ରାଉତ, ଏସ୍‌ଓଜି କମାଣ୍ଡୋ ସୁଶାନ୍ତ ସାଗର, ବଲାଙ୍ଗୀର ଖପ୍ରାଖୋଲରେ ମାଓବାଦୀ ବିରୋଧୀ ଅପରେଶନରେ ସଂପୃକ୍ତ ଥିଲେ।ସେହିପରି ବିଶିଷ୍ଟ ସେବା ପାଇଁ ୨ ଜଣଙ୍କୁ ରାଷ୍ଟ୍ରପତି ପଦକ ମିଳିଛି। ଭିଜିଲାନ୍ସ ଅଧୀକ୍ଷକ ସରୋଜ ସାମଲ, କନଷ୍ଟେବଳ ସତ୍ୟବାଦୀ ମଲିକଙ୍କୁ ଏହି ପଦକ ମିଳିଛି। ଉଲ୍ଲେଖନୀୟ ସେବା ପାଇଁ ୧୧ ଜଣଙ୍କୁ ପଦକ ପ୍ରଦାନ କରାଯାଇଛି।

  • jmjnewso

    Related Posts

    ସ୍ୱର୍ଗଦ୍ୱାରରେ ସରିଗଲା କାଠ ,୩ ଘଣ୍ଟା ଧରି ପଡ଼ିରହିଲେ ୨୫ରୁ ଊର୍ଦ୍ଧ୍ବ ଶବ

    Spread the love

    Spread the loveପୁରୀ : ଜେଏମଜେ ନ୍ୟୁଜ : ସ୍ୱର୍ଗଦ୍ୱାରରେ ସରିଗଲା କାଠ । ଦୀର୍ଘ ସାଢ଼େ ୩ ଘଣ୍ଟା ଶବ ଅପେକ୍ଷା କରିବା ପରେ ଆସିଲା କାଠ । ଶବ ପୋଡ଼ା ଆରମ୍ଭ ହେଲା । ରାତି ୧୦ଟା ବେଳକୁ…

    ଦୁଇ ବସ୍ ମୁହାଁମୁହିଁ ଧକ୍କା, ଚାଲିଗଲା ୬ ଜୀବନ

    Spread the love

    Spread the love ଜେଏମଜେ ବ୍ୟୁରୋ : ତାମିଲନାଡୁର ତେନକାସୀ ଜିଲ୍ଲାରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ଦୁଇଟି ଘରୋଇ ବସ୍ ମଧ୍ୟରେ ମୁହାଁମୁହିଁ ଧକ୍କା ହେବା ଫଳରେ ୬ ଜଣଙ୍କ ମୃତ୍ୟୁ ଘଟିଛି ଏବଂ ୨୮ ଜଣ ଆହତ ହୋଇଛନ୍ତି…

    Leave a Reply

    Your email address will not be published. Required fields are marked *

    You Missed

    ସରକାରଙ୍କୁ ଅଡୁଆ ନିଜ ଦଳର ୩ ସାଂସଦଙ୍କ ଅସନ୍ତୋଷର ଚିଠି!

    • By jmjnewso
    • September 16, 2026
    • 19 views
    ସରକାରଙ୍କୁ ଅଡୁଆ ନିଜ ଦଳର ୩ ସାଂସଦଙ୍କ ଅସନ୍ତୋଷର ଚିଠି!

    ବିକାଶ ପ୍ରକଳ୍ପରେ ଅବ୍ୟବସ୍ଥା ଅଭିଯୋଗ ଆଣି ୩ ସାଂସଦଙ୍କ ସରକାରଙ୍କୁ ଚିଠି

    • By jmjnewso
    • September 15, 2026
    • 45 views
    ବିକାଶ ପ୍ରକଳ୍ପରେ ଅବ୍ୟବସ୍ଥା ଅଭିଯୋଗ ଆଣି ୩ ସାଂସଦଙ୍କ ସରକାରଙ୍କୁ ଚିଠି

    ମଣିପୁରରେ ପୁଣି ହିଂସା ; ଦୁଇ ମହିଳାଙ୍କୁ ଗୁଳି କରି ହତ୍ୟା। ଜାଳିଦେଲେ ଫାର୍ମହାଉସ୍

    • By jmjnewso
    • September 15, 2026
    • 41 views
    ମଣିପୁରରେ ପୁଣି ହିଂସା ; ଦୁଇ ମହିଳାଙ୍କୁ ଗୁଳି କରି ହତ୍ୟା। ଜାଳିଦେଲେ ଫାର୍ମହାଉସ୍

    UPI କାରବାର ନେଇ ଆସିଲା ନୂଆ ନିୟମ

    • By jmjnewso
    • September 15, 2026
    • 44 views
    UPI କାରବାର ନେଇ ଆସିଲା ନୂଆ ନିୟମ

    ପିଙ୍କୁ ଦାଶ ଙ୍କ ସମେତ 4 ଗିରଫ

    • By jmjnewso
    • September 15, 2026
    • 76 views
    ପିଙ୍କୁ ଦାଶ ଙ୍କ ସମେତ 4 ଗିରଫ

    ଗୋପାଳପୁର ଆହାର କେନ୍ଦ୍ର ବନ୍ଦ,ଖାଇବାକୁ ନପାଇ ଫେରିଗଲେ ଲୋକେ

    • By jmjnewso
    • September 15, 2026
    • 52 views
    ଗୋପାଳପୁର ଆହାର କେନ୍ଦ୍ର ବନ୍ଦ,ଖାଇବାକୁ ନପାଇ ଫେରିଗଲେ ଲୋକେ