ଜିଲ୍ଲା ସଭାପତି ଚୟନ ପାଇଁ କଂଗ୍ରେସ ଜାରି କଲା ୩୫ ଜଣିଆ ପର୍ଯ୍ୟବେକ୍ଷକ ତାଲିକା

Spread the love

ଭୁବନେଶ୍ୱର: (ଜେଏମଜେ ନ୍ୟୁଜ ): ଓଡ଼ିଶାରେ ଜିଲ୍ଲା ସଭାପତି ବାଛିବାକୁ କଂଗ୍ରେସର କସରତ ଆରମ୍ଭ ହୋଇଯାଇଛି। ଏଥିପାଇଁ ଏଆଇସିସି ପକ୍ଷରୁ ଓଡ଼ିଶା ସମେତ ୪ ରାଜ୍ୟ ପାଇଁ ପର୍ଯ୍ୟବେକ୍ଷକ ତାଲିକା ଘୋଷଣା କରାଯାଇଛି। ସଙ୍ଗଠନ ସୃଜନ କାର୍ଯ୍ୟକ୍ରମ ଜରିଆରେ ଜିଲ୍ଲାକୁ ଜିଲ୍ଲା ବୁଲିବେ ଦାୟିତ୍ୱରେ ଥିବା ପର୍ଯ୍ୟବେକ୍ଷକ।

ସେହିପରି ସାଙ୍ଗଠନିକ ନେତାଙ୍କ ସହ ଆଲୋଚନା ପରେ ଏଆଇସିସିକୁ ରିପୋର୍ଟ ପ୍ରଦାନ କରିବେ ପର୍ଯ୍ୟବେକ୍ଷକ। ଯେଉଁ ରିପୋର୍ଟ ଆଧାରରେ ଜିଲ୍ଲା ସଭାପତିଙ୍କ ନାଁରେ ବାଜିବ ମୋହର। ଓଡ଼ିଶା ପାଇଁ ୩୫ ଜଣିଆ ପର୍ଯ୍ୟବେକ୍ଷକ ତାଲିକା ଘୋଷଣା କରିଛି ଏଆଇସିସି। ଯେଉଁମାନେ ଖୁବଶୀଘ୍ର ଓଡ଼ିଶା ଆସିବା ସହ ତୃଣମୂଳସ୍ତରରେ ବୁଲି ସଙ୍ଗଠନ ବାବଦରେ ଆଲୋଚନା କରିବେ।

ଓଡ଼ିଶାରେ ବିଜେଡି ଶାସନରୁ କ୍ଷମତାଚ୍ୟୁତ ହେବା ପରେ ସଙ୍ଗଠନକୁ ଶକ୍ତିଶାଳୀ କରିବାକୁ ଚାହୁଁଛି କଂଗ୍ରେସ। ଏହି ଫର୍ମୁଲାରେ ପୂର୍ବରୁ ମଧ୍ୟପ୍ରଦେଶ ଓ ହରିୟାଣାରେ ଜିଲ୍ଲା ସଭାପତି ବାଛିଛି କଂଗ୍ରେସ। ଏବେ ପଞ୍ଜାବ, ଉତ୍ତରାଖଣ୍ଡ, ଝାଡଖଣ୍ଡ, ଓଡ଼ିଶାରେ ସମାନ ଫର୍ମୁଲା ଆପଣାଇବ ଦଳ ।

  • jmjnewso

    Related Posts

    କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫାର କୌଣସି ସମ୍ଭାବନା ନାହିଁ

    Spread the love

    Spread the loveଜେଏମଜେ ବ୍ୟୁରୋ : ଦିଲ୍ଲୀର ଜନ୍ତର-ମନ୍ତରରେ ଚାଲିଥିବା ଆନ୍ଦୋଳନ ମଧ୍ୟରେ ଶୀର୍ଷ ସରକାରୀ ସୂତ୍ରରୁ ସ୍ପଷ୍ଟ କରାଯାଇଛି ଯେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫାର କୌଣସି ସମ୍ଭାବନା ନାହିଁ। ସରକାରଙ୍କ ଅନୁଭବ ହେଉଛି ଯେ ଇସ୍ତଫା ଦେବା…

    ବିଜେଡି ଓ କଂଗ୍ରେସର ସଭ୍ୟ ପଦ ରଦ୍ଦ ଆବେଦନ ଖାରଜ କଲେ ବାଚସ୍ପତି

    Spread the love

    Spread the loveଭୁବନେଶ୍ଵର: ଜେଏମଜେ ନ୍ୟୁଜ : ରାଜ୍ୟସଭା ନିର୍ବାଚନରେ କ୍ରସ୍‌ ଭୋଟିଂ ଘଟଣା। କଂଗ୍ରେସ ଓ ବିଜେଡିର ଅଯୋଗ୍ୟତା ଆବେଦନ ଖାରଜ କଲେ ବାଚସ୍ପତି ସୁରମା ପାଢ଼ୀ। ଚଳିତ ବର୍ଷ ମାର୍ଚ୍ଚରେ ଅନୁଷ୍ଠିତ ହୋଇଥିବା ରାଜ୍ୟସଭା ନିର୍ବାଚନ ସମୟରେ ବିଜେଡି…

    Leave a Reply

    Your email address will not be published. Required fields are marked *

    You Missed

    ଜନତା ମାଗେ ଜବାବ 30 ଜୁଲାଇ 2026

    ଆହତ ପୁଲିସଙ୍କ ପାଇଁ ନ୍ୟାୟ ଦାବି : ଜୁଲାଇ ୩୧ରେ ଦିନିକିଆ ଧାରଣା

    ଆହତ ପୁଲିସଙ୍କ ପାଇଁ ନ୍ୟାୟ ଦାବି : ଜୁଲାଇ ୩୧ରେ ଦିନିକିଆ ଧାରଣା

    CMOର ଫାଇଲ ଗାୟବ ଘଟଣାରେ ବିଜେପିର କଡ଼ା ଚେତାବନୀ : ଯିଏ ଦୋଷୀ ସେ ଜେଲ୍ ଯିବେ

    CMOର ଫାଇଲ ଗାୟବ ଘଟଣାରେ ବିଜେପିର କଡ଼ା ଚେତାବନୀ : ଯିଏ ଦୋଷୀ ସେ ଜେଲ୍ ଯିବେ

    CMOରୁ ଫାଇଲ ନେଇଥିବା ଅଧିକାରୀ ଚିହ୍ନଟ, ଦରକାର ପଡ଼ିଲେ ବିଦେଶ ଯିବ ପୁଲିସ’ : ସୁରେଶ ପୂଜାରୀ

    CMOରୁ ଫାଇଲ ନେଇଥିବା ଅଧିକାରୀ ଚିହ୍ନଟ, ଦରକାର ପଡ଼ିଲେ ବିଦେଶ ଯିବ ପୁଲିସ’ : ସୁରେଶ ପୂଜାରୀ

    କାର୍ଯ୍ୟାନୁଷ୍ଠାନ ପାଇଁ ୮ ରାଜ୍ୟକୁ ନୋଟିସ୍ ଜାରି କଲେ ସୁପ୍ରିମକୋର୍ଟ

    କାର୍ଯ୍ୟାନୁଷ୍ଠାନ ପାଇଁ ୮ ରାଜ୍ୟକୁ ନୋଟିସ୍ ଜାରି କଲେ ସୁପ୍ରିମକୋର୍ଟ

    ବିଜେପି ର ପ୍ରଚାର ରେ ଲଗେଇଲେ କୋଡିଏ ଲକ୍ଷ!ଦୁର୍ନୀତିର ସର୍ବାଗ୍ରେ କୋଦଳା…

    ବିଜେପି ର ପ୍ରଚାର ରେ ଲଗେଇଲେ କୋଡିଏ ଲକ୍ଷ!ଦୁର୍ନୀତିର ସର୍ବାଗ୍ରେ କୋଦଳା…