ପଶ୍ଚିମ ଓଡ଼ିଶାର ଗଣପର୍ବ ପାଇଁ ଆଜି ବାହାରିବ ଲଗ୍ନ ।

Spread the love

ଜେଏମଜେ ବ୍ୟୁରୋ : ପଶ୍ଚିମ ଓଡ଼ିଶାର ଗଣପର୍ବ ପାଇଁ ଆଜି ବାହାରିବ ଲଗ୍ନ । ଦିନ ୪ଟା ୩୦ରେ ହେବ ସମୟ ନିର୍ଦ୍ଧାରଣ । ପ୍ରତିବର୍ଷ ଜନ୍ମାଷ୍ଟମୀ ପରଦିନ ଅର୍ଥାତ୍ ଆଜି ସମ୍ବଲପୁର ଝାଡୁଆପଡା ସ୍ଥିତ ବ୍ରହ୍ମପୁରା ମନ୍ଦିର ଟ୍ରଷ୍ଟ ପକ୍ଷରୁ ପଣ୍ଡିତ ମଣ୍ଡଳୀ ସଭା ଆୟୋଜନ କରାଯାଏ। ଏବଂ ସେଠାରେ ନୂଆଁଖାଇ ଲଗ୍ନ ଧାର୍ଯ୍ୟ କରାଯାଇଥାଏ। ଲଗ୍ନ ନିର୍ଦ୍ଧାରଣ ପରେ ପଣ୍ଡିତ ମହାସଭା ଓ ବ୍ରହ୍ମପୁରା ମନ୍ଦିର ଟ୍ରଷ୍ଟ ସଦସ୍ୟମାନେ ମା ସମଲେଇଙ୍କ ମନ୍ଦିର ଯାଇ ମାଙ୍କ ନିକଟରେ ଲଗ୍ନପତ୍ର ଅର୍ପଣ କରିଥାନ୍ତି। ତେବେ ଲଗ୍ନ ନିର୍ଦ୍ଧାରଣ ପାଇଁ ଅଞ୍ଚଳର ଜଣାଶୁଣା ୨୦ ଜଣ ପଣ୍ଡିତଙ୍କୁ ନିମନ୍ତ୍ରଣ କରାଯାଇଛି । ଧାର୍ଯ୍ୟ ଲଗ୍ନ ଅନୁସାରେ ଅଧିଷ୍ଠାତ୍ରୀ ଦେବୀ ମା’ ସମଲେଶ୍ବରୀଙ୍କଠାରେ ନବାନ୍ନ ଅର୍ପଣ କରିବା ପରେ ପଶ୍ଚିମ ଓଡ଼ିଶାରେ ନୂଆଁଖାଇ ପାଳନ କରିବାର ବିଧି ରହିଛି ।

  • jmjnewso

    Related Posts

    UPI କାରବାର ନେଇ ଆସିଲା ନୂଆ ନିୟମ

    Spread the love

    Spread the loveନୂଆଦିଲ୍ଲୀ:ଜେଏମଜେ ନ୍ୟୁଜ : ଡିଜିଟାଲ୍ ଇଣ୍ଡିଆ ଯୁଗରେ ୟୁନିଫାଏଡ୍ ପେମେଣ୍ଟ୍ସ ଇଣ୍ଟରଫେସ୍ ବା ୟୁପିଆଇ ଏବେ ପ୍ରତ୍ୟେକ ବ୍ୟକ୍ତିଙ୍କ ଦୈନନ୍ଦିନ ଜୀବନର ଏକ ଅବିଚ୍ଛେଦ୍ୟ ଅଙ୍ଗ ପାଲଟିଛି। ୟୁପିଆଇ କାରବାର ଉପରେ ଚାର୍ଜ ଲାଗିବା ନେଇ ଲୋକଙ୍କ ମନରେ…

    ରକ୍ତରେ ଭିଜିଲା ରିହର୍ସଲ ମଞ୍ଚ; ଛୁରାମାଡ଼ରେ ଜଣେ କଳାକାର ମୃତ

    Spread the love

    Spread the loveଆଉ ୩ ଦିନ ପରେ ମଞ୍ଚରେ ମଞ୍ଚସ୍ଥ ହୋଇଥାନ୍ତା ନାଟକ । ଗଣେଜ ପୂଜା ଉପଲକ୍ଷେ ନାଟକ ମଞ୍ଚସ୍ଥ ପାଇଁ ରିହର୍ସଲ ଚାଲିଥିବା ବେଳେ ଅଭାବନୀୟ ଘଟଣା ଘଟିଛି । ଦୁଇ ଯୁବକଙ୍କ ଛୁରାମାଡ଼ରେ ଜଣେ ଯାତ୍ରା କଳାକାରଙ୍କ…

    Leave a Reply

    Your email address will not be published. Required fields are marked *

    You Missed

    ସରକାରଙ୍କୁ ଅଡୁଆ ନିଜ ଦଳର ୩ ସାଂସଦଙ୍କ ଅସନ୍ତୋଷର ଚିଠି!

    • By jmjnewso
    • September 16, 2026
    • 19 views
    ସରକାରଙ୍କୁ ଅଡୁଆ ନିଜ ଦଳର ୩ ସାଂସଦଙ୍କ ଅସନ୍ତୋଷର ଚିଠି!

    ବିକାଶ ପ୍ରକଳ୍ପରେ ଅବ୍ୟବସ୍ଥା ଅଭିଯୋଗ ଆଣି ୩ ସାଂସଦଙ୍କ ସରକାରଙ୍କୁ ଚିଠି

    • By jmjnewso
    • September 15, 2026
    • 45 views
    ବିକାଶ ପ୍ରକଳ୍ପରେ ଅବ୍ୟବସ୍ଥା ଅଭିଯୋଗ ଆଣି ୩ ସାଂସଦଙ୍କ ସରକାରଙ୍କୁ ଚିଠି

    ମଣିପୁରରେ ପୁଣି ହିଂସା ; ଦୁଇ ମହିଳାଙ୍କୁ ଗୁଳି କରି ହତ୍ୟା। ଜାଳିଦେଲେ ଫାର୍ମହାଉସ୍

    • By jmjnewso
    • September 15, 2026
    • 41 views
    ମଣିପୁରରେ ପୁଣି ହିଂସା ; ଦୁଇ ମହିଳାଙ୍କୁ ଗୁଳି କରି ହତ୍ୟା। ଜାଳିଦେଲେ ଫାର୍ମହାଉସ୍

    UPI କାରବାର ନେଇ ଆସିଲା ନୂଆ ନିୟମ

    • By jmjnewso
    • September 15, 2026
    • 44 views
    UPI କାରବାର ନେଇ ଆସିଲା ନୂଆ ନିୟମ

    ପିଙ୍କୁ ଦାଶ ଙ୍କ ସମେତ 4 ଗିରଫ

    • By jmjnewso
    • September 15, 2026
    • 76 views
    ପିଙ୍କୁ ଦାଶ ଙ୍କ ସମେତ 4 ଗିରଫ

    ଗୋପାଳପୁର ଆହାର କେନ୍ଦ୍ର ବନ୍ଦ,ଖାଇବାକୁ ନପାଇ ଫେରିଗଲେ ଲୋକେ

    • By jmjnewso
    • September 15, 2026
    • 52 views
    ଗୋପାଳପୁର ଆହାର କେନ୍ଦ୍ର ବନ୍ଦ,ଖାଇବାକୁ ନପାଇ ଫେରିଗଲେ ଲୋକେ