ହିନ୍ଦୋଳ ଉପଖଣ୍ଡ ସ୍ତରୀୟ ୭୯ ତମ ସ୍ବାଧିନତା ଦିବସ ପାଳିତ

Spread the love

ଢେଙ୍କାନାଳ : (ଜେଏମଜେ ନ୍ୟୁଜ) : ହିନ୍ଦୋଳ ଉପଖଣ୍ଡ ରେ ପାଳିତ ହେଲା ଉପଖଣ୍ଡ ସ୍ତରୀୟ ୭୯ ତମ ସ୍ବାଧିନତା ଦିବସ l ମୁଖ୍ୟ ଅତିଥି ଭାବେ ଜାତୀୟ ପତାକା ଉତ୍ତୋଳନ କଲେ ଉପଜିଲ୍ଲାପାଳ.. ଢେଙ୍କାନାଳ ଜିଲ୍ଲା ହିନ୍ଦୋଳ ଉପଖଣ୍ଡ ରେ ଥିବା ମହାତ୍ମା ଗାନ୍ଧୀ ପ୍ରତିମୂର୍ତ୍ତୀରେ ଉପଜିଲ୍ଲାପାଳ ପ୍ରଭାସ କୁମାର ବେହୁରା ଉପଖଣ୍ଡ ଆରକ୍ଷୀ ଅଧିକ୍ଷକ ସତ୍ୟ କୁମାର ନନ୍ଦ ଏନ.ଏ ସି ନିର୍ବାହୀ ଅଧିକାରୀ ରାଜୀବ ଲୋଚନ ବେହେରା ଥାନା ଅଧିକାରୀଣି ଚାରୁଲତା ବେହେରା ତହସିଲଦାର, ଏନ.ଏ.ସି ଅଧ୍ୟକ୍ଷ ଏନ.ଏ.ସି ଉପାଧ୍ୟକ୍ଷା ପ୍ରତିମା ରାଉତ ଓ ସମସ୍ତ କାଉନସିଲର ମାଲ୍ୟାର୍ପଣ କରିଥିଲେ ଏହିପରି ଉପଖଣ୍ଡ ସଦର ମହକୁମାରେ ଥିବା ସମସ୍ତ ମହାପୁରୁଷ ମାନଙ୍କ ପ୍ରତିମୂର୍ତ୍ତି ରେ ସମସ୍ତ ଅଧିକାରୀ ମାନଙ୍କ ଦ୍ଵାରା ମାଲ୍ୟାର୍ପଣ କରାଯାଇଥିଲା ଏବଂ ଘ୮.୪୫ ମୀ ରେ ମୁଖ୍ୟ ଅତିଥି ଉପଜିଲ୍ଲାପାଳଙ୍କ ଦ୍ଵାରା ଜାତୀୟ ପତାକା ଉତ୍ତୋଳନ ସଲାମୀ କରାଯାଇ ଜାତୀୟ ସଙ୍ଗୀତ ଗାନ କରାଯାଇଥିଲା ଓ ୯ ଘଟିକା ସମୟରେ ମୁଖ୍ୟ ଅତିଥି ଙ୍କ ଦ୍ଵାରା ଖୋଲା ଜିପ୍ ରେ ପ୍ୟାରେଡ ପରିଦର୍ଶନ ଓ ପ୍ୟାରେଡ ରେ ଭାଗ ନେଇଥିବା ୨୧ ଟି ଦଳର ଅଭିବାଦନ ଗ୍ରହଣ କରିଥିଲେ ଓ ଦେଶ ଓ ଜାତି ଉଦ୍ଦେଶ୍ୟରେ ଅଭିଭାଷଣ ଦେଇଥିଲେ l

ମଧ୍ୟାହ୍ନ ୧୦ ଘଟିକା ସମୟରେ ବିଦ୍ୟାଳୟର ଛାତ୍ର ଛାତ୍ରୀ ମାନଙ୍କ ଦ୍ଵାରା ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା ଓ କୃତି ପ୍ରତିଯୋଗୀ ଓ ବିଭିନ୍ନ ବିଭାଗରେ କୃତିତ୍ୱ ହାସଲ କରିଥିବା ପ୍ରତିଯୋଗୀ ମାନଙ୍କୁ ମୁଖ୍ୟ ଅତିଥି ଉପଜିଲ୍ଲାପାଳ ଓ ଉପଖଣ୍ଡ ଆରକ୍ଷୀ ଅଧିକ୍ଷକ ଙ୍କ ସହ ଅନ୍ୟ ଅତିଥି ମାନଙ୍କ ଦ୍ଵାରା ପୁରସ୍କାର ବିତରଣ କରାଯାଇଥିଲା ଏହି ସ୍ୱାଧୀନତା ଦିବସ ପାଳନ କାର୍ଯ୍ୟକ୍ରମରେ ହେମନ୍ତ କୁମାର ପାଣିଗ୍ରାହୀ ଧାରା ବିବରଣୀ ପାଠ କରିଥିଲେ ଓ ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ବିଶ୍ୱଜିତ ରାଉତ ଡେପୁଟୀ କଲେକ୍ଟର ଇଶାନି ପଣ୍ଡା ଉପସ୍ଥିତ ରହି ସହଯୋଗ କରିଥିଲେ l

ଢେଙ୍କାନାଳ ଜିଲ୍ଲା ପ୍ରତିନିଧି ସନ୍ତୋଷ କୁମାର ମହାପାତ୍ରଙ୍କ ରିପୋର୍ଟ

  • jmjnewso

    Related Posts

    ମାଲକାନଗିରିଜେଲରେ ପୁଣି ଜଣେ କଏଦୀଙ୍କ ମୃତ୍ୟୁକୁ ନେଇ ଉତ୍ତେଜନା

    Spread the love

    Spread the loveମାଲକାନଗିରି : ଜେଏମଜେ ନ୍ୟୁଜ : ମାଲକାନଗିରି ଜିଲ୍ଲା କାରାଗାରରେ ପୁଣି ଜଣେ କଏଦୀଙ୍କ ମୃତ୍ୟୁକୁ ନେଇ ଉତ୍ତେଜନା ସୃଷ୍ଟି ହୋଇଛି। ମୃତ କଏଦୀ ହେଲେ ମାଲକାନଗିରି ବ୍ଲକ ଅନ୍ତର୍ଗତ ଗୌଡ଼ଗୁଡ଼ା ପଞ୍ଚାୟତର କଳାଗୁଡ଼ା ଗ୍ରାମର ଲକିନାଥ ବେହେରା।…

    ସମ୍ବଲପୁରରେ ତୃତୀୟ ଡପଲର୍ ରାଡାର୍

    Spread the love

    Spread the loveଜେଏମଜେ ବ୍ୟୁରୋ : ପଶ୍ଚିମ ଓ ଆଭ୍ୟନ୍ତରୀଣ ଓଡ଼ିଶାକୁ ମିଳିଲା ‘ଡପ୍‌ଲର୍’ ବଳ । ଆଗକୁ ରାଜ୍ୟରେ ପ୍ରତିଷ୍ଠା ହେବ ଆଉ ୩ଟି ଡପ୍‌ଲର୍‌ ରାଡାର୍ । ସମ୍ୱଲପୁର ମଞ୍ଚରୁ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା । ସ୍କୁଲରେ ବସିବ…

    Leave a Reply

    Your email address will not be published. Required fields are marked *

    You Missed

    ମାଲକାନଗିରିଜେଲରେ ପୁଣି ଜଣେ କଏଦୀଙ୍କ ମୃତ୍ୟୁକୁ ନେଇ ଉତ୍ତେଜନା

    • By jmjnewso
    • September 16, 2026
    • 40 views
    ମାଲକାନଗିରିଜେଲରେ ପୁଣି ଜଣେ କଏଦୀଙ୍କ ମୃତ୍ୟୁକୁ ନେଇ ଉତ୍ତେଜନା

    ସମ୍ବଲପୁରରେ ତୃତୀୟ ଡପଲର୍ ରାଡାର୍

    • By jmjnewso
    • September 16, 2026
    • 33 views
    ସମ୍ବଲପୁରରେ ତୃତୀୟ ଡପଲର୍ ରାଡାର୍

    ବଜାର ରେ. ମିଳୁଛି ବିଷ ମିଶା କଦଳୀ ¡ ନିରବୀ ଯାଇଛି ପ୍ରଶାସନ..

    • By jmjnewso
    • September 16, 2026
    • 36 views
    ବଜାର ରେ. ମିଳୁଛି ବିଷ ମିଶା କଦଳୀ ¡ ନିରବୀ ଯାଇଛି ପ୍ରଶାସନ..

    ସରକାରଙ୍କୁ ଅଡୁଆ ନିଜ ଦଳର ୩ ସାଂସଦଙ୍କ ଅସନ୍ତୋଷର ଚିଠି!

    • By jmjnewso
    • September 16, 2026
    • 50 views
    ସରକାରଙ୍କୁ ଅଡୁଆ ନିଜ ଦଳର ୩ ସାଂସଦଙ୍କ ଅସନ୍ତୋଷର ଚିଠି!

    ବିକାଶ ପ୍ରକଳ୍ପରେ ଅବ୍ୟବସ୍ଥା ଅଭିଯୋଗ ଆଣି ୩ ସାଂସଦଙ୍କ ସରକାରଙ୍କୁ ଚିଠି

    • By jmjnewso
    • September 15, 2026
    • 51 views
    ବିକାଶ ପ୍ରକଳ୍ପରେ ଅବ୍ୟବସ୍ଥା ଅଭିଯୋଗ ଆଣି ୩ ସାଂସଦଙ୍କ ସରକାରଙ୍କୁ ଚିଠି

    ମଣିପୁରରେ ପୁଣି ହିଂସା ; ଦୁଇ ମହିଳାଙ୍କୁ ଗୁଳି କରି ହତ୍ୟା। ଜାଳିଦେଲେ ଫାର୍ମହାଉସ୍

    • By jmjnewso
    • September 15, 2026
    • 42 views
    ମଣିପୁରରେ ପୁଣି ହିଂସା ; ଦୁଇ ମହିଳାଙ୍କୁ ଗୁଳି କରି ହତ୍ୟା। ଜାଳିଦେଲେ ଫାର୍ମହାଉସ୍