କାର୍ଯ୍ୟରେ ଅବହେଳା ନେଇ ଥାନାଧିକାରୀ ନିଲମ୍ବିତ

Spread the love

ଜେଏମଜେ ବ୍ୟୁରୋ : କାର୍ଯ୍ୟରେ ଅବହେଳା ପାଇଁ ଗତକାଲି ଜଣେ ପୁଲିସ ଅଧିକାରୀ ନିଲମ୍ବିତ ହୋଇଥିବା ବେଳେ ଆଜି ପୁଣି ଜଣେ ପୁଲିସବାବୁ କାର୍ଯ୍ୟାନୁଷ୍ଠାନର ଶିକାର ହୋଇଛନ୍ତି। ଗଞ୍ଜାମ ଜ଼ିଲ୍ଲା ଛତ୍ରପୁର ଥାନାଧିକାରୀ ଦେବାଶିଷ ମହାନ୍ତିଙ୍କୁ ଆଜି ଓଡ଼ିଶା ରାଜ୍ୟ ପୁଲିସ ମହାନିର୍ଦେଶକ ନିଲମ୍ବନ କରିଛନ୍ତି।

କାର୍ଯ୍ୟରେ ଅବହେଳା ପାଇଁ ଗତକାଲି ଜଣେ ପୁଲିସ ଅଧିକାରୀ ନିଲମ୍ବିତ ହୋଇଥିବା ବେଳେ ଆଜି ପୁଣି ଜରେ ପୁଲିସବାବୁ କାର୍ଯ୍ୟାନୁଷ୍ଠାନର ଶିକାର ହୋଇଛନ୍ତି। ଗଞ୍ଜାମ ଜ଼ିଲ୍ଲା ଛତ୍ରପୁର ଥାନାଧିକାରୀ ଦେବାଶିଷ ମହାନ୍ତିଙ୍କୁ ଆଜି ଓଡ଼ିଶା ରାଜ୍ୟ ପୁଲିସ ମହାନିର୍ଦେଶକ ଯୋଗେଶ ବାହାଦୂର ଖୁରାନିଆ ନିଲମ୍ବିତ କରିଛନ୍ତି। ନିଲମ୍ବନ ସମୟରେ ବ୍ରହ୍ମପୁର ଆଇଜି କାର୍ଯ୍ୟାଳୟରେ ରହିବେ।

ଛତ୍ରପୁର ଥାନା ସେକେଣ୍ଡ ଅଫିସର ବିଶ୍ୱଜିତ ନାୟକ ଛତ୍ରପୁର ଥାନାର ଅତିରିକ୍ତ ଦାୟିତ୍ୱ ପ୍ରଦାନ କରାଯାଇଛିl ଦେବାଶିଷ ମହାନ୍ତି ଚଳିତ ବର୍ଷ ଫେବ୍ରୁଆରି ୨୪ ତାରିଖରେ ଛତ୍ରପୁର ଥାନା ଅଧିକାରୀ ଭାବେ ଦାୟିତ୍ୱ ନେଇଥିଲେl ଏହା ପୂର୍ବରୁ ସେ ପୁରୀ ଜ଼ିଲ୍ଲା ଡେଲାଙ୍ଗର ଥାନା ଅଧିକାରୀ ଭାବେ କାର୍ଯ୍ୟ କରୁଥିଲେl ହେଲେ ଛତ୍ରପୁର ଥାନାରେ ମାତ୍ର ୫ ମାସ ୨୦ ଦିନ କାମ କଲା ପରେ ତାଙ୍କରି କାର୍ଯ୍ୟରେ ଅବହେଳା ନେଇ ତାଙ୍କୁ ନିଲମ୍ବନ କରାଯାଇଛି।

  • jmjnewso

    Related Posts

    ମାଲକାନଗିରିଜେଲରେ ପୁଣି ଜଣେ କଏଦୀଙ୍କ ମୃତ୍ୟୁକୁ ନେଇ ଉତ୍ତେଜନା

    Spread the love

    Spread the loveମାଲକାନଗିରି : ଜେଏମଜେ ନ୍ୟୁଜ : ମାଲକାନଗିରି ଜିଲ୍ଲା କାରାଗାରରେ ପୁଣି ଜଣେ କଏଦୀଙ୍କ ମୃତ୍ୟୁକୁ ନେଇ ଉତ୍ତେଜନା ସୃଷ୍ଟି ହୋଇଛି। ମୃତ କଏଦୀ ହେଲେ ମାଲକାନଗିରି ବ୍ଲକ ଅନ୍ତର୍ଗତ ଗୌଡ଼ଗୁଡ଼ା ପଞ୍ଚାୟତର କଳାଗୁଡ଼ା ଗ୍ରାମର ଲକିନାଥ ବେହେରା।…

    ସମ୍ବଲପୁରରେ ତୃତୀୟ ଡପଲର୍ ରାଡାର୍

    Spread the love

    Spread the loveଜେଏମଜେ ବ୍ୟୁରୋ : ପଶ୍ଚିମ ଓ ଆଭ୍ୟନ୍ତରୀଣ ଓଡ଼ିଶାକୁ ମିଳିଲା ‘ଡପ୍‌ଲର୍’ ବଳ । ଆଗକୁ ରାଜ୍ୟରେ ପ୍ରତିଷ୍ଠା ହେବ ଆଉ ୩ଟି ଡପ୍‌ଲର୍‌ ରାଡାର୍ । ସମ୍ୱଲପୁର ମଞ୍ଚରୁ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା । ସ୍କୁଲରେ ବସିବ…

    Leave a Reply

    Your email address will not be published. Required fields are marked *

    You Missed

    ମାଲକାନଗିରିଜେଲରେ ପୁଣି ଜଣେ କଏଦୀଙ୍କ ମୃତ୍ୟୁକୁ ନେଇ ଉତ୍ତେଜନା

    • By jmjnewso
    • September 16, 2026
    • 40 views
    ମାଲକାନଗିରିଜେଲରେ ପୁଣି ଜଣେ କଏଦୀଙ୍କ ମୃତ୍ୟୁକୁ ନେଇ ଉତ୍ତେଜନା

    ସମ୍ବଲପୁରରେ ତୃତୀୟ ଡପଲର୍ ରାଡାର୍

    • By jmjnewso
    • September 16, 2026
    • 33 views
    ସମ୍ବଲପୁରରେ ତୃତୀୟ ଡପଲର୍ ରାଡାର୍

    ବଜାର ରେ. ମିଳୁଛି ବିଷ ମିଶା କଦଳୀ ¡ ନିରବୀ ଯାଇଛି ପ୍ରଶାସନ..

    • By jmjnewso
    • September 16, 2026
    • 36 views
    ବଜାର ରେ. ମିଳୁଛି ବିଷ ମିଶା କଦଳୀ ¡ ନିରବୀ ଯାଇଛି ପ୍ରଶାସନ..

    ସରକାରଙ୍କୁ ଅଡୁଆ ନିଜ ଦଳର ୩ ସାଂସଦଙ୍କ ଅସନ୍ତୋଷର ଚିଠି!

    • By jmjnewso
    • September 16, 2026
    • 50 views
    ସରକାରଙ୍କୁ ଅଡୁଆ ନିଜ ଦଳର ୩ ସାଂସଦଙ୍କ ଅସନ୍ତୋଷର ଚିଠି!

    ବିକାଶ ପ୍ରକଳ୍ପରେ ଅବ୍ୟବସ୍ଥା ଅଭିଯୋଗ ଆଣି ୩ ସାଂସଦଙ୍କ ସରକାରଙ୍କୁ ଚିଠି

    • By jmjnewso
    • September 15, 2026
    • 51 views
    ବିକାଶ ପ୍ରକଳ୍ପରେ ଅବ୍ୟବସ୍ଥା ଅଭିଯୋଗ ଆଣି ୩ ସାଂସଦଙ୍କ ସରକାରଙ୍କୁ ଚିଠି

    ମଣିପୁରରେ ପୁଣି ହିଂସା ; ଦୁଇ ମହିଳାଙ୍କୁ ଗୁଳି କରି ହତ୍ୟା। ଜାଳିଦେଲେ ଫାର୍ମହାଉସ୍

    • By jmjnewso
    • September 15, 2026
    • 42 views
    ମଣିପୁରରେ ପୁଣି ହିଂସା ; ଦୁଇ ମହିଳାଙ୍କୁ ଗୁଳି କରି ହତ୍ୟା। ଜାଳିଦେଲେ ଫାର୍ମହାଉସ୍