ନବୀନ ପଟ୍ଟନାୟକ ଅସୁସ୍ଥ, ଘରୋଇ ହସପିଟାଲରେ ଭର୍ତ୍ତି

Spread the love

ଜେଏମଜେ ବ୍ୟୁରୋ : ବିରୋଧୀଦଳ ନେତା ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅସୁସ୍ଥ ଥିବା ଜଣାପଡିଛି। ତାଙ୍କୁ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଡିହାଇଡ୍ରେସନ୍‌ ଯୋଗୁ ସେ ଅପରାହ୍ନ ୫ଟା ୧୫ରେ ଭର୍ତ୍ତି ହୋଇଥିବା ହସ୍ପିଟାଲ ପକ୍ଷରୁ ସୂଚନା ମିଳିଛି।କିଛି ଦିନ ପୂର୍ବରୁ ମୁମ୍ବାଇର କୋକିଳବେନ ହସ୍ପିଟାଲରେ ଅପରେଶନ କରାଇ ଫେରିଥିବା ନବୀନଙ୍କର ସ୍ୱାସ୍ଥ୍ୟବସ୍ଥା ଆଉ ମଧ୍ୟ ଠିକ ନ ଥିବା ଜଣାପଡ଼ିଛି।

ଗତ ସାଧାରଣ ନିର୍ବାଚନ ସମୟରେ ମଧ୍ୟ ସେ ଅସୁସ୍ଥ ଥିବା କଥା ଜଣାପଡ଼ିଥିଲା, ହେଲେ ସେ ବିଭିନ୍ନ କାର୍ଯ୍ୟକ୍ରମରେ ସୁସ୍ଥ ଥିବା ଦାବି କରିଥିଲେ। ତଥାପି, ପରେ ତାଙ୍କର ସ୍ୱାସ୍ଥ୍ୟ ସମସ୍ୟା ଜାରି ରହିଛି। ପାଞ୍ଚଥର ମୁଖ୍ୟମନ୍ତ୍ରୀ ଭାବେ ନବୀନ ଓଡ଼ିଶାରେ ଅନେକ ବିକାଶମୂଳକ କାର୍ଯ୍ୟ କରିଛନ୍ତି।

ଏବେ ନିଜର ପ୍ରୀୟନେତାଙ୍କ ଅସୁସ୍ଥତା ଖବର ଶୁଣି ଲୋକେ ତାଙ୍କର ଆଶୁ ଆରୋଗ୍ୟ କାମନା କରିଛନ୍ତି।

  • jmjnewso

    Related Posts

    ନିର୍ମାଣ କୌଶଳ ବିକାଶ ପ୍ରତିଷ୍ଠାନ ଉଦ୍‌ଘାଟିତ

    Spread the love

    Spread the loveକବିସୂର୍ଯ୍ୟନଗର : ଜେଏମଜେ ବ୍ୟୁରୋ କବିସୂର୍ଯ୍ୟନଗର ବନଦେବୀ ଆଇ.ଟି.ଆଇ ଠାରେ ଏଲ୍ ଏଣ୍ଡ ଟି ପ୍ରାଇଭେଟ୍ ଲିମିଟେତ ସଂସ୍ଥା ତରଫରୁ ଏକ construction skill training institute ର ଶୁଭ ଉଦ୍‌ଘାଟନ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ L &…

    SIR କାର୍ଯ୍ୟରେ ଅବହେଳା ପାଇଁ BLO ନିଲମ୍ବିତ

    Spread the love

    Spread the loveSIR କାର୍ଯ୍ୟରେ ଅବହେଳା ପାଇଁ BLO ନିଲମ୍ବିତ କଳାହାଣ୍ଡି: ଜେଏମଜେ ନ୍ୟୁଜ : SIR କାର୍ଯ୍ୟରେ ଅବହେଳା ପାଇଁ ଚାକିରିରୁ ନିଲମ୍ବିତ ହେଲେ BLO ଦାୟିତ୍ବରେ ନର୍ଲା ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ବୋରିଙ୍ଗପଦର ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଶିକ୍ଷକ…

    Leave a Reply

    Your email address will not be published. Required fields are marked *

    You Missed

    ରାଜ୍ୟରେ ବନ୍ୟା ସ୍ଥିତି ଗମ୍ଭୀର: ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତର ହେଲେ ୧.୬୫ ଲକ୍ଷ ଲୋକ

    ରାଜ୍ୟରେ ବନ୍ୟା ସ୍ଥିତି ଗମ୍ଭୀର: ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତର ହେଲେ ୧.୬୫ ଲକ୍ଷ ଲୋକ

    ଆକାଶ ମାର୍ଗରୁ ବନ୍ୟା ସ୍ଥିତି ସମୀକ୍ଷା କଲେ ରାଜସ୍ବ ମନ୍ତ୍ରୀ, ଛାଡିଲେ ହେବ କ୍ଷୟକ୍ଷତି ଆକଳନ

    ଆକାଶ ମାର୍ଗରୁ ବନ୍ୟା ସ୍ଥିତି ସମୀକ୍ଷା କଲେ ରାଜସ୍ବ ମନ୍ତ୍ରୀ, ଛାଡିଲେ ହେବ କ୍ଷୟକ୍ଷତି ଆକଳନ

    ଲାଇଫ ଜ୍ୟାକେଟ୍‌ ପିନ୍ଧି ୧୫ ବନ୍ୟା ବିପନ୍ନଙ୍କୁ ଉଦ୍ଧାର କଲେ ଜିଲ୍ଲାପାଳ

    ଲାଇଫ ଜ୍ୟାକେଟ୍‌ ପିନ୍ଧି ୧୫ ବନ୍ୟା ବିପନ୍ନଙ୍କୁ ଉଦ୍ଧାର କଲେ ଜିଲ୍ଲାପାଳ

    ସୀମାନ୍ତ ରାଜ୍ୟରେ ଓଡ଼ିଆ ଶିକ୍ଷା ବାଟବଣା, ବିଧାନସଭା ଗୃହ କମିଟି ଅସନ୍ତୁଷ୍ଟ

    ସୀମାନ୍ତ ରାଜ୍ୟରେ ଓଡ଼ିଆ ଶିକ୍ଷା ବାଟବଣା, ବିଧାନସଭା ଗୃହ କମିଟି ଅସନ୍ତୁଷ୍ଟ

    ଏସଆଇ ଆର କୁ ନେଇ ଏବେ ବି ଅଜ୍ଞ କୋରାପୁଟିଆ ଆଦିବାସୀ

    ଏସଆଇ ଆର କୁ ନେଇ ଏବେ ବି ଅଜ୍ଞ କୋରାପୁଟିଆ ଆଦିବାସୀ