ଏନଡିଏର ଉପରାଷ୍ଟ୍ରପତି ପ୍ରାର୍ଥୀ ହେଲେ ରାଜ୍ୟପାଳ ସି.ପି. ରାଧାକୃଷ୍ଣନ

Spread the love

ଜେଏମଜେ ବ୍ୟୁରୋ : ବର୍ତ୍ତମାନ ମହାରାଷ୍ଟ୍ରର ରାଜ୍ୟପାଳ ଥିବା ଚନ୍ଦ୍ରପୁରମ ପନ୍ନୁସାମି ରାଧାକୃଷ୍ଣନଙ୍କୁ ଜାତୀୟ ଗଣତାନ୍ତ୍ରିକ ମେଣ୍ଟ ( ଏନଡିଏ) ପକ୍ଷରୁ ଉପରାଷ୍ଟ୍ରପତି ପ୍ରାର୍ଥୀ ଭାବେ ଘୋଷଣା କରାଯାଇଛି । ଆଜି ସଂଧ୍ୟାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ବସିଥିବା ବିଜେପିର ସଂସଦୀୟ ଦଳ ବୈଠକରେ ଶ୍ରୀ ରାଧାକୃଷ୍ଣନଙ୍କ ନାମରେ ସହମତି ହୋଇଥିଲା । ବୈଠକ ପରେ ଏ ସଂପର୍କରେ ବିଜେପି ସଭାପତି ଜେପି ନଡ୍ଡା ଏକ ସାମ୍ବାଦିକ ସମ୍ମିଳନୀରେ ଗଣମାଧ୍ୟମକୁ ସୂଚନା ଦେଇଥିଲେ ।

ତାମିଲନାଡ଼ୁରେ ଜନ୍ମଗ୍ରହଣ କରିଥିବା ଶ୍ରୀ ରାଧାକୃଷ୍ଣନ ଗତ ବର୍ଷ ଜୁଲାଇ ୩୧ ତାରିଖରେ ମହାରାଷ୍ଟ୍ରର ରାଜ୍ୟପାଳଭାବେ ଶପଥ ନେଇଥିଲେ। ତାପୂର୍ବରୁ ସେ ଝାଡ଼ଖଣ୍ଡର ରାଜ୍ୟପାଳ ଥିଲେ । ସେ ୨୦୦୪ରୁ ୨୦୦୭ ପର୍ଯ୍ୟନ୍ତ ତାମିଲନାଡୁ ବିଜେପି ସଭାପତି ଥିଲେ । ବିଜେପିକୁ ଆସିବା ପୂର୍ବରୁ ସେ ଆରଏସଏସର ଜଣେ ପ୍ରଚାରକ ଥିଲେ । 

  • jmjnewso

    Related Posts

    ସରକାରଙ୍କୁ ଅଡୁଆ ନିଜ ଦଳର ୩ ସାଂସଦଙ୍କ ଅସନ୍ତୋଷର ଚିଠି!

    Spread the love

    Spread the loveଭୁବନେଶ୍ୱର : ଜେଏମଜେ ନ୍ୟୁଜ : ରାଜ୍ୟରେ ଭିତ୍ତିଭୂମି ବିକାଶ କାର୍ଯ୍ୟର ମନ୍ଥର ଗତିକୁ ନେଇ ବ୍ୟାପକ ଅସନ୍ତୋଷ ମଧ୍ୟରେ, ବର୍ତ୍ତମାନ ଖୋଦ ଶାସକ ଦଳର ତିନିଜଣ ପ୍ରଭାବଶାଳୀ ସାଂସଦ ସରକାରଙ୍କ ଉପରେ ନିଜର ଅସନ୍ତୋଷ ବ୍ୟକ୍ତ କରିଛନ୍ତି।ବଲାଙ୍ଗୀର…

    ବିକାଶ ପ୍ରକଳ୍ପରେ ଅବ୍ୟବସ୍ଥା ଅଭିଯୋଗ ଆଣି ୩ ସାଂସଦଙ୍କ ସରକାରଙ୍କୁ ଚିଠି

    Spread the love

    Spread the loveଜେଏମଜେ ବ୍ୟୁରୋ : ସରକାରୀ କାମରେ ବଡ଼ ଗଡ଼ବଡ଼ର ଅଭିଯୋଗ । ଚିଠି ଲେଖି ଅସନ୍ତୋଷ ଝାଡ଼ିଲେ ତିନି ସାଂସଦ । ସଙ୍ଗୀତା ସିଂଦେଓ, ବଳଭଦ୍ର ମାଝୀ,ଓ ପାଣିଗ୍ରାହୀଙ୍କ ଚିଠି । ତେବେ ଚିଠିରେ କେଉଁ ସାଂସଦ କଣ…

    Leave a Reply

    Your email address will not be published. Required fields are marked *

    You Missed

    ମାଲକାନଗିରିଜେଲରେ ପୁଣି ଜଣେ କଏଦୀଙ୍କ ମୃତ୍ୟୁକୁ ନେଇ ଉତ୍ତେଜନା

    • By jmjnewso
    • September 16, 2026
    • 40 views
    ମାଲକାନଗିରିଜେଲରେ ପୁଣି ଜଣେ କଏଦୀଙ୍କ ମୃତ୍ୟୁକୁ ନେଇ ଉତ୍ତେଜନା

    ସମ୍ବଲପୁରରେ ତୃତୀୟ ଡପଲର୍ ରାଡାର୍

    • By jmjnewso
    • September 16, 2026
    • 33 views
    ସମ୍ବଲପୁରରେ ତୃତୀୟ ଡପଲର୍ ରାଡାର୍

    ବଜାର ରେ. ମିଳୁଛି ବିଷ ମିଶା କଦଳୀ ¡ ନିରବୀ ଯାଇଛି ପ୍ରଶାସନ..

    • By jmjnewso
    • September 16, 2026
    • 36 views
    ବଜାର ରେ. ମିଳୁଛି ବିଷ ମିଶା କଦଳୀ ¡ ନିରବୀ ଯାଇଛି ପ୍ରଶାସନ..

    ସରକାରଙ୍କୁ ଅଡୁଆ ନିଜ ଦଳର ୩ ସାଂସଦଙ୍କ ଅସନ୍ତୋଷର ଚିଠି!

    • By jmjnewso
    • September 16, 2026
    • 50 views
    ସରକାରଙ୍କୁ ଅଡୁଆ ନିଜ ଦଳର ୩ ସାଂସଦଙ୍କ ଅସନ୍ତୋଷର ଚିଠି!

    ବିକାଶ ପ୍ରକଳ୍ପରେ ଅବ୍ୟବସ୍ଥା ଅଭିଯୋଗ ଆଣି ୩ ସାଂସଦଙ୍କ ସରକାରଙ୍କୁ ଚିଠି

    • By jmjnewso
    • September 15, 2026
    • 51 views
    ବିକାଶ ପ୍ରକଳ୍ପରେ ଅବ୍ୟବସ୍ଥା ଅଭିଯୋଗ ଆଣି ୩ ସାଂସଦଙ୍କ ସରକାରଙ୍କୁ ଚିଠି

    ମଣିପୁରରେ ପୁଣି ହିଂସା ; ଦୁଇ ମହିଳାଙ୍କୁ ଗୁଳି କରି ହତ୍ୟା। ଜାଳିଦେଲେ ଫାର୍ମହାଉସ୍

    • By jmjnewso
    • September 15, 2026
    • 42 views
    ମଣିପୁରରେ ପୁଣି ହିଂସା ; ଦୁଇ ମହିଳାଙ୍କୁ ଗୁଳି କରି ହତ୍ୟା। ଜାଳିଦେଲେ ଫାର୍ମହାଉସ୍