ନବୀନଙ୍କ ସ୍ୱାସ୍ଥ୍ୟାବସ୍ଥାକୁ ନେଇ ଗୋପନୀୟତା କାହିଁକି?

Spread the love

ଜେଏମଜେ ବ୍ୟୁରୋ : ନବୀନଙ୍କ ସ୍ୱାସ୍ଥ୍ୟାବସ୍ଥାକୁ ନେଇ ଗୋପନୀୟତା କାହିଁକି୭୯ବର୍ଷୀୟ ନବୀନ ପଟ୍ଟନାୟକଙ୍କଙ୍କର ଜୁନ୍ ୨୨ତାରିଖରେ ସର୍ଭ୍ରିକାଲ ଆର୍ଥ୍ରାଇଟିସ ଅସ୍ତ୍ରୋପଚାର କରାଯାଇଥିବା ନେଇ ତାଙ୍କ ଦଳ ପକ୍ଷରୁ ସୂଚନା ଦିଆଯାଇଥିଲା । ମୁମ୍ବାଇର କୋକିଳାବେନ୍ ହସ୍ପିଟାଲରେ ଡାକ୍ତର ରାଜଶେଖରଙ୍କ ନେୃତୃତ୍ୱରେ ଓ ଡାକ୍ତର ରମାକାନ୍ତ ପଣ୍ଡାଙ୍କ ତତ୍ୱାବଧାନରେ ଏହି ଅସ୍ତ୍ରୋପଚାର ସଫଳ ହୋଇଥିବା ନେଇ ନିଜେ ଡାକ୍ତର ପଣ୍ଡା ସେତେବେଳେ ଗଣମାଧ୍ୟମକୁ ସୂଚନା ଦେଇଥିଲେ । ନବୀନଙ୍କୁ ଭେଟିବାକୁ ଦଳୀୟ ନେତାମାନେ ମୁମ୍ବାଇ ଯାଇଥିଲେ ମଧ୍ୟ କେହି ପ୍ରତ୍ୟକ୍ଷ ଭାବେ ତାଙ୍କୁ ଦେଖିବାର ସୁଯୋଗ ପାଇନଥିଲେ ଓ ଭିଡିଓ କଲ୍ ମାଧ୍ୟମରେ ତାଙ୍କୁ ଦେଖି ଦଳୀୟ ନେତାମାନେ ଫେରିଥିଲେ । ଏପରକିି ଜୁଲାଇ ୧୨ତାରିଖରେ ଭୁବନେଶ୍ୱର ଫେରିବା ପରଠୁ ମଧ୍ୟ ତାଙ୍କୁ ଭେଟିବା ପାଇଁ ଦଳୀୟ ନେତାମାନେ ଚାହିଁ ବସିଥିଲେ ମଧ୍ୟ କାହାରିକୁ ଏପର୍ଯ୍ୟନ୍ତ ସୁଯୋଗ ମିଳିନାହିଁ । ଏପଟେ ନବୀନଙ୍କ ସ୍ୱାସ୍ଥ୍ୟାବସ୍ଥାକୁ ନେଇ ଏଭଳି ଗୋପନୀୟତାକୁ ଦଳୀୟ ନେତାମାନେ ନାପସନ୍ଦ କରିଛନ୍ତି । ସେମାନଙ୍କର ନେତା ତଥା ରାଜ୍ୟର ସର୍ବାଧିକ ଲୋକପ୍ରିୟ ନେତାଙ୍କ ସ୍ୱାସ୍ଥ୍ୟାବସ୍ଥାକୁ ନେଇ କାହିଁକି ଏତେ ଗୋପନୀୟତା ଅବଲମ୍ବନ କରାଯାଉଛି ବୋଲି ମଧ୍ୟ ବିଭିନ୍ନ ମହଲରେ ପ୍ରଶ୍ନ ଉଠିବାରେ ଲାଗିଛି

  • jmjnewso

    Related Posts

    ସରକାରଙ୍କୁ ଅଡୁଆ ନିଜ ଦଳର ୩ ସାଂସଦଙ୍କ ଅସନ୍ତୋଷର ଚିଠି!

    Spread the love

    Spread the loveଭୁବନେଶ୍ୱର : ଜେଏମଜେ ନ୍ୟୁଜ : ରାଜ୍ୟରେ ଭିତ୍ତିଭୂମି ବିକାଶ କାର୍ଯ୍ୟର ମନ୍ଥର ଗତିକୁ ନେଇ ବ୍ୟାପକ ଅସନ୍ତୋଷ ମଧ୍ୟରେ, ବର୍ତ୍ତମାନ ଖୋଦ ଶାସକ ଦଳର ତିନିଜଣ ପ୍ରଭାବଶାଳୀ ସାଂସଦ ସରକାରଙ୍କ ଉପରେ ନିଜର ଅସନ୍ତୋଷ ବ୍ୟକ୍ତ କରିଛନ୍ତି।ବଲାଙ୍ଗୀର…

    ବିକାଶ ପ୍ରକଳ୍ପରେ ଅବ୍ୟବସ୍ଥା ଅଭିଯୋଗ ଆଣି ୩ ସାଂସଦଙ୍କ ସରକାରଙ୍କୁ ଚିଠି

    Spread the love

    Spread the loveଜେଏମଜେ ବ୍ୟୁରୋ : ସରକାରୀ କାମରେ ବଡ଼ ଗଡ଼ବଡ଼ର ଅଭିଯୋଗ । ଚିଠି ଲେଖି ଅସନ୍ତୋଷ ଝାଡ଼ିଲେ ତିନି ସାଂସଦ । ସଙ୍ଗୀତା ସିଂଦେଓ, ବଳଭଦ୍ର ମାଝୀ,ଓ ପାଣିଗ୍ରାହୀଙ୍କ ଚିଠି । ତେବେ ଚିଠିରେ କେଉଁ ସାଂସଦ କଣ…

    Leave a Reply

    Your email address will not be published. Required fields are marked *

    You Missed

    ମାଲକାନଗିରିଜେଲରେ ପୁଣି ଜଣେ କଏଦୀଙ୍କ ମୃତ୍ୟୁକୁ ନେଇ ଉତ୍ତେଜନା

    • By jmjnewso
    • September 16, 2026
    • 40 views
    ମାଲକାନଗିରିଜେଲରେ ପୁଣି ଜଣେ କଏଦୀଙ୍କ ମୃତ୍ୟୁକୁ ନେଇ ଉତ୍ତେଜନା

    ସମ୍ବଲପୁରରେ ତୃତୀୟ ଡପଲର୍ ରାଡାର୍

    • By jmjnewso
    • September 16, 2026
    • 33 views
    ସମ୍ବଲପୁରରେ ତୃତୀୟ ଡପଲର୍ ରାଡାର୍

    ବଜାର ରେ. ମିଳୁଛି ବିଷ ମିଶା କଦଳୀ ¡ ନିରବୀ ଯାଇଛି ପ୍ରଶାସନ..

    • By jmjnewso
    • September 16, 2026
    • 36 views
    ବଜାର ରେ. ମିଳୁଛି ବିଷ ମିଶା କଦଳୀ ¡ ନିରବୀ ଯାଇଛି ପ୍ରଶାସନ..

    ସରକାରଙ୍କୁ ଅଡୁଆ ନିଜ ଦଳର ୩ ସାଂସଦଙ୍କ ଅସନ୍ତୋଷର ଚିଠି!

    • By jmjnewso
    • September 16, 2026
    • 50 views
    ସରକାରଙ୍କୁ ଅଡୁଆ ନିଜ ଦଳର ୩ ସାଂସଦଙ୍କ ଅସନ୍ତୋଷର ଚିଠି!

    ବିକାଶ ପ୍ରକଳ୍ପରେ ଅବ୍ୟବସ୍ଥା ଅଭିଯୋଗ ଆଣି ୩ ସାଂସଦଙ୍କ ସରକାରଙ୍କୁ ଚିଠି

    • By jmjnewso
    • September 15, 2026
    • 51 views
    ବିକାଶ ପ୍ରକଳ୍ପରେ ଅବ୍ୟବସ୍ଥା ଅଭିଯୋଗ ଆଣି ୩ ସାଂସଦଙ୍କ ସରକାରଙ୍କୁ ଚିଠି

    ମଣିପୁରରେ ପୁଣି ହିଂସା ; ଦୁଇ ମହିଳାଙ୍କୁ ଗୁଳି କରି ହତ୍ୟା। ଜାଳିଦେଲେ ଫାର୍ମହାଉସ୍

    • By jmjnewso
    • September 15, 2026
    • 42 views
    ମଣିପୁରରେ ପୁଣି ହିଂସା ; ଦୁଇ ମହିଳାଙ୍କୁ ଗୁଳି କରି ହତ୍ୟା। ଜାଳିଦେଲେ ଫାର୍ମହାଉସ୍