୩ଦିନ ଧରି ସୁସ୍ଥ ନଥିଲେ ନବୀନ!

Spread the love

ଜେଏମଜେ ବ୍ୟୁରୋ : ୩ଦିନ ଧରି ସୁସ୍ଥ ନଥିଲେ ନବୀନ! ନବୀନ ନିବାସ ସୂତ୍ରରୁ ଜଣାପଡ଼ିଛି ଯେ, ବିଗତ ୩ଦିନ ଧରି ନବୀନଙ୍କ ସ୍ୱାସ୍ଥ୍ୟାବସ୍ଥାରେ ସମସ୍ୟା ଦେଖାଦେଇଥିଲା । ତେବେ ଆଜି ପୂର୍ବାହ୍ନରେ ନବୀନ ଅଧିକ ଅସୁସ୍ଥ ଅନୁଭବ କରିବାରୁ ୨ଜଣ ବିଶେଷଜ୍ଞ(ଡାକ୍ତର) ନବୀନ ନିବାସ ଯାଇ ତାଙ୍କର ସ୍ୱାସ୍ଥ୍ୟ ଯାଂଚ କରିଥିଲେ । ଏହାସହିତ ନବୀନଙ୍କୁ ତୁରନ୍ତ ହସ୍ପିଟାଲ ସ୍ଥାନାନ୍ତର ପାଇଁ ପରାମର୍ଶ ଦେଇଥିଲେ । ମାତ୍ର ନବୀନଙ୍କ ସ୍ୱାସ୍ଥ୍ୟାବସ୍ଥା ବୁଝାସୁଝା ଦାୟିତ୍ୱରେ ଥିବା ବିଜେଡିର ଅଘୋଷିତ ସର୍ବେସର୍ବା ଭିକେ ପାଣ୍ଡିଆନ ଏଥିପ୍ରତି ବିଶେଷ ଗୁରୁତ୍ୱ ଦେଇନଥିଲେ । ମାତ୍ର ନବୀନ ଅଧିକ ଗୁରୁତର ଅନୁଭବ କରିବା ପରେ ଅପରାହ୍ନ ୪ଟା ୫୦ମିନିଟରେ ନବୀନ ନିବାସରୁ ସମ୍ ଅଲଟିମେଟ୍ ମେଡିକେୟାରକୁ ସ୍ଥାନାନ୍ତର କରାଯାଇଥିଲା । ନବୀନଙ୍କୁ ହସ୍ପିଟାଲ ସ୍ଥାନାନ୍ତରବେଳେ ତାଙ୍କ ସହ ବିଜେଡିର ଅଘୋଷିତ ସର୍ବେସର୍ବା ଭିକେ ପାଣ୍ଡିଆନ, ନବୀନଙ୍କ ବ୍ୟକ୍ତିଗତ ସଚିବ ଆଦିତ୍ୟ ମହାପାତ୍ର ଓ ସୁରକ୍ଷାକର୍ମୀ ଚନ୍ଦ୍ରଶେଖର ପାତ୍ର ଯାଇଥିବା ସୂଚନା ମିଳିଛି । ଅନ୍ୟପକ୍ଷରେ ହସ୍ପିଟାଲରୁ ଜାରି ସର୍ବଶେଷ ତଥ୍ୟ ଅନୁସାରେ, ଡିହାଇଡ୍ରେସନ୍ ଯୋଗୁ ନବୀନ ଅସୁସ୍ଥ ହୋଇପଡ଼ିଥିଲେ ଓ ଏବେ ତାଙ୍କର ସ୍ୱାସ୍ଥ୍ୟାବସ୍ଥା ଏବେ ସ୍ଥିର ଅଛି ତଥା ସେ ଧୀରେଧୀରେ ସୁସ୍ଥ ହେଉଥିବା ହସ୍ପିଟାଲ ପକ୍ଷରୁ ସୂଚନା ଦିଆଯାଇଛି ।

  • jmjnewso

    Related Posts

    କ୍ରସ ଭୋଟିଂ, ଆଜି ହାଇକୋର୍ଟରେ ଶୁଣାଣି

    Spread the love

    Spread the loveଭୁବନେଶ୍ୱର : ଜେଏମଜେ ନ୍ୟୁଜ : ରାଜ୍ୟସଭା ନିର୍ବାଚନରେ କ୍ରସ ଭୋଟିଂ ମାମଲା । ଆଜି ହାଇକୋର୍ଟ ରେ ହେବ ଶୁଣାଣି । କ୍ରସ ଭୋଟିଂ କରିଥିବା ୮ ଜଣ ବିଧାୟକଙ୍କ ସଭ୍ୟପଦ ରଦ୍ଦ ପାଇଁ ବିଜେଡି ପକ୍ଷରୁ…

    ସରକାରଙ୍କୁ ଅଡୁଆ ନିଜ ଦଳର ୩ ସାଂସଦଙ୍କ ଅସନ୍ତୋଷର ଚିଠି!

    Spread the love

    Spread the loveଭୁବନେଶ୍ୱର : ଜେଏମଜେ ନ୍ୟୁଜ : ରାଜ୍ୟରେ ଭିତ୍ତିଭୂମି ବିକାଶ କାର୍ଯ୍ୟର ମନ୍ଥର ଗତିକୁ ନେଇ ବ୍ୟାପକ ଅସନ୍ତୋଷ ମଧ୍ୟରେ, ବର୍ତ୍ତମାନ ଖୋଦ ଶାସକ ଦଳର ତିନିଜଣ ପ୍ରଭାବଶାଳୀ ସାଂସଦ ସରକାରଙ୍କ ଉପରେ ନିଜର ଅସନ୍ତୋଷ ବ୍ୟକ୍ତ କରିଛନ୍ତି।ବଲାଙ୍ଗୀର…

    Leave a Reply

    Your email address will not be published. Required fields are marked *

    You Missed

    ଉତ୍ତର ଆଣ୍ଡାମାନ ସାଗରକୁ ଘୂର୍ଣ୍ଣିବଳୟ, ୧୯ ବେଳକୁ ଲଘୁଚାପ, ବାତ୍ୟା ସମ୍ଭାବନା !

    • By jmjnewso
    • September 18, 2026
    • 19 views
    ଉତ୍ତର ଆଣ୍ଡାମାନ ସାଗରକୁ ଘୂର୍ଣ୍ଣିବଳୟ, ୧୯ ବେଳକୁ ଲଘୁଚାପ, ବାତ୍ୟା ସମ୍ଭାବନା !

    ଜାରି ହେଲା ପୌର ନିର୍ବାଚନ ସଂଶୋଧିତ ସମୟସୂଚୀ

    • By jmjnewso
    • September 18, 2026
    • 18 views
    ଜାରି ହେଲା ପୌର ନିର୍ବାଚନ ସଂଶୋଧିତ ସମୟସୂଚୀ

    ମହଙ୍ଗା ପଡିଲା ମହିଳା ସହକର୍ମୀ ଙ୍କୁ ଅସଦାଚରଣ, ବନ୍ଧା ହେଲେ ଅତିରିକ୍ତ ସଚିବ

    • By jmjnewso
    • September 18, 2026
    • 21 views
    ମହଙ୍ଗା ପଡିଲା ମହିଳା ସହକର୍ମୀ ଙ୍କୁ ଅସଦାଚରଣ, ବନ୍ଧା ହେଲେ ଅତିରିକ୍ତ ସଚିବ

    କ୍ରସ ଭୋଟିଂ, ଆଜି ହାଇକୋର୍ଟରେ ଶୁଣାଣି

    • By jmjnewso
    • September 18, 2026
    • 31 views
    କ୍ରସ ଭୋଟିଂ, ଆଜି ହାଇକୋର୍ଟରେ ଶୁଣାଣି

    ହନୁମାନ ଚାଳିଶା ଓ ସୁନ୍ଦରାକାଣ୍ଡ ପରିବେଶୀତ

    • By jmjnewso
    • September 17, 2026
    • 49 views
    ହନୁମାନ ଚାଳିଶା ଓ ସୁନ୍ଦରାକାଣ୍ଡ ପରିବେଶୀତ

    ଖଜା ଦୋକାନ ଓ ଭାଟିରେ ଚଢ଼ାଉକ୍ବିଣ୍ଟାଲ କ୍ବିଣ୍ଟାଲ ଖଜା, ପୋଡାତେଲ ଓ ବାସୀ ଚିନିସିରା ଜବତ

    • By jmjnewso
    • September 17, 2026
    • 90 views
    ଖଜା ଦୋକାନ ଓ ଭାଟିରେ ଚଢ଼ାଉକ୍ବିଣ୍ଟାଲ କ୍ବିଣ୍ଟାଲ ଖଜା, ପୋଡାତେଲ ଓ ବାସୀ ଚିନିସିରା ଜବତ