ଟଳିଲା ବଡ଼ ଅଘଟଣ : ମଞ୍ଚରୁ ଓହ୍ଲାଇବାର କିଛି ମିନିଟ୍ ପରେ ଭୁଶୁଡ଼ିଲା ରାଜ୍ୟପାଳଙ୍କ ମଞ୍ଚ.

Spread the love

ଜେଏମଜେ ବ୍ୟୁରୋ : ରାଜ୍ୟପାଳଙ୍କ ସଭାରେ ଅଘଟଣ । ମଞ୍ଚରୁ ଓହ୍ଲାଇଲେ ରାଜ୍ୟପାଳ, ଭୁଶୁଡ଼ିଲା ମଞ୍ଚ । ରାଜ୍ୟପାଳଙ୍କ ମଞ୍ଚରୁ ଓହ୍ଲାଇବାର କିଛି ସମୟ ପରେ ମଞ୍ଚର ପଛ ପାର୍ଶ୍ବ ଭୁଶୁଡ଼ି ପଡ଼ିଥିଲା । ପ୍ରବଳ ବର୍ଷା ପାଇଁ ମଞ୍ଚଟି ଭୁଶୁଡ଼ି ପଡ଼ିଥିବା ଜଣାପଡିଛି । 

ସୂଚନାଯୋଗ୍ୟ ଯେ, ଭଦ୍ରକ ଜିଲ୍ଲାକୁ ଦୁଇ ଦିନିଆ ଗସ୍ତରେ ଆସିଛନ୍ତି ରାଜ୍ୟପାଳ ଡକ୍ଟର ହରିବାବୁ କମ୍ଭମପତି । କାଦବରାଙ୍ଗ ଠାରେ ମହିଳା ଉତ୍ପାଦକ ଗୋଷ୍ଠୀ ଓ ଇଣ୍ଡଷ୍ଟ୍ରିଆଲ ପାର୍କ ପରିଦର୍ଶନ କରିଥିଲେ  ରାଜ୍ୟପାଳ । ପରେ ଆୟୋଜିତ ସଭାମଞ୍ଚରେ ରାଜ୍ୟପାଳ ପହଞ୍ଚିଥିଲେ । ଅନ୍ୟ ମାନଙ୍କ ମଧ୍ୟରେ ଭଦ୍ରକ ଜିଲ୍ଲାପାଳ, ଭଦ୍ରକ ବିଧାୟକ, ଉଚ୍ଚଶିକ୍ଷା ମନ୍ତ୍ରୀ ଓ ପୂର୍ବାଞ୍ଚଳ ଡିଆଇଜି ମଞ୍ଚରେ ବସିଥିଲେ । ସଭା ଚାଲିଥିବା ବେଳେ ପ୍ରବଳ ବର୍ଷା ହୋଇଥିଲା । 

କିଛି ସମୟ ପରେ ରାଜ୍ୟପାଳ ଓ ଅତିଥି ମାନେ ମଞ୍ଚରୁ ଓହ୍ଲାଇ ମହିଳା ମହାସଂଘର କାର୍ଯ୍ୟାଳୟରେ ବସି ବିଭିନ୍ନ ବିଷୟରେ ଆଲୋଚନା କରିଥିଲେ । ମଞ୍ଚରୁ ଓହ୍ଲାଇବାର ମାତ୍ର କିଛି ମିନିଟ୍ ପରେ ମଞ୍ଚର ପଛ ପାର୍ଶ୍ଵ ବିକଟାଳ ଶବ୍ଦ କରି ଭାଙ୍ଗି ଯାଇଥିଲା । ତେବେ ରାଜ୍ୟପାଳ ମଞ୍ଚରୁ ଓହ୍ଲାଇ ଆସିଥିବାରୁ ବଡ ଅଘଟଣ ଟଳିଯାଇଥିବା କୁହାଯାଉଛି

  • jmjnewso

    Related Posts

    UPI କାରବାର ନେଇ ଆସିଲା ନୂଆ ନିୟମ

    Spread the love

    Spread the loveନୂଆଦିଲ୍ଲୀ:ଜେଏମଜେ ନ୍ୟୁଜ : ଡିଜିଟାଲ୍ ଇଣ୍ଡିଆ ଯୁଗରେ ୟୁନିଫାଏଡ୍ ପେମେଣ୍ଟ୍ସ ଇଣ୍ଟରଫେସ୍ ବା ୟୁପିଆଇ ଏବେ ପ୍ରତ୍ୟେକ ବ୍ୟକ୍ତିଙ୍କ ଦୈନନ୍ଦିନ ଜୀବନର ଏକ ଅବିଚ୍ଛେଦ୍ୟ ଅଙ୍ଗ ପାଲଟିଛି। ୟୁପିଆଇ କାରବାର ଉପରେ ଚାର୍ଜ ଲାଗିବା ନେଇ ଲୋକଙ୍କ ମନରେ…

    ରକ୍ତରେ ଭିଜିଲା ରିହର୍ସଲ ମଞ୍ଚ; ଛୁରାମାଡ଼ରେ ଜଣେ କଳାକାର ମୃତ

    Spread the love

    Spread the loveଆଉ ୩ ଦିନ ପରେ ମଞ୍ଚରେ ମଞ୍ଚସ୍ଥ ହୋଇଥାନ୍ତା ନାଟକ । ଗଣେଜ ପୂଜା ଉପଲକ୍ଷେ ନାଟକ ମଞ୍ଚସ୍ଥ ପାଇଁ ରିହର୍ସଲ ଚାଲିଥିବା ବେଳେ ଅଭାବନୀୟ ଘଟଣା ଘଟିଛି । ଦୁଇ ଯୁବକଙ୍କ ଛୁରାମାଡ଼ରେ ଜଣେ ଯାତ୍ରା କଳାକାରଙ୍କ…

    Leave a Reply

    Your email address will not be published. Required fields are marked *

    You Missed

    ଉତ୍ତର ଆଣ୍ଡାମାନ ସାଗରକୁ ଘୂର୍ଣ୍ଣିବଳୟ, ୧୯ ବେଳକୁ ଲଘୁଚାପ, ବାତ୍ୟା ସମ୍ଭାବନା !

    • By jmjnewso
    • September 18, 2026
    • 19 views
    ଉତ୍ତର ଆଣ୍ଡାମାନ ସାଗରକୁ ଘୂର୍ଣ୍ଣିବଳୟ, ୧୯ ବେଳକୁ ଲଘୁଚାପ, ବାତ୍ୟା ସମ୍ଭାବନା !

    ଜାରି ହେଲା ପୌର ନିର୍ବାଚନ ସଂଶୋଧିତ ସମୟସୂଚୀ

    • By jmjnewso
    • September 18, 2026
    • 18 views
    ଜାରି ହେଲା ପୌର ନିର୍ବାଚନ ସଂଶୋଧିତ ସମୟସୂଚୀ

    ମହଙ୍ଗା ପଡିଲା ମହିଳା ସହକର୍ମୀ ଙ୍କୁ ଅସଦାଚରଣ, ବନ୍ଧା ହେଲେ ଅତିରିକ୍ତ ସଚିବ

    • By jmjnewso
    • September 18, 2026
    • 21 views
    ମହଙ୍ଗା ପଡିଲା ମହିଳା ସହକର୍ମୀ ଙ୍କୁ ଅସଦାଚରଣ, ବନ୍ଧା ହେଲେ ଅତିରିକ୍ତ ସଚିବ

    କ୍ରସ ଭୋଟିଂ, ଆଜି ହାଇକୋର୍ଟରେ ଶୁଣାଣି

    • By jmjnewso
    • September 18, 2026
    • 31 views
    କ୍ରସ ଭୋଟିଂ, ଆଜି ହାଇକୋର୍ଟରେ ଶୁଣାଣି

    ହନୁମାନ ଚାଳିଶା ଓ ସୁନ୍ଦରାକାଣ୍ଡ ପରିବେଶୀତ

    • By jmjnewso
    • September 17, 2026
    • 49 views
    ହନୁମାନ ଚାଳିଶା ଓ ସୁନ୍ଦରାକାଣ୍ଡ ପରିବେଶୀତ

    ଖଜା ଦୋକାନ ଓ ଭାଟିରେ ଚଢ଼ାଉକ୍ବିଣ୍ଟାଲ କ୍ବିଣ୍ଟାଲ ଖଜା, ପୋଡାତେଲ ଓ ବାସୀ ଚିନିସିରା ଜବତ

    • By jmjnewso
    • September 17, 2026
    • 90 views
    ଖଜା ଦୋକାନ ଓ ଭାଟିରେ ଚଢ଼ାଉକ୍ବିଣ୍ଟାଲ କ୍ବିଣ୍ଟାଲ ଖଜା, ପୋଡାତେଲ ଓ ବାସୀ ଚିନିସିରା ଜବତ