ମୃତ ବ୍ୟକ୍ତିଙ୍କ ନାଁରେ ବିଲ୍ ବକେୟା ଥିଲେ ତାଙ୍କ ପରପିଢ଼ିଙ୍କୁ ରିହାତି ଦିଆଯାଇ ବିଦ୍ୟୁତ ସଂଯୋଗ କରାଯିବ

Spread the love

ଭୁବନେଶ୍ବର ୧୯।୮:  ଜେଏମଜେ ବ୍ୟୁରୋ : ଶକ୍ତି ବିଭାଗର ଗୃହ କମିଟି ବୈଠକରେ ବିଦ୍ୟୁତ ବିଲ୍ ଓ ସ୍ମାର୍ଟ ମିଟରକୁ ନେଇ ଉଦବେଗ । ତାପଜ ବିଦ୍ୟୁତ ଅପେକ୍ଷା ଜଳ ବିଦ୍ୟୁତ, ସୌର ବିଦ୍ୟୁତ ଏବଂ ପବନ ବିଦ୍ୟୁତ ଉତ୍ପାଦନ ବୃଦ୍ଧି କରିବା ପାଇଁ ଶକ୍ତି ବିଭାଗକୁ ସୁପାରିଶ । ଅଧିକ ତାପଜ ବିଦ୍ୟୁତ ଉତ୍ପାଦନ ଯୋଗୁଁ ପ୍ରଦୂଷଣ ବୃଦ୍ଧି ପାଉଥିବାରୁ ଗ୍ରୀନ୍ ଏନର୍ଜିକୁ ବୃଦ୍ଧି କରିବାକୁ କୁହାଯାଇଛି । ସବୁ ମେଡିକାଲ କଲେଜ ଓ ହସ୍ପିଟାଲରେ ନିରବଚ୍ଛିନ୍ନ ବିଦ୍ୟୁତ ଯୋଗାଇବାକୁ ଶକ୍ତି ବିଭାଗକୁ ସୁପାରିଶ କରିଛି କମିଟି । 
ସେହିପରି ମୃତ ବ୍ୟକ୍ତିଙ୍କ ନାମରେ ବିଦ୍ୟୁତ ବିଲ୍ ବକେୟା ଥିଲେ ଏବଂ ତାଙ୍କ ପର ପିଢ଼ି ଭିନ୍ନ ଭିନ୍ନ ଘର କରିଥିଲେ ସେମାନଙ୍କୁ ରିହାତି ଦିଆଯାଇ ବିଦ୍ୟୁତ ସଂଯୋଗ କରାଯିବ ବୋଲି ପରାମର୍ଶ ଦିଆଯାଇଛି । ଏହାସହ ଡ଼ିଫେକଟିଭ ସ୍ମାର୍ଟ ମିଟର ଓ ପାୱାର କଟ୍ ନେଇ ବୈଠକରେ ଉଦବେଗ ପ୍ରକାଶ ପାଇଛି । ସେଥିପାଇଁ ଶକ୍ତି ବିଭଗର ଷ୍ଟାଣ୍ଡିଂ କମିଟି ଶକ୍ତି ବିଭାଗକୁ ରିପୋର୍ଟ ମଗାଯାଇଥିବା ବିଜେପି ବିଧାୟକ ଜୟନାରାୟଣ ମିଶ୍ର କହିଛନ୍ତି 

  • jmjnewso

    Related Posts

    ସ୍ୱର୍ଗଦ୍ୱାରରେ ସରିଗଲା କାଠ ,୩ ଘଣ୍ଟା ଧରି ପଡ଼ିରହିଲେ ୨୫ରୁ ଊର୍ଦ୍ଧ୍ବ ଶବ

    Spread the love

    Spread the loveପୁରୀ : ଜେଏମଜେ ନ୍ୟୁଜ : ସ୍ୱର୍ଗଦ୍ୱାରରେ ସରିଗଲା କାଠ । ଦୀର୍ଘ ସାଢ଼େ ୩ ଘଣ୍ଟା ଶବ ଅପେକ୍ଷା କରିବା ପରେ ଆସିଲା କାଠ । ଶବ ପୋଡ଼ା ଆରମ୍ଭ ହେଲା । ରାତି ୧୦ଟା ବେଳକୁ…

    ଦୁଇ ବସ୍ ମୁହାଁମୁହିଁ ଧକ୍କା, ଚାଲିଗଲା ୬ ଜୀବନ

    Spread the love

    Spread the love ଜେଏମଜେ ବ୍ୟୁରୋ : ତାମିଲନାଡୁର ତେନକାସୀ ଜିଲ୍ଲାରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ଦୁଇଟି ଘରୋଇ ବସ୍ ମଧ୍ୟରେ ମୁହାଁମୁହିଁ ଧକ୍କା ହେବା ଫଳରେ ୬ ଜଣଙ୍କ ମୃତ୍ୟୁ ଘଟିଛି ଏବଂ ୨୮ ଜଣ ଆହତ ହୋଇଛନ୍ତି…

    Leave a Reply

    Your email address will not be published. Required fields are marked *

    You Missed

    ମାଲକାନଗିରିଜେଲରେ ପୁଣି ଜଣେ କଏଦୀଙ୍କ ମୃତ୍ୟୁକୁ ନେଇ ଉତ୍ତେଜନା

    • By jmjnewso
    • September 16, 2026
    • 41 views
    ମାଲକାନଗିରିଜେଲରେ ପୁଣି ଜଣେ କଏଦୀଙ୍କ ମୃତ୍ୟୁକୁ ନେଇ ଉତ୍ତେଜନା

    ସମ୍ବଲପୁରରେ ତୃତୀୟ ଡପଲର୍ ରାଡାର୍

    • By jmjnewso
    • September 16, 2026
    • 33 views
    ସମ୍ବଲପୁରରେ ତୃତୀୟ ଡପଲର୍ ରାଡାର୍

    ବଜାର ରେ. ମିଳୁଛି ବିଷ ମିଶା କଦଳୀ ¡ ନିରବୀ ଯାଇଛି ପ୍ରଶାସନ..

    • By jmjnewso
    • September 16, 2026
    • 36 views
    ବଜାର ରେ. ମିଳୁଛି ବିଷ ମିଶା କଦଳୀ ¡ ନିରବୀ ଯାଇଛି ପ୍ରଶାସନ..

    ସରକାରଙ୍କୁ ଅଡୁଆ ନିଜ ଦଳର ୩ ସାଂସଦଙ୍କ ଅସନ୍ତୋଷର ଚିଠି!

    • By jmjnewso
    • September 16, 2026
    • 50 views
    ସରକାରଙ୍କୁ ଅଡୁଆ ନିଜ ଦଳର ୩ ସାଂସଦଙ୍କ ଅସନ୍ତୋଷର ଚିଠି!

    ବିକାଶ ପ୍ରକଳ୍ପରେ ଅବ୍ୟବସ୍ଥା ଅଭିଯୋଗ ଆଣି ୩ ସାଂସଦଙ୍କ ସରକାରଙ୍କୁ ଚିଠି

    • By jmjnewso
    • September 15, 2026
    • 51 views
    ବିକାଶ ପ୍ରକଳ୍ପରେ ଅବ୍ୟବସ୍ଥା ଅଭିଯୋଗ ଆଣି ୩ ସାଂସଦଙ୍କ ସରକାରଙ୍କୁ ଚିଠି

    ମଣିପୁରରେ ପୁଣି ହିଂସା ; ଦୁଇ ମହିଳାଙ୍କୁ ଗୁଳି କରି ହତ୍ୟା। ଜାଳିଦେଲେ ଫାର୍ମହାଉସ୍

    • By jmjnewso
    • September 15, 2026
    • 42 views
    ମଣିପୁରରେ ପୁଣି ହିଂସା ; ଦୁଇ ମହିଳାଙ୍କୁ ଗୁଳି କରି ହତ୍ୟା। ଜାଳିଦେଲେ ଫାର୍ମହାଉସ୍