ବିଗୁଡିଛି ବିଜେଡି ସ୍ଥିତି.

Spread the love

ଜେଏମଜେ ବ୍ୟୁରୋ : ବିଜୁ ଜନତା ଦଳ ପାଇଁ ବିରାଟ ସମସ୍ୟାଦେଖା ଦେଲାଣି ଗୋଟେପଟେ ଦଳର ସ୍ଥିତି ବିଗୁଡୁଥିବା ବେଳେ, ହଠାତ୍ ଦଳର ମୁଖିଆଙ୍କ ସ୍ୱାସ୍ଥ୍ୟ ବିଗିଡିଯିବା । ଏବେ ଦଳ ପାଇଁ ବୋଝ ଉପରେ ଲଳିତା ବିଡା ସଦୃଶ୍ୟ ହୋଇଛି । ମୁଖିଆଙ୍କ ହସ୍ପିଟାଲରେ ରହଣି ରାତ୍ରୀର ଘଟଣା, ବୋଧେ ଆଉ କାହାକୁ ଅଛପା ନାହିଁ । ଯେଉଁ ରାତିରେ ବିଜେଡି ନେତା ଆଉ ବିଜେଡି ନେତାଙ୍କ କଳିକୁ ନେଇ ଏବେ ମଧ୍ୟ ରାଜ୍ୟ ରାଜନୀତି ସରଗରମ ।

ସୋସିଆଲ୍ ମିଡିଆ ଠାରୁ ଆରମ୍ଭ କରି ଖବର କାଗଜ । ସବୁଠି ଏବେ “ଆଇ ଆମ୍ ଡାଉନ୍, ବଟ୍ ନଟ୍ ଆଉଟ୍ ଅଫ୍ ଦ ପାର୍ଟି”କୁ ନେଇ ସବୁଠି ଚର୍ଚ୍ଚା । ଯାହା ଏବେ ଦଳ ପାଇଁ ଆଉ ଏକ ବିରାଟ ସମସ୍ୟ ହୋଇ ଉଭା ହୋଇଛି ।
ହେଲେ ଏହା ଭିତରେ ସବୁଠାରୁ ବଡ ପ୍ରଶ୍ନ ହେଉଛି, ହସ୍ପିଟଲାର ସେହି କଥା କଟା କଟି ଏବଂ ଧମକ ଚମକର କଥା । ସେଠାରେ ଉପସ୍ଥିତ ଥିବା କେଉଁ ବିଜେଡି ନେତା ପଦାକୁ ଆଣିଲେ ? କିଏ ଦଳର ଏହି ଭିତିରି କଥାକୁ ସ୍କ୍ରିପ୍ତିଂ କରି. ଦଳରେ ଫାଟ କରିବାକୁ ଷଡଯନ୍ତ୍ର ରଚିଲା ? କାହାର ରହିଛି ଏଥିରେ ଫାଇଦା ? ନବୀନ ୨ ଦିନ ହେବ ଅସୁସ୍ଥ ହେବା କଥା ହେଉକି, ଭୟରେ ନବୀନଙ୍କ ରୋଗ ଲୁଚାଇବା କଥା ହେଉ । ତବେ ନବୀନ ନିବାସ ନାଁରେ, ଏଭଳି ଖବର ବଜାରକୁ କିଏ ଛାଡିଲା । ତାକୁ ନେଇ ଏବେ ସବୁଠି ଚର୍ଚ୍ଚା । ଏମିତି କି ପାଣ୍ଡିଆନଙ୍କୁ ମଧ୍ୟ ଖଳନାୟକ ଭାବରେ ଦର୍ଶାଯାଇଛି । କାରଣ ସେଠାରେ ଉପସ୍ଥିତ ଥିବା ବିଜେଡି ଓ କଂଗ୍ରେସ ନେତାଙ୍କୁ, ପାଣ୍ଡିଆନ୍ ନାଲି ଆଖି ଦେଖାଇଥିବା ବାହାରେ କୁହାଗଲା ।

  • jmjnewso

    Related Posts

    ସରକାରଙ୍କୁ ଅଡୁଆ ନିଜ ଦଳର ୩ ସାଂସଦଙ୍କ ଅସନ୍ତୋଷର ଚିଠି!

    Spread the love

    Spread the loveଭୁବନେଶ୍ୱର : ଜେଏମଜେ ନ୍ୟୁଜ : ରାଜ୍ୟରେ ଭିତ୍ତିଭୂମି ବିକାଶ କାର୍ଯ୍ୟର ମନ୍ଥର ଗତିକୁ ନେଇ ବ୍ୟାପକ ଅସନ୍ତୋଷ ମଧ୍ୟରେ, ବର୍ତ୍ତମାନ ଖୋଦ ଶାସକ ଦଳର ତିନିଜଣ ପ୍ରଭାବଶାଳୀ ସାଂସଦ ସରକାରଙ୍କ ଉପରେ ନିଜର ଅସନ୍ତୋଷ ବ୍ୟକ୍ତ କରିଛନ୍ତି।ବଲାଙ୍ଗୀର…

    ବିକାଶ ପ୍ରକଳ୍ପରେ ଅବ୍ୟବସ୍ଥା ଅଭିଯୋଗ ଆଣି ୩ ସାଂସଦଙ୍କ ସରକାରଙ୍କୁ ଚିଠି

    Spread the love

    Spread the loveଜେଏମଜେ ବ୍ୟୁରୋ : ସରକାରୀ କାମରେ ବଡ଼ ଗଡ଼ବଡ଼ର ଅଭିଯୋଗ । ଚିଠି ଲେଖି ଅସନ୍ତୋଷ ଝାଡ଼ିଲେ ତିନି ସାଂସଦ । ସଙ୍ଗୀତା ସିଂଦେଓ, ବଳଭଦ୍ର ମାଝୀ,ଓ ପାଣିଗ୍ରାହୀଙ୍କ ଚିଠି । ତେବେ ଚିଠିରେ କେଉଁ ସାଂସଦ କଣ…

    Leave a Reply

    Your email address will not be published. Required fields are marked *

    You Missed

    ମାଲକାନଗିରିଜେଲରେ ପୁଣି ଜଣେ କଏଦୀଙ୍କ ମୃତ୍ୟୁକୁ ନେଇ ଉତ୍ତେଜନା

    • By jmjnewso
    • September 16, 2026
    • 41 views
    ମାଲକାନଗିରିଜେଲରେ ପୁଣି ଜଣେ କଏଦୀଙ୍କ ମୃତ୍ୟୁକୁ ନେଇ ଉତ୍ତେଜନା

    ସମ୍ବଲପୁରରେ ତୃତୀୟ ଡପଲର୍ ରାଡାର୍

    • By jmjnewso
    • September 16, 2026
    • 33 views
    ସମ୍ବଲପୁରରେ ତୃତୀୟ ଡପଲର୍ ରାଡାର୍

    ବଜାର ରେ. ମିଳୁଛି ବିଷ ମିଶା କଦଳୀ ¡ ନିରବୀ ଯାଇଛି ପ୍ରଶାସନ..

    • By jmjnewso
    • September 16, 2026
    • 36 views
    ବଜାର ରେ. ମିଳୁଛି ବିଷ ମିଶା କଦଳୀ ¡ ନିରବୀ ଯାଇଛି ପ୍ରଶାସନ..

    ସରକାରଙ୍କୁ ଅଡୁଆ ନିଜ ଦଳର ୩ ସାଂସଦଙ୍କ ଅସନ୍ତୋଷର ଚିଠି!

    • By jmjnewso
    • September 16, 2026
    • 50 views
    ସରକାରଙ୍କୁ ଅଡୁଆ ନିଜ ଦଳର ୩ ସାଂସଦଙ୍କ ଅସନ୍ତୋଷର ଚିଠି!

    ବିକାଶ ପ୍ରକଳ୍ପରେ ଅବ୍ୟବସ୍ଥା ଅଭିଯୋଗ ଆଣି ୩ ସାଂସଦଙ୍କ ସରକାରଙ୍କୁ ଚିଠି

    • By jmjnewso
    • September 15, 2026
    • 51 views
    ବିକାଶ ପ୍ରକଳ୍ପରେ ଅବ୍ୟବସ୍ଥା ଅଭିଯୋଗ ଆଣି ୩ ସାଂସଦଙ୍କ ସରକାରଙ୍କୁ ଚିଠି

    ମଣିପୁରରେ ପୁଣି ହିଂସା ; ଦୁଇ ମହିଳାଙ୍କୁ ଗୁଳି କରି ହତ୍ୟା। ଜାଳିଦେଲେ ଫାର୍ମହାଉସ୍

    • By jmjnewso
    • September 15, 2026
    • 42 views
    ମଣିପୁରରେ ପୁଣି ହିଂସା ; ଦୁଇ ମହିଳାଙ୍କୁ ଗୁଳି କରି ହତ୍ୟା। ଜାଳିଦେଲେ ଫାର୍ମହାଉସ୍