ବିଜେଡି ହାତରୁ ଖସିଲା ଧର୍ମଶାଳା: ବ୍ଲକ ଅଧ୍ୟକ୍ଷ ପଦରୁ ଇସ୍ତଫା ଦେଲେ ପ୍ରଭାତ କୁମାର ବଳବନ୍ତରାୟ

Spread the love

ଜେଏମଜେ ବ୍ୟୁରୋ : ଅନାସ୍ଥା ପୂର୍ବରୁ ଇସ୍ତଫା…ବିଜେଡି ହାତରୁ ଖସିଲା ଧର୍ମଶାଳା। ଏଠାକାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟ ତ ଗତ ନିର୍ବାଚନରେ ଶୋଚନୀୟଭାବେ ପରାଜୟ ବରଣ କରିଥିଲେ।  ଏବେ ତାଙ୍କ ଭାଇ ପ୍ରଭାତ କୁମାର ବଳବନ୍ତରାୟ ଧର୍ମଶାଳା ପଞ୍ଚାୟତ ସମିତି ଅଧ୍ୟକ୍ଷ ପଦରୁ ଇସ୍ତଫା ଦେଇଛନ୍ତି।ଆଗାମୀ  ୨୨ ତାରିଖରେ ଅନାସ୍ଥା ଥିଲା। ହେଲେ ସେ ଏହା ପୂର୍ବରୁ ଧର୍ମଶାଳା ବିଡିଓଙ୍କୁ ନିଜ ଇସ୍ତଫା ପତ୍ର ପ୍ରଦାନ କରିଥିବା ଜଣାଯାଇଛି

  • jmjnewso

    Related Posts

    କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫାର କୌଣସି ସମ୍ଭାବନା ନାହିଁ

    Spread the love

    Spread the loveଜେଏମଜେ ବ୍ୟୁରୋ : ଦିଲ୍ଲୀର ଜନ୍ତର-ମନ୍ତରରେ ଚାଲିଥିବା ଆନ୍ଦୋଳନ ମଧ୍ୟରେ ଶୀର୍ଷ ସରକାରୀ ସୂତ୍ରରୁ ସ୍ପଷ୍ଟ କରାଯାଇଛି ଯେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫାର କୌଣସି ସମ୍ଭାବନା ନାହିଁ। ସରକାରଙ୍କ ଅନୁଭବ ହେଉଛି ଯେ ଇସ୍ତଫା ଦେବା…

    ବିଜେଡି ଓ କଂଗ୍ରେସର ସଭ୍ୟ ପଦ ରଦ୍ଦ ଆବେଦନ ଖାରଜ କଲେ ବାଚସ୍ପତି

    Spread the love

    Spread the loveଭୁବନେଶ୍ଵର: ଜେଏମଜେ ନ୍ୟୁଜ : ରାଜ୍ୟସଭା ନିର୍ବାଚନରେ କ୍ରସ୍‌ ଭୋଟିଂ ଘଟଣା। କଂଗ୍ରେସ ଓ ବିଜେଡିର ଅଯୋଗ୍ୟତା ଆବେଦନ ଖାରଜ କଲେ ବାଚସ୍ପତି ସୁରମା ପାଢ଼ୀ। ଚଳିତ ବର୍ଷ ମାର୍ଚ୍ଚରେ ଅନୁଷ୍ଠିତ ହୋଇଥିବା ରାଜ୍ୟସଭା ନିର୍ବାଚନ ସମୟରେ ବିଜେଡି…

    Leave a Reply

    Your email address will not be published. Required fields are marked *

    You Missed

    ଆହତ ପୁଲିସଙ୍କ ପାଇଁ ନ୍ୟାୟ ଦାବି : ଜୁଲାଇ ୩୧ରେ ଦିନିକିଆ ଧାରଣା

    ଆହତ ପୁଲିସଙ୍କ ପାଇଁ ନ୍ୟାୟ ଦାବି : ଜୁଲାଇ ୩୧ରେ ଦିନିକିଆ ଧାରଣା

    CMOର ଫାଇଲ ଗାୟବ ଘଟଣାରେ ବିଜେପିର କଡ଼ା ଚେତାବନୀ : ଯିଏ ଦୋଷୀ ସେ ଜେଲ୍ ଯିବେ

    CMOର ଫାଇଲ ଗାୟବ ଘଟଣାରେ ବିଜେପିର କଡ଼ା ଚେତାବନୀ : ଯିଏ ଦୋଷୀ ସେ ଜେଲ୍ ଯିବେ

    CMOରୁ ଫାଇଲ ନେଇଥିବା ଅଧିକାରୀ ଚିହ୍ନଟ, ଦରକାର ପଡ଼ିଲେ ବିଦେଶ ଯିବ ପୁଲିସ’ : ସୁରେଶ ପୂଜାରୀ

    CMOରୁ ଫାଇଲ ନେଇଥିବା ଅଧିକାରୀ ଚିହ୍ନଟ, ଦରକାର ପଡ଼ିଲେ ବିଦେଶ ଯିବ ପୁଲିସ’ : ସୁରେଶ ପୂଜାରୀ

    କାର୍ଯ୍ୟାନୁଷ୍ଠାନ ପାଇଁ ୮ ରାଜ୍ୟକୁ ନୋଟିସ୍ ଜାରି କଲେ ସୁପ୍ରିମକୋର୍ଟ

    କାର୍ଯ୍ୟାନୁଷ୍ଠାନ ପାଇଁ ୮ ରାଜ୍ୟକୁ ନୋଟିସ୍ ଜାରି କଲେ ସୁପ୍ରିମକୋର୍ଟ

    ବିଜେପି ର ପ୍ରଚାର ରେ ଲଗେଇଲେ କୋଡିଏ ଲକ୍ଷ!ଦୁର୍ନୀତିର ସର୍ବାଗ୍ରେ କୋଦଳା…

    ବିଜେପି ର ପ୍ରଚାର ରେ ଲଗେଇଲେ କୋଡିଏ ଲକ୍ଷ!ଦୁର୍ନୀତିର ସର୍ବାଗ୍ରେ କୋଦଳା…

    “ଜନତା ମାଗେ ଜବାବ “28 ଜୁଲାଇ 2026