ସ୍କୁଲ ପିଲାଙ୍କୁ ମିଳିବ ଚାଉଳ, ବ୍ୟାଙ୍କ ଖାତାକୁ ଯିବ ଟଙ୍କା

Spread the love

ଜେଏମଜେ ବ୍ୟୁରୋ : ଚଳିତ ବର୍ଷ ହିଟୱେଭ ଯୋଗୁଁ ନିର୍ଦ୍ଧାରିତ ସମୟ ପୂର୍ବରୁ ବନ୍ଦ ହୋଇଥିଲା ସ୍କୁଲ। ଟାଣ ଖରା ଆସିଲା ଓ ସ୍କୁଲ ୫ ମେ ପରିବର୍ତ୍ତେ ୨୩ ଏପ୍ରିଲରୁ ବନ୍ଦ ରଖାଯାଇଥିଲା। ଏହି ସମୟ ମଧ୍ୟରେ ୧୧ ଦିନ ମଧ୍ୟାନ୍ନ ଭୋଜନ ଦିଆଯାଇ ନଥିଲା। ସେହି ୧୧ ଦିନର ଚାଉଳ ସହ ୧୧ ଦିନର ଅର୍ଥ ରାଶି ପିଲାମାନଙ୍କୁ ଦେବାକୁ PM ପୋଷଣ ନୋଡାଲ ଅଧିକାରୀ ଭବାନୀ ପ୍ରସାଦ ମିଶ୍ର ସମସ୍ତ ଜିଲ୍ଲାପାଳଙ୍କୁ ଚିଠି କରିଛନ୍ତି।

ଶିଶୁ ବାଟିକାରୁ ପଞ୍ଚମ ଶ୍ରେଣୀ ଯାଏଁ ଦୈନିକ ୧୧ଟଙ୍କା ୧୫ ପଇସା ସହ ଶହେ ଗ୍ରାମ ଚାଉଳ ଓ ଷଷ୍ଠରୁ ଦଶମ ଯାଏଁ ପ୍ରତି ପିଲାଙ୍କୁ ମିଳିବ ଦୈନିକ ୧୪ ଟଙ୍କା ୭୪ ପଇସା ସହ ଏବଂ ଦେଢ଼ ଶହ ଗ୍ରାମ ଲେଖାଏଁ ଚାଉଳ ମଧ୍ୟ ମିଳିବ। ଅର୍ଥ ରାଶି ପିଲା କି ସେମାନଙ୍କ ବ୍ୟାଙ୍କ ଆକାଉଣ୍ଟକୁ ପଠାଯିବ। ସମସ୍ତ ଅର୍ଥ ରାଶି ଓ ଚାଉଳ ଯେପରି ଦିଆଯିବ ଏହାକୁ ସୁନିଶ୍ଚିତ କରିବେ ପ୍ରଧାନ ଶିକ୍ଷକ ।

  • jmjnewso

    Related Posts

    ପିଏମ୍‌ଶ୍ରୀ ସ୍କୁଲ୍‌ରେ କୃଷି ଧନ୍ଦାମୂଳକ ଶିକ୍ଷା: ଓସେପା ଓ ଓୟୁଏଟି ମଧ୍ୟରେ ଚୁକ୍ତି ସ୍ୱାକ୍ଷରିତ

    Spread the love

    Spread the loveଭୁବନେଶ୍ୱର : ଜେଏମଜେ ନ୍ୟୁଜ : ରାଜ୍ୟର ବିଦ୍ୟାଳୟ ଛାତ୍ରଛାତ୍ରୀଙ୍କୁ କୃଷି ଓ ଆନୁଷଙ୍ଗିକ କ୍ଷେତ୍ରରେ ବ୍ୟାବହାରିକ ଏବଂ କ୍ଷେତ୍ର-ଭିତ୍ତିକ ଧନ୍ଦାମୂଳକ ଶିକ୍ଷା ପ୍ରଦାନ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ଗ୍ରହଣ କରାଯାଇଛି। ଓଡ଼ିଶା ବିଦ୍ୟାଳୟ ଶିକ୍ଷା କାର୍ଯ୍ୟକ୍ରମ…

    ରାଜ୍ୟର ସମସ୍ତ ବିଦ୍ୟାଳୟରେ ଗୁରୁ ଦିବସ ଏଵଂ ଶିଶୁ ଦିବସରେ ହେବ ପାଠପଢା

    Spread the love

    Spread the loveଜେଏମଜେ ନ୍ୟୁଜ : ରାଜ୍ୟର ସମସ୍ତ ବିଦ୍ୟାଳୟରେ ଏଣିକି ଗୁରୁ ଦିବସ ଏବଂ ଶିଶୁ ଦିବସ ଅବସରରେ ପାଠପଢ଼ା ବନ୍ଦ ରହିବ ନାହିଁ। ଏହି ବିଶେଷ ଦିନଗୁଡ଼ିକରେ ସ୍କୁଲରେ ଉତ୍ସବ ପାଳନ ହେବା ସହିତ ନିୟମିତ ଭାବେ ଶିକ୍ଷାଦାନ…

    Leave a Reply

    Your email address will not be published. Required fields are marked *

    You Missed

    ଉତ୍ତର ଆଣ୍ଡାମାନ ସାଗରକୁ ଘୂର୍ଣ୍ଣିବଳୟ, ୧୯ ବେଳକୁ ଲଘୁଚାପ, ବାତ୍ୟା ସମ୍ଭାବନା !

    • By jmjnewso
    • September 18, 2026
    • 23 views
    ଉତ୍ତର ଆଣ୍ଡାମାନ ସାଗରକୁ ଘୂର୍ଣ୍ଣିବଳୟ, ୧୯ ବେଳକୁ ଲଘୁଚାପ, ବାତ୍ୟା ସମ୍ଭାବନା !

    ଜାରି ହେଲା ପୌର ନିର୍ବାଚନ ସଂଶୋଧିତ ସମୟସୂଚୀ

    • By jmjnewso
    • September 18, 2026
    • 47 views
    ଜାରି ହେଲା ପୌର ନିର୍ବାଚନ ସଂଶୋଧିତ ସମୟସୂଚୀ

    ମହଙ୍ଗା ପଡିଲା ମହିଳା ସହକର୍ମୀ ଙ୍କୁ ଅସଦାଚରଣ, ବନ୍ଧା ହେଲେ ଅତିରିକ୍ତ ସଚିବ

    • By jmjnewso
    • September 18, 2026
    • 28 views
    ମହଙ୍ଗା ପଡିଲା ମହିଳା ସହକର୍ମୀ ଙ୍କୁ ଅସଦାଚରଣ, ବନ୍ଧା ହେଲେ ଅତିରିକ୍ତ ସଚିବ

    କ୍ରସ ଭୋଟିଂ, ଆଜି ହାଇକୋର୍ଟରେ ଶୁଣାଣି

    • By jmjnewso
    • September 18, 2026
    • 32 views
    କ୍ରସ ଭୋଟିଂ, ଆଜି ହାଇକୋର୍ଟରେ ଶୁଣାଣି

    ହନୁମାନ ଚାଳିଶା ଓ ସୁନ୍ଦରାକାଣ୍ଡ ପରିବେଶୀତ

    • By jmjnewso
    • September 17, 2026
    • 53 views
    ହନୁମାନ ଚାଳିଶା ଓ ସୁନ୍ଦରାକାଣ୍ଡ ପରିବେଶୀତ

    ଖଜା ଦୋକାନ ଓ ଭାଟିରେ ଚଢ଼ାଉକ୍ବିଣ୍ଟାଲ କ୍ବିଣ୍ଟାଲ ଖଜା, ପୋଡାତେଲ ଓ ବାସୀ ଚିନିସିରା ଜବତ

    • By jmjnewso
    • September 17, 2026
    • 92 views
    ଖଜା ଦୋକାନ ଓ ଭାଟିରେ ଚଢ଼ାଉକ୍ବିଣ୍ଟାଲ କ୍ବିଣ୍ଟାଲ ଖଜା, ପୋଡାତେଲ ଓ ବାସୀ ଚିନିସିରା ଜବତ