ଓଳାଶୁଣୀରେ ହେବି ୱେଟ ନେତାଙ୍କ ଗୁପ୍ତ ବୈଠକ

Spread the love

ଜେଏମଜେ ବ୍ୟୁରୋ : ଓଳାଶୁଣୀରେ ହେବି ୱେଟ ନେତାଙ୍କ ଗୁପ୍ତ ବୈଠକ । ରାଜ୍ୟ ରାଜନୀତିରେ ହଟ ଚମଟ । ଯାଜପୁର ଜିଲ୍ଲା ଲଳିତଗିରିର ସନ୍ଥ ଅରକ୍ଷିତ ଦାସଙ୍କ ପୀଠ ଓଳାଶୁଣି ଠାରେ ରାଜ୍ୟର ବିଭିନ୍ନ ପୁରୁଖା ନେତାଙ୍କ ମେଳି ବାନ୍ଧିଥିବା ସୂଚନା ରହିଛି। ବରିଷ୍ଠ ନେତା ଅମର ଶତପଥୀ, ସୌମ୍ୟ ରଞ୍ଜନ ପଟ୍ଟନାୟକ, ପ୍ରସନ୍ନ ପାଟ୍ଟଶାଣୀ, ରାମ ଚନ୍ଦ୍ର ହାଁସଦା, ପ୍ରଭାତ ତ୍ରୀପାଠୀ, ରବି ପାଣିଙ୍କ ସମେତ ବିଭିନ୍ନ ପୂର୍ବତନ ବିଧାୟକ ଓ ରାଜ୍ୟସଭା ସାଂସଦ ଉପସ୍ଥିତ ରହିଥିବା ଦେଖିବାକୁ ମିଳିଥିଲା ।
ଉପସ୍ଥିତି ଥିବା ନେତାଙ୍କ ମଧ୍ୟରୁ ଅନେକଙ୍କ ମତ ଥିଲା, ଲୋକେ ସରକାର ପରିବର୍ତ୍ତନ କରିଛନ୍ତି ସତ । କିନ୍ତୁ ଯେଉଁ ଉଦ୍ଦେଶ୍ୟ ନେଇ ସରକାର ପରିବର୍ତ୍ତନ ହୋଇଥିଲା ତାହାର ସୁଫଳ ସଠିକ ଭାବରେ ଜନତାଙ୍କୁ ମିଳି ନାହିଁ । ରାଜ୍ୟ ରାଜନୀତିରେ ଏକ ନୂଆ ଆଞ୍ଚଳିକ ଦଳର ଆବଶ୍ୟକ ରହିଛି ବୋଲି ମତ ପ୍ରକାଶ ପାଇଥିଲା..

  • jmjnewso

    Related Posts

    କ୍ରସ ଭୋଟିଂ, ଆଜି ହାଇକୋର୍ଟରେ ଶୁଣାଣି

    Spread the love

    Spread the loveଭୁବନେଶ୍ୱର : ଜେଏମଜେ ନ୍ୟୁଜ : ରାଜ୍ୟସଭା ନିର୍ବାଚନରେ କ୍ରସ ଭୋଟିଂ ମାମଲା । ଆଜି ହାଇକୋର୍ଟ ରେ ହେବ ଶୁଣାଣି । କ୍ରସ ଭୋଟିଂ କରିଥିବା ୮ ଜଣ ବିଧାୟକଙ୍କ ସଭ୍ୟପଦ ରଦ୍ଦ ପାଇଁ ବିଜେଡି ପକ୍ଷରୁ…

    ସରକାରଙ୍କୁ ଅଡୁଆ ନିଜ ଦଳର ୩ ସାଂସଦଙ୍କ ଅସନ୍ତୋଷର ଚିଠି!

    Spread the love

    Spread the loveଭୁବନେଶ୍ୱର : ଜେଏମଜେ ନ୍ୟୁଜ : ରାଜ୍ୟରେ ଭିତ୍ତିଭୂମି ବିକାଶ କାର୍ଯ୍ୟର ମନ୍ଥର ଗତିକୁ ନେଇ ବ୍ୟାପକ ଅସନ୍ତୋଷ ମଧ୍ୟରେ, ବର୍ତ୍ତମାନ ଖୋଦ ଶାସକ ଦଳର ତିନିଜଣ ପ୍ରଭାବଶାଳୀ ସାଂସଦ ସରକାରଙ୍କ ଉପରେ ନିଜର ଅସନ୍ତୋଷ ବ୍ୟକ୍ତ କରିଛନ୍ତି।ବଲାଙ୍ଗୀର…

    Leave a Reply

    Your email address will not be published. Required fields are marked *

    You Missed

    ଉତ୍ତର ଆଣ୍ଡାମାନ ସାଗରକୁ ଘୂର୍ଣ୍ଣିବଳୟ, ୧୯ ବେଳକୁ ଲଘୁଚାପ, ବାତ୍ୟା ସମ୍ଭାବନା !

    • By jmjnewso
    • September 18, 2026
    • 23 views
    ଉତ୍ତର ଆଣ୍ଡାମାନ ସାଗରକୁ ଘୂର୍ଣ୍ଣିବଳୟ, ୧୯ ବେଳକୁ ଲଘୁଚାପ, ବାତ୍ୟା ସମ୍ଭାବନା !

    ଜାରି ହେଲା ପୌର ନିର୍ବାଚନ ସଂଶୋଧିତ ସମୟସୂଚୀ

    • By jmjnewso
    • September 18, 2026
    • 46 views
    ଜାରି ହେଲା ପୌର ନିର୍ବାଚନ ସଂଶୋଧିତ ସମୟସୂଚୀ

    ମହଙ୍ଗା ପଡିଲା ମହିଳା ସହକର୍ମୀ ଙ୍କୁ ଅସଦାଚରଣ, ବନ୍ଧା ହେଲେ ଅତିରିକ୍ତ ସଚିବ

    • By jmjnewso
    • September 18, 2026
    • 28 views
    ମହଙ୍ଗା ପଡିଲା ମହିଳା ସହକର୍ମୀ ଙ୍କୁ ଅସଦାଚରଣ, ବନ୍ଧା ହେଲେ ଅତିରିକ୍ତ ସଚିବ

    କ୍ରସ ଭୋଟିଂ, ଆଜି ହାଇକୋର୍ଟରେ ଶୁଣାଣି

    • By jmjnewso
    • September 18, 2026
    • 32 views
    କ୍ରସ ଭୋଟିଂ, ଆଜି ହାଇକୋର୍ଟରେ ଶୁଣାଣି

    ହନୁମାନ ଚାଳିଶା ଓ ସୁନ୍ଦରାକାଣ୍ଡ ପରିବେଶୀତ

    • By jmjnewso
    • September 17, 2026
    • 53 views
    ହନୁମାନ ଚାଳିଶା ଓ ସୁନ୍ଦରାକାଣ୍ଡ ପରିବେଶୀତ

    ଖଜା ଦୋକାନ ଓ ଭାଟିରେ ଚଢ଼ାଉକ୍ବିଣ୍ଟାଲ କ୍ବିଣ୍ଟାଲ ଖଜା, ପୋଡାତେଲ ଓ ବାସୀ ଚିନିସିରା ଜବତ

    • By jmjnewso
    • September 17, 2026
    • 92 views
    ଖଜା ଦୋକାନ ଓ ଭାଟିରେ ଚଢ଼ାଉକ୍ବିଣ୍ଟାଲ କ୍ବିଣ୍ଟାଲ ଖଜା, ପୋଡାତେଲ ଓ ବାସୀ ଚିନିସିରା ଜବତ