ପୁଣି ସ୍ଥଗିତ ରହିଲା ସ୍ୱତନ୍ତ୍ର ଓଟିଇଟି ପରୀକ୍ଷା

Spread the love

ଜେଏମଜେ ବ୍ୟୁରୋ : ପୁଣି ସ୍ଥଗିତ ରହିଲା ସ୍ୱତନ୍ତ୍ର ଓଟିଇଟି ପରୀକ୍ଷା । ଆସନ୍ତା ୩୧ ତାରିଖରେ ଏହି ପରୀକ୍ଷା ହେବାକୁ ଥିଲା । ହେଲେ ବର୍ତ୍ତମାନ ସମୟରେ ଏହି ପରୀକ୍ଷା ସ୍ଥଗିତ ରହିବା ନେଇ ସୂଚନା ଦେଇଛି ମାଧ୍ୟମିକ ଶିକ୍ଷା ପରିଷଦ । ଅନିବାର୍ଯ୍ୟ କାରଣ ପାଇଁ ପରୀକ୍ଷା ସ୍ଥଗିତ ରହିଲା ବୋଲି ବୋର୍ଡ ପକ୍ଷରୁ କୁହାଯାଇଛି । ଏହାସହ ପରୀକ୍ଷା କେବେ ହେବ ସେନେଇ ମଧ୍ୟ ବୋର୍ଡ ପକ୍ଷରୁ ଶୀଘ୍ର ଜଣାଇ ଦିଆଯିବ ବୋଲି କୁହାଯାଇଛି ।ସ୍ବତନ୍ତ୍ର ଓଟିଇଟି ପରୀକ୍ଷା ସ୍ଥଗିତ ରଖାଯାଇଛି…୩୧ ତାରିଖରେ ହେବାକୁ ଥିଲା ପରୀକ୍ଷା , ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ସୂଚନା ମିଳିଛି।

  • jmjnewso

    Related Posts

    ପିଏମ୍‌ଶ୍ରୀ ସ୍କୁଲ୍‌ରେ କୃଷି ଧନ୍ଦାମୂଳକ ଶିକ୍ଷା: ଓସେପା ଓ ଓୟୁଏଟି ମଧ୍ୟରେ ଚୁକ୍ତି ସ୍ୱାକ୍ଷରିତ

    Spread the love

    Spread the loveଭୁବନେଶ୍ୱର : ଜେଏମଜେ ନ୍ୟୁଜ : ରାଜ୍ୟର ବିଦ୍ୟାଳୟ ଛାତ୍ରଛାତ୍ରୀଙ୍କୁ କୃଷି ଓ ଆନୁଷଙ୍ଗିକ କ୍ଷେତ୍ରରେ ବ୍ୟାବହାରିକ ଏବଂ କ୍ଷେତ୍ର-ଭିତ୍ତିକ ଧନ୍ଦାମୂଳକ ଶିକ୍ଷା ପ୍ରଦାନ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ଗ୍ରହଣ କରାଯାଇଛି। ଓଡ଼ିଶା ବିଦ୍ୟାଳୟ ଶିକ୍ଷା କାର୍ଯ୍ୟକ୍ରମ…

    ରାଜ୍ୟର ସମସ୍ତ ବିଦ୍ୟାଳୟରେ ଗୁରୁ ଦିବସ ଏଵଂ ଶିଶୁ ଦିବସରେ ହେବ ପାଠପଢା

    Spread the love

    Spread the loveଜେଏମଜେ ନ୍ୟୁଜ : ରାଜ୍ୟର ସମସ୍ତ ବିଦ୍ୟାଳୟରେ ଏଣିକି ଗୁରୁ ଦିବସ ଏବଂ ଶିଶୁ ଦିବସ ଅବସରରେ ପାଠପଢ଼ା ବନ୍ଦ ରହିବ ନାହିଁ। ଏହି ବିଶେଷ ଦିନଗୁଡ଼ିକରେ ସ୍କୁଲରେ ଉତ୍ସବ ପାଳନ ହେବା ସହିତ ନିୟମିତ ଭାବେ ଶିକ୍ଷାଦାନ…

    Leave a Reply

    Your email address will not be published. Required fields are marked *

    You Missed

    ସରକାରଙ୍କୁ ଅଡୁଆ ନିଜ ଦଳର ୩ ସାଂସଦଙ୍କ ଅସନ୍ତୋଷର ଚିଠି!

    • By jmjnewso
    • September 16, 2026
    • 14 views
    ସରକାରଙ୍କୁ ଅଡୁଆ ନିଜ ଦଳର ୩ ସାଂସଦଙ୍କ ଅସନ୍ତୋଷର ଚିଠି!

    ବିକାଶ ପ୍ରକଳ୍ପରେ ଅବ୍ୟବସ୍ଥା ଅଭିଯୋଗ ଆଣି ୩ ସାଂସଦଙ୍କ ସରକାରଙ୍କୁ ଚିଠି

    • By jmjnewso
    • September 15, 2026
    • 45 views
    ବିକାଶ ପ୍ରକଳ୍ପରେ ଅବ୍ୟବସ୍ଥା ଅଭିଯୋଗ ଆଣି ୩ ସାଂସଦଙ୍କ ସରକାରଙ୍କୁ ଚିଠି

    ମଣିପୁରରେ ପୁଣି ହିଂସା ; ଦୁଇ ମହିଳାଙ୍କୁ ଗୁଳି କରି ହତ୍ୟା। ଜାଳିଦେଲେ ଫାର୍ମହାଉସ୍

    • By jmjnewso
    • September 15, 2026
    • 41 views
    ମଣିପୁରରେ ପୁଣି ହିଂସା ; ଦୁଇ ମହିଳାଙ୍କୁ ଗୁଳି କରି ହତ୍ୟା। ଜାଳିଦେଲେ ଫାର୍ମହାଉସ୍

    UPI କାରବାର ନେଇ ଆସିଲା ନୂଆ ନିୟମ

    • By jmjnewso
    • September 15, 2026
    • 44 views
    UPI କାରବାର ନେଇ ଆସିଲା ନୂଆ ନିୟମ

    ପିଙ୍କୁ ଦାଶ ଙ୍କ ସମେତ 4 ଗିରଫ

    • By jmjnewso
    • September 15, 2026
    • 76 views
    ପିଙ୍କୁ ଦାଶ ଙ୍କ ସମେତ 4 ଗିରଫ

    ଗୋପାଳପୁର ଆହାର କେନ୍ଦ୍ର ବନ୍ଦ,ଖାଇବାକୁ ନପାଇ ଫେରିଗଲେ ଲୋକେ

    • By jmjnewso
    • September 15, 2026
    • 52 views
    ଗୋପାଳପୁର ଆହାର କେନ୍ଦ୍ର ବନ୍ଦ,ଖାଇବାକୁ ନପାଇ ଫେରିଗଲେ ଲୋକେ