ଦୁର୍ନୀତିଖୋର କର୍ମଚାରୀଙ୍କୁ ଟ୍ରାକିଂ କରାଯିବ ରାଜସ୍ୱ ମନ୍ତ୍ରୀଙ୍କ ବଡ଼ ବୟାନ।

Spread the love

ଜେଏମଜେ ବ୍ୟୁରୋ : ଏଣିକି ସାବାଡ ହେବେ ଦୁର୍ନୀତିଖୋର କର୍ମଚାରୀ। ସରକାରଙ୍କଠାରୁ କେହି ବର୍ତ୍ତିପାରିବେନି। କାରଣ ରାଜ୍ୟ ସରକାର ଆଣିବେ କଠୋର ନିୟମ। ତେବେ ଦୁର୍ନୀତିଖୋର କର୍ମଚାରୀଙ୍କୁ ନେଇ ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ ଶୁକ୍ରବାର ଏକ ବଡ଼ ପ୍ରତିକ୍ରିୟା ରଖିଛନ୍ତି।

ଦୁର୍ନୀତିଖୋରଙ୍କୁ ଠାବ କରିବା ପାଇଁ ଟେକ୍ନୋଲୋଜିର ବ୍ୟବହାର କରାଯିବ ବୋଲି ମନ୍ତ୍ରୀ କହିଛନ୍ତି। ଏପରିକି ବୈଷୟିକ ଜ୍ଞାନ କୌଶଳ ପ୍ରୟୋଗ କରି ଦୁର୍ନୀତିଖୋର କର୍ମଚାରୀଙ୍କୁ ଠାବ କରାଯିବ। ଏହି ଜ୍ଞାନ କୌଶଳ ଆପଣେଇବା ପାଇଁ ଆଲୋଚନା ଆରମ୍ଭ ହୋଇଯାଇଛି। ଏପରିକି ସନ୍ଦେହ ଘେରରେ ଥିବା କର୍ମଚାରୀଙ୍କ ଗତିବିଧି ଟ୍ରାକ କରାଯିବ ବୋଲି ମନ୍ତ୍ରୀ କହିଛନ୍ତି।

  • jmjnewso

    Related Posts

    ଡିସିପି ଜଗମୋହନ ମୀନାଙ୍କ ଇସ୍ତଫା ଗ୍ରହଣ କଲେ କେନ୍ଦ୍ର ସରକାର

    Spread the love

    Spread the loveଭୁବନେଶ୍ୱର: ଜେଏମଜେ ନ୍ୟୁଜ : ଡେପୁଟି କମିଶନର ଅଫ ପୋଲିସ(ଡିସିପି) ଜଗମୋହନ ମୀନାଙ୍କ ଇସ୍ତଫା ଗୃହୀତ ହୋଇଛି। କେନ୍ଦ୍ର ସରକାର ଏହି ଇସ୍ତଫାପତ୍ରକୁ ଆନୁଷ୍ଠାନିକ ଭାବେ ଗ୍ରହଣ କରିଛନ୍ତି। ଚାକିରିରୁ ଅବସର ନେବା ପାଇଁ ସେ ପୂର୍ବରୁ ଦେଇଥିବା…

    ପୁଣି 22 କୁ ଘୁଞ୍ଚିଲା DGP ମାମଲାର ସୁପ୍ରିମକୋର୍ଟରେ ଶୁଣାଣି

    Spread the love

    Spread the loveଭୁବନେଶ୍ବର: ଜେଏମଜେ ନ୍ୟୁଜ : ପୁଣି ଘୁଞ୍ଚିଲା DGP ମାମଲାର ସୁପ୍ରିମକୋର୍ଟରେ ଶୁଣାଣି । ଆସନ୍ତା ୨୨ତାରିଖରେ ହେବ ପରବର୍ତ୍ତୀ ଶୁଣାଣି । ଆଜିର ଶୁଣାଣି ବେଳେ ରାଜ୍ୟ ସରକାରଙ୍କ ପ୍ରସ୍ତାବ ଏବଂ ଡିଜି ଚୟନ ସମ୍ପୂର୍ଣ୍ଣ ଆଇନ…

    Leave a Reply

    Your email address will not be published. Required fields are marked *

    You Missed

    ଡିସିପି ଜଗମୋହନ ମୀନାଙ୍କ ଇସ୍ତଫା ଗ୍ରହଣ କଲେ କେନ୍ଦ୍ର ସରକାର

    • By jmjnewso
    • September 17, 2026
    • 28 views
    ଡିସିପି ଜଗମୋହନ ମୀନାଙ୍କ ଇସ୍ତଫା ଗ୍ରହଣ କଲେ କେନ୍ଦ୍ର ସରକାର

    ଦାନା ବାନ୍ଧିଲାଣି ଲଘୁଚାପ :ଓଡ଼ିଶା ଉପକୂଳ ଆଡ଼କୁ ମୁହାଁଇବା ସମ୍ଭାବନା

    • By jmjnewso
    • September 17, 2026
    • 20 views
    ଦାନା ବାନ୍ଧିଲାଣି ଲଘୁଚାପ :ଓଡ଼ିଶା ଉପକୂଳ ଆଡ଼କୁ ମୁହାଁଇବା ସମ୍ଭାବନା

    ପୁଣି 22 କୁ ଘୁଞ୍ଚିଲା DGP ମାମଲାର ସୁପ୍ରିମକୋର୍ଟରେ ଶୁଣାଣି

    • By jmjnewso
    • September 17, 2026
    • 19 views
    ପୁଣି 22 କୁ ଘୁଞ୍ଚିଲା DGP ମାମଲାର ସୁପ୍ରିମକୋର୍ଟରେ ଶୁଣାଣି

    ମାଲକାନଗିରିଜେଲରେ ପୁଣି ଜଣେ କଏଦୀଙ୍କ ମୃତ୍ୟୁକୁ ନେଇ ଉତ୍ତେଜନା

    • By jmjnewso
    • September 16, 2026
    • 41 views
    ମାଲକାନଗିରିଜେଲରେ ପୁଣି ଜଣେ କଏଦୀଙ୍କ ମୃତ୍ୟୁକୁ ନେଇ ଉତ୍ତେଜନା

    ସମ୍ବଲପୁରରେ ତୃତୀୟ ଡପଲର୍ ରାଡାର୍

    • By jmjnewso
    • September 16, 2026
    • 34 views
    ସମ୍ବଲପୁରରେ ତୃତୀୟ ଡପଲର୍ ରାଡାର୍

    ବଜାର ରେ. ମିଳୁଛି ବିଷ ମିଶା କଦଳୀ ¡ ନିରବୀ ଯାଇଛି ପ୍ରଶାସନ..

    • By jmjnewso
    • September 16, 2026
    • 36 views
    ବଜାର ରେ. ମିଳୁଛି ବିଷ ମିଶା କଦଳୀ ¡ ନିରବୀ ଯାଇଛି ପ୍ରଶାସନ..