କବିସୂର୍ଯ୍ୟନଗର ଠାରେ ତିନି ଦିନ ବ୍ୟାପୀ CPI ର ଜିଲ୍ଲା ସମ୍ମିଳନୀ

Spread the love

ଜେଏମଜେ ବ୍ୟୁରୋ : କବିସୂର୍ଯ୍ୟନଗର ଠାରେ ଭାରତୀୟ କମ୍ୟୁନିଷ୍ଟ ପାର୍ଟି ର 24 ତମ ଜିଲ୍ଲା ସମ୍ମିଳନୀ ସାଥୀ ପ୍ରବୀଣ କୁମାର ଦାଶ ଙ୍କ ସଭାପତିତ୍ବ ରେ ଅନୁଷ୍ଠିତ ହୋଇଯାଇଛି.

ତ୍ୟାଗ, ସଂଗ୍ରାମଓ ବଳିଦାନ ର 100 ବର୍ଷ ପୂର୍ତ୍ତି ଅବସରରେ ଆୟୋଜିତ ତିନିଦିନିଆ ସମ୍ମିଳନୀ ଆଜି ଆରମ୍ଭ ହୋଇଯାଇଛି, ଶହ ଶହ କର୍ମୀ ନେତା କବିସୂର୍ଯ୍ୟନଗର ସହର ରେ ଶୋଭାଯାତ୍ରା କରି କେନ୍ଦ୍ର ନେତୃତ୍ବାଧୀନ ସରକାର ଙ୍କ ଜନମାରଣ ନୀତି ବିରୁଦ୍ଧରେ ନାରା ଦେଇ ଜନତାଙ୍କୁ ସଚେତନ କରାଇଥିବା ଜଣାଯାଇଛି..

ଏବଂ ବନଦେବୀ ନିକଟରେ ଅନୁଷ୍ଠିତ ସଭା ରେ CPI ଜାତୀୟ ପରିଷଦ ସଭ୍ୟ ରାମକୃଷ୍ଣ ପଣ୍ଡା, ରାଜ୍ୟ ସମ୍ପାଦକ ଆସିତ କାନୁନଗୋ, ଗଞ୍ଜାମ ଜିଲ୍ଲା ସମ୍ପାଦକ ପ୍ରକାଶ ପାତ୍ର, ପୂର୍ବତନ ବିଧାୟକ ନାରାୟଣ ରେଡି ଙ୍କ ସମେତ ବହୁ କର୍ମକର୍ତା ଯୋଗ ଦେଇ ସରକାର ଙ୍କ ଜନ ମାରଣ ନୀତି ବିରୁଦ୍ଧରେ ଉଦବୋଧନ ଦେଇଥିବା ଜଣାଯାଇଛି..

  • jmjnewso

    Related Posts

    ସରକାରଙ୍କୁ ଅଡୁଆ ନିଜ ଦଳର ୩ ସାଂସଦଙ୍କ ଅସନ୍ତୋଷର ଚିଠି!

    Spread the love

    Spread the loveଭୁବନେଶ୍ୱର : ଜେଏମଜେ ନ୍ୟୁଜ : ରାଜ୍ୟରେ ଭିତ୍ତିଭୂମି ବିକାଶ କାର୍ଯ୍ୟର ମନ୍ଥର ଗତିକୁ ନେଇ ବ୍ୟାପକ ଅସନ୍ତୋଷ ମଧ୍ୟରେ, ବର୍ତ୍ତମାନ ଖୋଦ ଶାସକ ଦଳର ତିନିଜଣ ପ୍ରଭାବଶାଳୀ ସାଂସଦ ସରକାରଙ୍କ ଉପରେ ନିଜର ଅସନ୍ତୋଷ ବ୍ୟକ୍ତ କରିଛନ୍ତି।ବଲାଙ୍ଗୀର…

    ବିକାଶ ପ୍ରକଳ୍ପରେ ଅବ୍ୟବସ୍ଥା ଅଭିଯୋଗ ଆଣି ୩ ସାଂସଦଙ୍କ ସରକାରଙ୍କୁ ଚିଠି

    Spread the love

    Spread the loveଜେଏମଜେ ବ୍ୟୁରୋ : ସରକାରୀ କାମରେ ବଡ଼ ଗଡ଼ବଡ଼ର ଅଭିଯୋଗ । ଚିଠି ଲେଖି ଅସନ୍ତୋଷ ଝାଡ଼ିଲେ ତିନି ସାଂସଦ । ସଙ୍ଗୀତା ସିଂଦେଓ, ବଳଭଦ୍ର ମାଝୀ,ଓ ପାଣିଗ୍ରାହୀଙ୍କ ଚିଠି । ତେବେ ଚିଠିରେ କେଉଁ ସାଂସଦ କଣ…

    Leave a Reply

    Your email address will not be published. Required fields are marked *

    You Missed

    ବଜାର ରେ. ମିଳୁଛି ବିଷ ମିଶା କଦଳୀ ¡ ନିରବୀ ଯାଇଛି ପ୍ରଶାସନ..

    • By jmjnewso
    • September 16, 2026
    • 21 views
    ବଜାର ରେ. ମିଳୁଛି ବିଷ ମିଶା କଦଳୀ ¡ ନିରବୀ ଯାଇଛି ପ୍ରଶାସନ..

    ସରକାରଙ୍କୁ ଅଡୁଆ ନିଜ ଦଳର ୩ ସାଂସଦଙ୍କ ଅସନ୍ତୋଷର ଚିଠି!

    • By jmjnewso
    • September 16, 2026
    • 29 views
    ସରକାରଙ୍କୁ ଅଡୁଆ ନିଜ ଦଳର ୩ ସାଂସଦଙ୍କ ଅସନ୍ତୋଷର ଚିଠି!

    ବିକାଶ ପ୍ରକଳ୍ପରେ ଅବ୍ୟବସ୍ଥା ଅଭିଯୋଗ ଆଣି ୩ ସାଂସଦଙ୍କ ସରକାରଙ୍କୁ ଚିଠି

    • By jmjnewso
    • September 15, 2026
    • 45 views
    ବିକାଶ ପ୍ରକଳ୍ପରେ ଅବ୍ୟବସ୍ଥା ଅଭିଯୋଗ ଆଣି ୩ ସାଂସଦଙ୍କ ସରକାରଙ୍କୁ ଚିଠି

    ମଣିପୁରରେ ପୁଣି ହିଂସା ; ଦୁଇ ମହିଳାଙ୍କୁ ଗୁଳି କରି ହତ୍ୟା। ଜାଳିଦେଲେ ଫାର୍ମହାଉସ୍

    • By jmjnewso
    • September 15, 2026
    • 41 views
    ମଣିପୁରରେ ପୁଣି ହିଂସା ; ଦୁଇ ମହିଳାଙ୍କୁ ଗୁଳି କରି ହତ୍ୟା। ଜାଳିଦେଲେ ଫାର୍ମହାଉସ୍

    UPI କାରବାର ନେଇ ଆସିଲା ନୂଆ ନିୟମ

    • By jmjnewso
    • September 15, 2026
    • 44 views
    UPI କାରବାର ନେଇ ଆସିଲା ନୂଆ ନିୟମ

    ପିଙ୍କୁ ଦାଶ ଙ୍କ ସମେତ 4 ଗିରଫ

    • By jmjnewso
    • September 15, 2026
    • 76 views
    ପିଙ୍କୁ ଦାଶ ଙ୍କ ସମେତ 4 ଗିରଫ