ପୂରଣ ହେବ ୩୦୦ ଅଗ୍ନିଶମ ପଦବୀ: ମୁଖ୍ୟମନ୍ତ୍ରୀ

Spread the love

ଜେଏମଜେ ବ୍ୟୁରୋ : ଅଗ୍ନିଶମ ବିଭାଗରେ ଖାଲି ୩୦୦ ପଦବୀ ଡିସେମ୍ବର ସୁଦ୍ଧା ପୂରଣ ହେବ । ଅଗ୍ନିଯୋଦ୍ଧା ପ୍ରଶିକ୍ଷାର୍ଥୀଙ୍କ ଦୀକ୍ଷାନ୍ତ ସମାରୋହରେ ମୁଖ୍ୟମନ୍ତ୍ରୀ କଲେ ବଡ ଘୋଷଣା । କହିଲେ ଅଗ୍ନିଶମ ବିଭାଗ ପକ୍ଷରୁ ୯୧୧ ଅଗ୍ନିଯୋଦ୍ଧା ପଦବୀ ପୂରଣ ହୋଇଛି । ଦକ୍ଷତା ବୃଦ୍ଧି ପାଇଁ ଓଡିଶାରେ ଏକ ବିଶ୍ୱସ୍ତରୀୟ ସିମୁଲେଟର ପ୍ରତିଷ୍ଠା କରାଯିବ । ରାମଚଣ୍ଡିରେ ଏକ ଜଳ ଦକ୍ଷତା ଏବଂ ପ୍ରଶିକ୍ଷଣ କେନ୍ଦର ନିର୍ମାଣ ଜାରି ରହିଛି । ଅଗ୍ନିଯୋଦ୍ଧା ପ୍ରଶିକ୍ଷାର୍ଥୀଙ୍କ ଦୀକ୍ଷାନ୍ତ ସମାରୋହରେ  ଯୋଗଦେଇଥିଲେ ମୁଖ୍ୟମନ୍ତ୍ରୀ । ପ୍ରଶିକ୍ଷାର୍ଥୀଙ୍କ ଦ୍ୱାରା ପରେଡ ପ୍ରଦର୍ଶନରେ ଭାଗ ନେଇଥିଲେ ମୁଖ୍ୟମନ୍ତ୍ରୀ । ୯୧୧ ଅଗ୍ନିଯୋଦ୍ଧା ପ୍ରଶିକ୍ଷିତ ହୋଇଛନ୍ତି । ଏହି ସମାରୋହରେ ବାତ୍ୟା ବନ୍ୟା ଭଳି ବିପର୍ଯ୍ୟୟ ପରିସ୍ଥିତିକୁ ମୁକାବିଲା ପାଇଁ ପ୍ରଶିକ୍ଷିତ ହୋଇଥିଲେ ଅଗ୍ନିଯୋଦ୍ଧା । ଗତ ନଭେମ୍ବରରେ ଏହି ଯୋଦ୍ଧାମାନଙ୍କୁ ମୁଖ୍ୟମନ୍ତ୍ରୀ ନିଯୁକ୍ତି ପତ୍ର ଦେଇଥିଲେ ।

  • jmjnewso

    Related Posts

    ଆଇଏଏସ ସ୍ତରରେ ପୁଣି ଅଦଳବଦଳ

    Spread the love

    Spread the loveଭୁବନେଶ୍ୱର :ଜେଏମଜେ ନ୍ୟୁଜ : ଆଇଏଏସ ସ୍ତରରେ ପୁଣି ଅଦଳବଦଳ କରିଛନ୍ତି ରାଜ୍ୟ ସରକାର। ନୂଆ ଦାୟିତ୍ୱ ଅନୁଯାୟୀ, ସୂର୍ଯ୍ୟ ନାରାୟଣ ଦାସ, ସୌଦାମିନୀ ସେଠୀ ଏବଂ ଶୁଭ୍ରା ମହାନ୍ତି ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗର ଯୁଗ୍ମ…

    “ନଶାମୁକ୍ତ ଭାରତ ଅଭିଯାନ” ଅଗ୍ରଗତି ସଂପର୍କରେ ମୁଖ୍ୟ ଶାସନ ସଚିବଙ୍କ ସମୀକ୍ଷା

    Spread the love

    Spread the loveଭୁବନେଶ୍ବର: ଜେଏମଜେ ନ୍ୟୁଜ : ଓଡ଼ିଶାରେ “ନଶାମୁକ୍ତ ଭାରତ ଅଭିଯାନ”(ଏନ୍ଏମ୍ବିଏ), ନିଶାଦ୍ରବ୍ୟର ଚାହିଦା ହ୍ରାସ, ନିଶାଦ୍ରବ୍ୟର ଅବୈଧ କାରବାର ବିରୋଧରେ ପ୍ରବର୍ତ୍ତନ, ପୁନର୍ବାସ ଏବଂ ଜନସଚେତନତା କାର୍ଯ୍ୟକ୍ରମର ଅଗ୍ରଗତି ସଂପର୍କରେ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ ସମୀକ୍ଷା…

    Leave a Reply

    Your email address will not be published. Required fields are marked *

    You Missed

    ଆଇଏଏସ ସ୍ତରରେ ପୁଣି ଅଦଳବଦଳ

    • By jmjnewso
    • September 18, 2026
    • 22 views
    ଆଇଏଏସ ସ୍ତରରେ ପୁଣି ଅଦଳବଦଳ

    “ନଶାମୁକ୍ତ ଭାରତ ଅଭିଯାନ” ଅଗ୍ରଗତି ସଂପର୍କରେ ମୁଖ୍ୟ ଶାସନ ସଚିବଙ୍କ ସମୀକ୍ଷା

    • By jmjnewso
    • September 18, 2026
    • 30 views
    “ନଶାମୁକ୍ତ ଭାରତ ଅଭିଯାନ” ଅଗ୍ରଗତି ସଂପର୍କରେ ମୁଖ୍ୟ ଶାସନ ସଚିବଙ୍କ ସମୀକ୍ଷା

    ସୋମବାରେ ସର୍ବଦଳୀୟ ବୈଠକ, ୨୨ ତାରିଖରୁ ମୌସୁମୀ ଅଧିବେଶନ.।

    • By jmjnewso
    • September 18, 2026
    • 33 views
    ସୋମବାରେ ସର୍ବଦଳୀୟ ବୈଠକ, ୨୨ ତାରିଖରୁ ମୌସୁମୀ ଅଧିବେଶନ.।

    ଉତ୍ତର ଆଣ୍ଡାମାନ ସାଗରକୁ ଘୂର୍ଣ୍ଣିବଳୟ, ୧୯ ବେଳକୁ ଲଘୁଚାପ, ବାତ୍ୟା ସମ୍ଭାବନା !

    • By jmjnewso
    • September 18, 2026
    • 32 views
    ଉତ୍ତର ଆଣ୍ଡାମାନ ସାଗରକୁ ଘୂର୍ଣ୍ଣିବଳୟ, ୧୯ ବେଳକୁ ଲଘୁଚାପ, ବାତ୍ୟା ସମ୍ଭାବନା !

    ଜାରି ହେଲା ପୌର ନିର୍ବାଚନ ସଂଶୋଧିତ ସମୟସୂଚୀ

    • By jmjnewso
    • September 18, 2026
    • 62 views
    ଜାରି ହେଲା ପୌର ନିର୍ବାଚନ ସଂଶୋଧିତ ସମୟସୂଚୀ

    ମହଙ୍ଗା ପଡିଲା ମହିଳା ସହକର୍ମୀ ଙ୍କୁ ଅସଦାଚରଣ, ବନ୍ଧା ହେଲେ ଅତିରିକ୍ତ ସଚିବ

    • By jmjnewso
    • September 18, 2026
    • 37 views
    ମହଙ୍ଗା ପଡିଲା ମହିଳା ସହକର୍ମୀ ଙ୍କୁ ଅସଦାଚରଣ, ବନ୍ଧା ହେଲେ ଅତିରିକ୍ତ ସଚିବ