ଗଛକାଟି ପକାଇ ରାସ୍ତା ଅବରୋଧକଲେ ଗ୍ରାମବାସୀ. ଜିଲ୍ଲାପାଳ ଅଟକିଲେ

Spread the love

ରାୟଗଡ଼ା: ରାୟଗଡ଼ା ଜିଲ୍ଳାପାଳ ଆଶୁତୋଷ କୁଲକୁର୍ଣିଙ୍କ କଲ୍ୟାଣସିଂହପୁର ବ୍ଲକ ଗସ୍ତ ସମୟରେ ରାସ୍ତାରେ ସ୍ଥାନୀୟ ଗ୍ରାମବାସୀ ଗଛକାଟି ପକାଇ ଜିଲ୍ଲାପାଳଙ୍କ ରାସ୍ତା ଅବରୋଧ କରିଥିଛନ୍ତି। କଲ୍ୟାଣସିଂପୁର ବ୍ଲକ ପରିଦର୍ଶନରେ ଯାଇଥିବା ଜିଲ୍ଲାପାଳଙ୍କ ସମେତ ସ୍ଥାନୀୟ ଗୋଷ୍ଠୀ ଉନ୍ନୟନ ଅଧିକାରୀ ଏବଂ ଅନ୍ୟ ସରକାରୀ କର୍ମଚାରୀଙ୍କୁ କଲ୍ୟାଣସିଂହପୁର ସଦର ନିକଟସ୍ଥ ଘାଗୁଡ଼ିମାଳର ଗ୍ରାମବାସୀମାନେ ରାସ୍ତା ଅବରୋଧ କରିଥିଲେ। 

ନିଜ ଗ୍ରାମ ପାଇଁ ରାସ୍ତା ନିର୍ମାଣ କରିବା ପାଇଁ ପୂର୍ବରୁ ବହୁ ଜିଲ୍ଲାପାଳଙ୍କୁ ଅଭିଯୋଗ ଶୁଣାଣି ପ୍ରକୋଷ୍ଠରେ ଅନେକ ଥର ସମସ୍ୟା ସଂପର୍କରେ ଅବଗତ କରିଥିଲେ ମଧ୍ୟ ଗ୍ରାମ ପାଇଁ ରାସ୍ତା ତିଆରି ହେଇ ପାରି ନାହିଁl ବିଭିନ୍ନ ସମୟରେ ଗ୍ରାମବାସୀମାନ‌େ ନାହିଁ ନଥିବା ଅସୁବିଧା ସମ୍ମୁଖିନ ହେଉଥିବାରୁ  ରାସ୍ତା ପାଇଁ ଗ୍ରାମବାସୀଙ୍କ ଦାବି କେହି ଶୁଣୁନଥିବାରୁ ଗ୍ରାମବାସୀମାନ‌େ ଅତିଷ୍ଠ ହୋଇ ଘାଗୁଡ଼ିମାଳ ଗ୍ରାମବାସୀ ଭୋଟ ବର୍ଜନ କରିଥିଲେ ମଧ୍ୟ କିରିଥିଲେl

ଆଜି ଜିଲ୍ଲାପାଳଙ୍କୁ ନିଜ ଅସୁବିଧା ଜଣେଇବା ପାଇଁ  ଗ୍ରାମବାସୀମାନେ ଜିଲ୍ଲାପାଳଙ୍କ ଗ୍ରସ୍ତ ପୂର୍ବ ପ୍ରସ୍ତୁତି ଅନୁସାରେ ଗ୍ରାମବାସୀମାନ‌େ ରାସ୍ତାରେ ଗଛ କାଟି ପକେଇ ଜିଲ୍ଲାପାଳଙ୍କ ରାସ୍ତା ଅବରୋଧ କରି ସମସ୍ୟା ସଂପର୍କରେ କହିଥିଲେl ସରକାରଙ୍କ ଯୋଜନାରେ ଗୋଷ୍ଠୀ ଉନ୍ନୟନ ଅଧିକାରୀଙ୍କ ସହ ଆଲୋଚନା କରି ଖୁବଶୀଘ୍ର ରାସ୍ତା ନିର୍ମାଣ ପାଇଁ ଜିଲ୍ଲାପାଳଙ୍କ ଠାରୁ ପ୍ରତିଶ୍ରୁତି ପାଇବା ପରେ ଗ୍ରାମବାସୀ ରାସ୍ତା ଅବରୋଧ ହଟାଇଥିଲେl

  • jmjnewso

    Related Posts

    ମାଲକାନଗିରିଜେଲରେ ପୁଣି ଜଣେ କଏଦୀଙ୍କ ମୃତ୍ୟୁକୁ ନେଇ ଉତ୍ତେଜନା

    Spread the love

    Spread the loveମାଲକାନଗିରି : ଜେଏମଜେ ନ୍ୟୁଜ : ମାଲକାନଗିରି ଜିଲ୍ଲା କାରାଗାରରେ ପୁଣି ଜଣେ କଏଦୀଙ୍କ ମୃତ୍ୟୁକୁ ନେଇ ଉତ୍ତେଜନା ସୃଷ୍ଟି ହୋଇଛି। ମୃତ କଏଦୀ ହେଲେ ମାଲକାନଗିରି ବ୍ଲକ ଅନ୍ତର୍ଗତ ଗୌଡ଼ଗୁଡ଼ା ପଞ୍ଚାୟତର କଳାଗୁଡ଼ା ଗ୍ରାମର ଲକିନାଥ ବେହେରା।…

    ସମ୍ବଲପୁରରେ ତୃତୀୟ ଡପଲର୍ ରାଡାର୍

    Spread the love

    Spread the loveଜେଏମଜେ ବ୍ୟୁରୋ : ପଶ୍ଚିମ ଓ ଆଭ୍ୟନ୍ତରୀଣ ଓଡ଼ିଶାକୁ ମିଳିଲା ‘ଡପ୍‌ଲର୍’ ବଳ । ଆଗକୁ ରାଜ୍ୟରେ ପ୍ରତିଷ୍ଠା ହେବ ଆଉ ୩ଟି ଡପ୍‌ଲର୍‌ ରାଡାର୍ । ସମ୍ୱଲପୁର ମଞ୍ଚରୁ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା । ସ୍କୁଲରେ ବସିବ…

    Leave a Reply

    Your email address will not be published. Required fields are marked *

    You Missed

    ପୁଣି 22 କୁ ଘୁଞ୍ଚିଲା DGP ମାମଲାର ସୁପ୍ରିମକୋର୍ଟରେ ଶୁଣାଣି

    • By jmjnewso
    • September 17, 2026
    • 3 views
    ପୁଣି 22 କୁ ଘୁଞ୍ଚିଲା DGP ମାମଲାର ସୁପ୍ରିମକୋର୍ଟରେ ଶୁଣାଣି

    ମାଲକାନଗିରିଜେଲରେ ପୁଣି ଜଣେ କଏଦୀଙ୍କ ମୃତ୍ୟୁକୁ ନେଇ ଉତ୍ତେଜନା

    • By jmjnewso
    • September 16, 2026
    • 41 views
    ମାଲକାନଗିରିଜେଲରେ ପୁଣି ଜଣେ କଏଦୀଙ୍କ ମୃତ୍ୟୁକୁ ନେଇ ଉତ୍ତେଜନା

    ସମ୍ବଲପୁରରେ ତୃତୀୟ ଡପଲର୍ ରାଡାର୍

    • By jmjnewso
    • September 16, 2026
    • 34 views
    ସମ୍ବଲପୁରରେ ତୃତୀୟ ଡପଲର୍ ରାଡାର୍

    ବଜାର ରେ. ମିଳୁଛି ବିଷ ମିଶା କଦଳୀ ¡ ନିରବୀ ଯାଇଛି ପ୍ରଶାସନ..

    • By jmjnewso
    • September 16, 2026
    • 36 views
    ବଜାର ରେ. ମିଳୁଛି ବିଷ ମିଶା କଦଳୀ ¡ ନିରବୀ ଯାଇଛି ପ୍ରଶାସନ..

    ସରକାରଙ୍କୁ ଅଡୁଆ ନିଜ ଦଳର ୩ ସାଂସଦଙ୍କ ଅସନ୍ତୋଷର ଚିଠି!

    • By jmjnewso
    • September 16, 2026
    • 50 views
    ସରକାରଙ୍କୁ ଅଡୁଆ ନିଜ ଦଳର ୩ ସାଂସଦଙ୍କ ଅସନ୍ତୋଷର ଚିଠି!

    ବିକାଶ ପ୍ରକଳ୍ପରେ ଅବ୍ୟବସ୍ଥା ଅଭିଯୋଗ ଆଣି ୩ ସାଂସଦଙ୍କ ସରକାରଙ୍କୁ ଚିଠି

    • By jmjnewso
    • September 15, 2026
    • 51 views
    ବିକାଶ ପ୍ରକଳ୍ପରେ ଅବ୍ୟବସ୍ଥା ଅଭିଯୋଗ ଆଣି ୩ ସାଂସଦଙ୍କ ସରକାରଙ୍କୁ ଚିଠି