କବିସୂର୍ଯ୍ୟ ରକ୍ତଦାନ ସେବା ସଙ୍ଘ ଆନୁକୂଲ୍ୟରେ ପ୍ରତିଯୋଗିତା ଅନୁଷ୍ଠିତ

Spread the love

ଜେଏମଜେ ବ୍ୟୁରୋ : ଗଞ୍ଜାମ ଜିଲ୍ଲା କବିସୂର୍ଯ୍ୟନଗର ସ୍ଥିତ କବିସୂର୍ଯ୍ୟ ରକ୍ତଦାନ ସେବା ସଙ୍ଘ ର ଷଷ୍ଠ ବାର୍ଷିକ ଉତ୍ସବ ଅବସରରେ ବିଦ୍ୟାର୍ଥୀ ମାନଙ୍କୁ ନେଇ ବ୍ଲକ ସ୍ତରୀୟ ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି. ରକ୍ତଦାନ ସେବାସଙ୍ଘ ପ୍ରତିଷ୍ଠାତା ସୁମନ୍ତ କୁମାର ଚର୍ଚ୍ଚି ଙ୍କ ଆୟୋଜନ ରେ ବ୍ଲକ ସ୍ତରରେ ପ୍ରାୟ 4 ଶହ ଛାତ୍ର ଛାତ୍ରୀ ସୁନ୍ଦର ହସ୍ତାକ୍ଷର, ସାଧାରଣ ଜ୍ଞାନ, online ମାଧ୍ୟମରେ ଭାଷଣ, ଚିତ୍ର ଓ ନୃତ୍ୟ, ଗୀତ, ପ୍ରତିଯୋଗିତା ରେ ଅଂଶ ଗ୍ରହଣ କରିଥିବା ଜଣାଯାଇଛି.. ଏବଂ ଅଂଶ ଗ୍ରହଣ କରିଥିବା କୃତି ପ୍ରତିଯୋଗୀଙ୍କୁ ଟପ ଟେନ ଜରିଆରେ ବାର୍ଷିକ ଉତ୍ସବ ରେ ପୁରସ୍କୃତ କରାଯିବ ବୋଲି ସ୍ଥିର କରାଯାଇଛି.।

ପ୍ରତିଯୋଗିତା ପରେ ଶିକ୍ଷକ ଦିବାକର ଶତପଥୀ ଙ୍କ ସଂଯୋଜନା ରେ ଅନୁଷ୍ଠିତ ପୁରସ୍କାର ବିତରଣ ଉତ୍ସବ ରେ ମୁଖ୍ୟ ଅତିଥି ଭାବେ କବିସୂର୍ଯ୍ୟନଗର ଗୋଷ୍ଠୀ ଶିକ୍ଷା ଅଧିକାରୀ ଅଭିମନ୍ୟୁ ସାହୁ ଯୋଗ ଦେଇଥିବା ବଳେ

ସମ୍ମାନୀୟ ଅତିଥି ଭାବେ ଶିକ୍ଷକ ନିଖିଳ କୁମାର ସାହୁ, ବାଳିକା ହାଇସ୍କୁଲ ପ୍ରଧାନଶିକ୍ଷକ ସୂର୍ଯ୍ୟନାରାୟଣ ଦାଶ, ସାମ୍ବାଦିକ ନାରାୟଣୀ ପ୍ରସାଦ ମିଶ୍ର, ସାମ୍ବାଦିକ କୃପାସିନ୍ଧୁ ସ୍ୱାଇଁ, କୃଷ୍ଣ ନାହାକ, ଅରବିନ୍ଦ ଶିକ୍ଷାକେନ୍ଦ୍ର ପ୍ରଧାଶିକ୍ଷୟତ୍ରୀ ହେନା ବଳିୟାରସିଂ, ବିଦ୍ୟାଳୟ କମିଟି ସଭ୍ୟା ସରଜୁ କୁମାରୀ ମାଝୀ ଯୋଗ ଦେଇ ପ୍ରତିଯୋଗୀ ଙ୍କୁ ଉତ୍ସାହିତ କରିବା ସହ ରକ୍ତଦାନ ସେବାସଙ୍ଘ କର୍ମକର୍ତା ଙ୍କୁ ସାଧୁବାଦ ଜଣାଇଥିଲେ.।


କାର୍ଯ୍ୟକ୍ରମ କୁ ବେଣୁ ସାହୁ, ନବୀନ ନାହାକ, ମନୋଜ ପୃଷ୍ଟି, ମୁକେଶ ଜେନା, ରାଜେନ୍ଦ୍ର ମହାରଣା, ସଂଘମିତ୍ରା ଚର୍ଚ୍ଚି ଙ୍କ ସମେତ ରକ୍ତଦାନ ସେବାସଙ୍ଘ ର କର୍ମକର୍ତା ଓ ବହୁ ଶୁଭେଛୁ ପରିଚାଳନା କରିଥିବା ଜଣାଯାଇଛି.

  • jmjnewso

    Related Posts

    ନିର୍ମାଣ କୌଶଳ ବିକାଶ ପ୍ରତିଷ୍ଠାନ ଉଦ୍‌ଘାଟିତ

    Spread the love

    Spread the loveକବିସୂର୍ଯ୍ୟନଗର : ଜେଏମଜେ ବ୍ୟୁରୋ କବିସୂର୍ଯ୍ୟନଗର ବନଦେବୀ ଆଇ.ଟି.ଆଇ ଠାରେ ଏଲ୍ ଏଣ୍ଡ ଟି ପ୍ରାଇଭେଟ୍ ଲିମିଟେତ ସଂସ୍ଥା ତରଫରୁ ଏକ construction skill training institute ର ଶୁଭ ଉଦ୍‌ଘାଟନ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ L &…

    SIR କାର୍ଯ୍ୟରେ ଅବହେଳା ପାଇଁ BLO ନିଲମ୍ବିତ

    Spread the love

    Spread the loveSIR କାର୍ଯ୍ୟରେ ଅବହେଳା ପାଇଁ BLO ନିଲମ୍ବିତ କଳାହାଣ୍ଡି: ଜେଏମଜେ ନ୍ୟୁଜ : SIR କାର୍ଯ୍ୟରେ ଅବହେଳା ପାଇଁ ଚାକିରିରୁ ନିଲମ୍ବିତ ହେଲେ BLO ଦାୟିତ୍ବରେ ନର୍ଲା ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ବୋରିଙ୍ଗପଦର ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଶିକ୍ଷକ…

    Leave a Reply

    Your email address will not be published. Required fields are marked *

    You Missed

    ଧର୍ମେନ୍ଦ୍ର ଓଡ଼ିଶା ଆସିବା ପରେ ଭାଜପା ନେତାଙ୍କ ସହ ବଡ଼ ବୈଠକ କଲେ ମୁଖ୍ୟମନ୍ତ୍ରୀ

    ଧର୍ମେନ୍ଦ୍ର ଓଡ଼ିଶା ଆସିବା ପରେ ଭାଜପା ନେତାଙ୍କ ସହ ବଡ଼ ବୈଠକ କଲେ ମୁଖ୍ୟମନ୍ତ୍ରୀ

    ଜନତା ମାଗେ ଜବାବ 30 ଜୁଲାଇ 2026

    ଆହତ ପୁଲିସଙ୍କ ପାଇଁ ନ୍ୟାୟ ଦାବି : ଜୁଲାଇ ୩୧ରେ ଦିନିକିଆ ଧାରଣା

    ଆହତ ପୁଲିସଙ୍କ ପାଇଁ ନ୍ୟାୟ ଦାବି : ଜୁଲାଇ ୩୧ରେ ଦିନିକିଆ ଧାରଣା

    CMOର ଫାଇଲ ଗାୟବ ଘଟଣାରେ ବିଜେପିର କଡ଼ା ଚେତାବନୀ : ଯିଏ ଦୋଷୀ ସେ ଜେଲ୍ ଯିବେ

    CMOର ଫାଇଲ ଗାୟବ ଘଟଣାରେ ବିଜେପିର କଡ଼ା ଚେତାବନୀ : ଯିଏ ଦୋଷୀ ସେ ଜେଲ୍ ଯିବେ

    CMOରୁ ଫାଇଲ ନେଇଥିବା ଅଧିକାରୀ ଚିହ୍ନଟ, ଦରକାର ପଡ଼ିଲେ ବିଦେଶ ଯିବ ପୁଲିସ’ : ସୁରେଶ ପୂଜାରୀ

    CMOରୁ ଫାଇଲ ନେଇଥିବା ଅଧିକାରୀ ଚିହ୍ନଟ, ଦରକାର ପଡ଼ିଲେ ବିଦେଶ ଯିବ ପୁଲିସ’ : ସୁରେଶ ପୂଜାରୀ

    କାର୍ଯ୍ୟାନୁଷ୍ଠାନ ପାଇଁ ୮ ରାଜ୍ୟକୁ ନୋଟିସ୍ ଜାରି କଲେ ସୁପ୍ରିମକୋର୍ଟ

    କାର୍ଯ୍ୟାନୁଷ୍ଠାନ ପାଇଁ ୮ ରାଜ୍ୟକୁ ନୋଟିସ୍ ଜାରି କଲେ ସୁପ୍ରିମକୋର୍ଟ