ପୂର୍ବତନ ବିଧାୟକ କରେନ୍ଦ୍ର ମାଝୀଙ୍କ ପରଲୋକ

Spread the love

ବାଲିଗୁଡ଼ା:(ଜେଏମଜେ ନ୍ୟୁଜ):  ପୂର୍ବତନ ବିଧାୟକ କରେନ୍ଦ୍ର ମାଝୀଙ୍କ ପରଲୋକ ଘଟିଛି । ଭୁବନେଶ୍ଵରର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧିନ ଅବସ୍ଥାରେ ଆଖି ବୁଜିଛନ୍ତି କରେନ୍ଦ୍ର । ସେ ବାଲିଗୁଡ଼ା ବିଧାନସଭା ଆସନରୁ ୨୦୦୪ ଓ ୨୦୦୯ରେ ବିଧାନସଭାକୁ ନିର୍ବାଚିତ ହୋଇଥିଲେ । ତାଙ୍କ ବିୟୋଗରେ ବାଲିଗୁଡ଼ା ସହ କନ୍ଧମାଳ ଜିଲ୍ଲାରେ ଶୋକର ଛାୟା ଖେଳି ଯାଇଛି ।


୨୦୦୪ ଓ ୨୦୦୯ରେ କରେନ୍ଦ୍ର ବିଜେପି ଟିକେଟରେ ବାଲିଗୁଡ଼ା ବିଧାନସଭା ଆସନରୁ ବିଧାନସଭାକୁ ନିର୍ବାଚିତ ହୋଇଥିଲେ । କୁଟିଆ କନ୍ଧ ସମ୍ପ୍ରଦାୟରୁ ଆସୁଥିବା କରେନ୍ଦ୍ର ଥିଲେ ତାଙ୍କ ସମ୍ପ୍ରଦାୟର ପ୍ରଥମ ପୋଷ୍ଟ ଗ୍ରାଜୁଏଟ୍ । ଏହାଛଡ଼ା କୁଟିଆ କନ୍ଧଙ୍କ କୁଇ ଭାଷାରେ ସେ ୩ଟି ବହି ମଧ୍ୟ ଲେଖିଥିଲେ ।

  • jmjnewso

    Related Posts

    ସରକାରଙ୍କୁ ଅଡୁଆ ନିଜ ଦଳର ୩ ସାଂସଦଙ୍କ ଅସନ୍ତୋଷର ଚିଠି!

    Spread the love

    Spread the loveଭୁବନେଶ୍ୱର : ଜେଏମଜେ ନ୍ୟୁଜ : ରାଜ୍ୟରେ ଭିତ୍ତିଭୂମି ବିକାଶ କାର୍ଯ୍ୟର ମନ୍ଥର ଗତିକୁ ନେଇ ବ୍ୟାପକ ଅସନ୍ତୋଷ ମଧ୍ୟରେ, ବର୍ତ୍ତମାନ ଖୋଦ ଶାସକ ଦଳର ତିନିଜଣ ପ୍ରଭାବଶାଳୀ ସାଂସଦ ସରକାରଙ୍କ ଉପରେ ନିଜର ଅସନ୍ତୋଷ ବ୍ୟକ୍ତ କରିଛନ୍ତି।ବଲାଙ୍ଗୀର…

    ବିକାଶ ପ୍ରକଳ୍ପରେ ଅବ୍ୟବସ୍ଥା ଅଭିଯୋଗ ଆଣି ୩ ସାଂସଦଙ୍କ ସରକାରଙ୍କୁ ଚିଠି

    Spread the love

    Spread the loveଜେଏମଜେ ବ୍ୟୁରୋ : ସରକାରୀ କାମରେ ବଡ଼ ଗଡ଼ବଡ଼ର ଅଭିଯୋଗ । ଚିଠି ଲେଖି ଅସନ୍ତୋଷ ଝାଡ଼ିଲେ ତିନି ସାଂସଦ । ସଙ୍ଗୀତା ସିଂଦେଓ, ବଳଭଦ୍ର ମାଝୀ,ଓ ପାଣିଗ୍ରାହୀଙ୍କ ଚିଠି । ତେବେ ଚିଠିରେ କେଉଁ ସାଂସଦ କଣ…

    Leave a Reply

    Your email address will not be published. Required fields are marked *

    You Missed

    ବଜାର ରେ. ମିଳୁଛି ବିଷ ମିଶା କଦଳୀ ¡ ନିରବୀ ଯାଇଛି ପ୍ରଶାସନ..

    • By jmjnewso
    • September 16, 2026
    • 20 views
    ବଜାର ରେ. ମିଳୁଛି ବିଷ ମିଶା କଦଳୀ ¡ ନିରବୀ ଯାଇଛି ପ୍ରଶାସନ..

    ସରକାରଙ୍କୁ ଅଡୁଆ ନିଜ ଦଳର ୩ ସାଂସଦଙ୍କ ଅସନ୍ତୋଷର ଚିଠି!

    • By jmjnewso
    • September 16, 2026
    • 28 views
    ସରକାରଙ୍କୁ ଅଡୁଆ ନିଜ ଦଳର ୩ ସାଂସଦଙ୍କ ଅସନ୍ତୋଷର ଚିଠି!

    ବିକାଶ ପ୍ରକଳ୍ପରେ ଅବ୍ୟବସ୍ଥା ଅଭିଯୋଗ ଆଣି ୩ ସାଂସଦଙ୍କ ସରକାରଙ୍କୁ ଚିଠି

    • By jmjnewso
    • September 15, 2026
    • 45 views
    ବିକାଶ ପ୍ରକଳ୍ପରେ ଅବ୍ୟବସ୍ଥା ଅଭିଯୋଗ ଆଣି ୩ ସାଂସଦଙ୍କ ସରକାରଙ୍କୁ ଚିଠି

    ମଣିପୁରରେ ପୁଣି ହିଂସା ; ଦୁଇ ମହିଳାଙ୍କୁ ଗୁଳି କରି ହତ୍ୟା। ଜାଳିଦେଲେ ଫାର୍ମହାଉସ୍

    • By jmjnewso
    • September 15, 2026
    • 41 views
    ମଣିପୁରରେ ପୁଣି ହିଂସା ; ଦୁଇ ମହିଳାଙ୍କୁ ଗୁଳି କରି ହତ୍ୟା। ଜାଳିଦେଲେ ଫାର୍ମହାଉସ୍

    UPI କାରବାର ନେଇ ଆସିଲା ନୂଆ ନିୟମ

    • By jmjnewso
    • September 15, 2026
    • 44 views
    UPI କାରବାର ନେଇ ଆସିଲା ନୂଆ ନିୟମ

    ପିଙ୍କୁ ଦାଶ ଙ୍କ ସମେତ 4 ଗିରଫ

    • By jmjnewso
    • September 15, 2026
    • 76 views
    ପିଙ୍କୁ ଦାଶ ଙ୍କ ସମେତ 4 ଗିରଫ