କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହଙ୍କ ବଡ଼ ବୟାନ : ରାହୁଲ ଓ ବିରୋଧୀଙ୍କୁ କଲେ କଡ଼ା ସମାଲୋଚନା

Spread the love

ଜେଏମଜେ ବ୍ୟୁରୋ : କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ ଆଜି ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗରେ ପ୍ରତିକ୍ରିୟା ରଖିଛନ୍ତି । ଲୋକସଭାରେ ଆଗତ ୧୩୦ତମ ସମ୍ୱିଧାନ ସଂଶୋଧନ ବିଲ୍ ଉପରେ ସେ କହିଛନ୍ତି ଜେଲରେ ଥାଇ ଚାଲିପାରିବନି ସରକାର । ସେ ମଧ୍ୟ ଗିରଫ ହେବା ପୂର୍ବରୁ ପଦ ଛାଡ଼ିଥିଲେ । ତାଙ୍କ ଜାମିନ ଆବେଦନ ଶୁଣାଣି ଦୁଇବର୍ଷ ଚାଲିଥିଲା । ଲୋକସଭାରେ ବିରୋଧୀ ସାଂସଦ ଓ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ବିଲ୍ ଚିରିବା ଉପରେ ମଧ୍ୟ ପ୍ରତିକ୍ରିୟା ରଖିଛନ୍ତି ଅମିତ ଶାହ । ସେହିପରି ଉପରାଷ୍ଟ୍ରପତି ପଦରୁ ଧନଖଡ଼ଙ୍କ ଇସ୍ତଫାର କାରଣକୁ ନେଇ ଚାଲିଥିବା ଚର୍ଚ୍ଚା ଉପରେ ପୂର୍ଣ୍ଣଚ୍ଛେଦ ଟାଣିବାକୁ ଅମିତ ଶାହ କହିଛନ୍ତି ।  

  • jmjnewso

    Related Posts

    ଧର୍ମେନ୍ଦ୍ର ଓଡ଼ିଶା ଆସିବା ପରେ ଭାଜପା ନେତାଙ୍କ ସହ ବଡ଼ ବୈଠକ କଲେ ମୁଖ୍ୟମନ୍ତ୍ରୀ

    Spread the love

    Spread the loveଭୁବନେଶ୍ୱର : ଜେଏମଜେ ନ୍ୟୁଜ : ସିଜେପିର ବିକ୍ଷୋଭ ପ୍ରଦର୍ଶନ ପରେ ଚାପଗ୍ରସ୍ତ ହୋଇ ଶିକ୍ଷାମନ୍ତ୍ରୀ ପଦରୁ ଇସ୍ତଫା ଦେଇଛନ୍ତି ଧର୍ମେନ୍ଦ୍ର ପ୍ରଧାନ । ଏହାପରେ ସେ ପ୍ରଥମଥର ଓଡ଼ିଶା ଗସ୍ତରେ ଆସିଛନ୍ତି। ମଙ୍ଗଳବାର ଦିଲ୍ଲୀରୁ ବାହାରି ସକାଳ…

    କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫାର କୌଣସି ସମ୍ଭାବନା ନାହିଁ

    Spread the love

    Spread the loveଜେଏମଜେ ବ୍ୟୁରୋ : ଦିଲ୍ଲୀର ଜନ୍ତର-ମନ୍ତରରେ ଚାଲିଥିବା ଆନ୍ଦୋଳନ ମଧ୍ୟରେ ଶୀର୍ଷ ସରକାରୀ ସୂତ୍ରରୁ ସ୍ପଷ୍ଟ କରାଯାଇଛି ଯେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫାର କୌଣସି ସମ୍ଭାବନା ନାହିଁ। ସରକାରଙ୍କ ଅନୁଭବ ହେଉଛି ଯେ ଇସ୍ତଫା ଦେବା…

    Leave a Reply

    Your email address will not be published. Required fields are marked *

    You Missed

    ରାଜ୍ୟରେ ବନ୍ୟା ସ୍ଥିତି ଗମ୍ଭୀର: ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତର ହେଲେ ୧.୬୫ ଲକ୍ଷ ଲୋକ

    ରାଜ୍ୟରେ ବନ୍ୟା ସ୍ଥିତି ଗମ୍ଭୀର: ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତର ହେଲେ ୧.୬୫ ଲକ୍ଷ ଲୋକ

    ଆକାଶ ମାର୍ଗରୁ ବନ୍ୟା ସ୍ଥିତି ସମୀକ୍ଷା କଲେ ରାଜସ୍ବ ମନ୍ତ୍ରୀ, ଛାଡିଲେ ହେବ କ୍ଷୟକ୍ଷତି ଆକଳନ

    ଆକାଶ ମାର୍ଗରୁ ବନ୍ୟା ସ୍ଥିତି ସମୀକ୍ଷା କଲେ ରାଜସ୍ବ ମନ୍ତ୍ରୀ, ଛାଡିଲେ ହେବ କ୍ଷୟକ୍ଷତି ଆକଳନ

    ଲାଇଫ ଜ୍ୟାକେଟ୍‌ ପିନ୍ଧି ୧୫ ବନ୍ୟା ବିପନ୍ନଙ୍କୁ ଉଦ୍ଧାର କଲେ ଜିଲ୍ଲାପାଳ

    ଲାଇଫ ଜ୍ୟାକେଟ୍‌ ପିନ୍ଧି ୧୫ ବନ୍ୟା ବିପନ୍ନଙ୍କୁ ଉଦ୍ଧାର କଲେ ଜିଲ୍ଲାପାଳ

    ସୀମାନ୍ତ ରାଜ୍ୟରେ ଓଡ଼ିଆ ଶିକ୍ଷା ବାଟବଣା, ବିଧାନସଭା ଗୃହ କମିଟି ଅସନ୍ତୁଷ୍ଟ

    ସୀମାନ୍ତ ରାଜ୍ୟରେ ଓଡ଼ିଆ ଶିକ୍ଷା ବାଟବଣା, ବିଧାନସଭା ଗୃହ କମିଟି ଅସନ୍ତୁଷ୍ଟ

    ଏସଆଇ ଆର କୁ ନେଇ ଏବେ ବି ଅଜ୍ଞ କୋରାପୁଟିଆ ଆଦିବାସୀ

    ଏସଆଇ ଆର କୁ ନେଇ ଏବେ ବି ଅଜ୍ଞ କୋରାପୁଟିଆ ଆଦିବାସୀ