ଭିଜିଲାନ୍ସ ଜାଲରେ ପୋଲିସ ଏସ୍‌ଆଇ

Spread the love

ଜେଏମଜେ ବ୍ୟୁରୋ : ବରଗଡ଼ ଜିଲା ବିଜେପୁର ଥାନାରେ କାର୍ଯ୍ୟରତ ପୋଲିସ ଏସ୍‌ଆଇ ଜଗା ବରିହା ସୋମବାର ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି। ସେ ଜଣେ ସ୍କ୍ରାପ ବ୍ୟବସାୟୀଙ୍କଠାରୁ ୭ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ଟିମ୍‌ ମାଡି ବସିଥିଲା। ସୁଚାମୁତାବକ ବରଗଡ଼ ବିଜେପୁର ଏସଆଇ ଜଗା ବରିହା ଜଣେ ସ୍କ୍ରାପ ଡିଲରଙ୍କ ଠାରୁ ନେଉଥିଲେ ଲାଞ୍ଚ । ସୁରୁଖୁରୁରେ ବ୍ୟବସାୟ କରିବା ଓ ତାଙ୍କ ନାଁରେ କୌଣସି ମାମଲା ନ କରିବାକୁ ମାଗିଥିଲେ ଲାଞ୍ଚ । ୧୦ ହଜାର ଟଙ୍କାରେ ହୋଇଥିଲା ଡିଲ । ଆଜି ୭ ହଜାର ନେଉଥିବା ବେଳେ ଏସଆଇକୁ କାବୁ କରିଥିଲା ଭିଜିଲାନ୍ସ । ଲାଞ୍ଚ ଟଙ୍କା ଜବତ କରି ଏସଆଇଙ୍କ ୩ ସ୍ଥାନରେ ରେଡ୍ କରୁଛି ଭିଜିଲାନ୍ସ

  • jmjnewso

    Related Posts

    ଭଞ୍ଜନଗର ଥାନାରେ ତୃତୀୟ ମୋବାଇଲ ମେଳା

    Spread the love

    Spread the loveଭଞ୍ଜନଗର : ଜେଏମଜେ ନ୍ୟୁଜ (ପୁରୁଷୋତ୍ତମ ମହାପାତ୍ର ): ଗଞ୍ଜାମ ଜିଲ୍ଲା ଭଞ୍ଜନଗର ଥାନାରେ ଚଳିତ ବର୍ଷର ତୃତୀୟ ମୋବାଇଲ ମେଳା ଅନୁଷ୍ଠିତ ହୋଇଥିଲା। ଚଳିତ ବର୍ଷ ଚୋରି ଓ ହଜିଯାଇଥିବା ମୋବାଇଲ୍ ଫୋନ୍‌ ମଧ୍ୟରୁ ମୋଟ ୩୫ଟି…

    କୁଶପଡା ରେ ନିଆରା ବାହୁଡା଼ ଯାତ୍ରା

    Spread the love

    Spread the love ଦିଗପହଣ୍ଡି : ଜେଏମଜେ ନ୍ୟୁଜ (ଗଜାନନ ତ୍ରିପାଠୀ ): ଓଡ଼ିଶା ରାଜ୍ୟ ଗଂଜାମ ଜିଲ୍ଲା ଦିଗପହଣ୍ଡିର କୁଶପଡ଼ାରେ ଗ୍ରାମରେ କବିରୀଜ ଡ଼କ୍ଟର ଗଜାନନ ତ୍ରିପାଠୀ ଆଇନଜୀବୀ ଏବଂ ସାମ୍ବାଦିକ ଙ୍କ ଦ୍ବାରା ପ୍ରତିଷ୍ଠିତ ଚତୁର୍ଦ୍ଧା ଦୁରୁ ଦିଅଁ…

    Leave a Reply

    Your email address will not be published. Required fields are marked *

    You Missed

    ରାଜ୍ୟରେ ବନ୍ୟା ସ୍ଥିତି ଗମ୍ଭୀର: ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତର ହେଲେ ୧.୬୫ ଲକ୍ଷ ଲୋକ

    ରାଜ୍ୟରେ ବନ୍ୟା ସ୍ଥିତି ଗମ୍ଭୀର: ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତର ହେଲେ ୧.୬୫ ଲକ୍ଷ ଲୋକ

    ଆକାଶ ମାର୍ଗରୁ ବନ୍ୟା ସ୍ଥିତି ସମୀକ୍ଷା କଲେ ରାଜସ୍ବ ମନ୍ତ୍ରୀ, ଛାଡିଲେ ହେବ କ୍ଷୟକ୍ଷତି ଆକଳନ

    ଆକାଶ ମାର୍ଗରୁ ବନ୍ୟା ସ୍ଥିତି ସମୀକ୍ଷା କଲେ ରାଜସ୍ବ ମନ୍ତ୍ରୀ, ଛାଡିଲେ ହେବ କ୍ଷୟକ୍ଷତି ଆକଳନ

    ଲାଇଫ ଜ୍ୟାକେଟ୍‌ ପିନ୍ଧି ୧୫ ବନ୍ୟା ବିପନ୍ନଙ୍କୁ ଉଦ୍ଧାର କଲେ ଜିଲ୍ଲାପାଳ

    ଲାଇଫ ଜ୍ୟାକେଟ୍‌ ପିନ୍ଧି ୧୫ ବନ୍ୟା ବିପନ୍ନଙ୍କୁ ଉଦ୍ଧାର କଲେ ଜିଲ୍ଲାପାଳ

    ସୀମାନ୍ତ ରାଜ୍ୟରେ ଓଡ଼ିଆ ଶିକ୍ଷା ବାଟବଣା, ବିଧାନସଭା ଗୃହ କମିଟି ଅସନ୍ତୁଷ୍ଟ

    ସୀମାନ୍ତ ରାଜ୍ୟରେ ଓଡ଼ିଆ ଶିକ୍ଷା ବାଟବଣା, ବିଧାନସଭା ଗୃହ କମିଟି ଅସନ୍ତୁଷ୍ଟ

    ଏସଆଇ ଆର କୁ ନେଇ ଏବେ ବି ଅଜ୍ଞ କୋରାପୁଟିଆ ଆଦିବାସୀ

    ଏସଆଇ ଆର କୁ ନେଇ ଏବେ ବି ଅଜ୍ଞ କୋରାପୁଟିଆ ଆଦିବାସୀ