ରାଜ୍ୟରେ ଥିବା ଭୂମିହୀନଙ୍କୁ ଖୋଜିଖୋଜି ପଟ୍ଟା ଦେବେ ତହସିଲଦାର

Spread the love

ଜେଏମଜେ ବ୍ୟୁରୋ : ରାଜ୍ୟରେ ରହିବେନି ଭୂମିହୀନ। ରାଜ୍ୟରେ ଥିବା ଭୂମିହୀନଙ୍କୁ ଖୋଜିଖୋଜି ପଟ୍ଟା ଦେବେ ତହସିଲଦାର। ନବରଙ୍ଗପୁରଜିଲ୍ଲା ପାପଡାହାଣ୍ଡିର ସହିଦ ମିନାର ଠାରେ ସହିଦ ଦିବସ ପାଳନ ଅବସରରେ ଏହି ଘୋଷଣା କରିଛନ୍ତି ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ। ଆସନ୍ତା ବର୍ଷ ଅଗଷ୍ଟ ସୁଦ୍ଧା ଜିଲ୍ଲାର ଜମିହୀନଙ୍କୁ ଖୋଜି ରାଜସ୍ୱ ବିଭାଗ ପଟ୍ଟା ଯୋଗାଇ ଦେବ ବୋଲି ସେ ଦୃଢ଼ୋକ୍ତି କରିଛନ୍ତି।

ଖାଲି ଗରିବ ଭୂମିହୀନ ନୁହେଁ, ସ୍କୁଲଗୁଡିକୁ ମଧ୍ୟ ଜମି ପଟ୍ଟା ଯୋଗାଇ ଦିଆଯିବ। ସ୍କୁଲକୁ ଯାଇ ପ୍ରଧାନ ଶିକ୍ଷକଙ୍କୁ ପଟ୍ଟା ଦେବେ ତହସିଲଦାର । ଗୋଟିଏ ବର୍ଷ ଭିତରେ ବିଭିନ୍ନ ଶିକ୍ଷାନୁଷ୍ଠାନକୁ ୨୨ ହଜାର ଜମି ପଟ୍ଟା ପ୍ରଦାନ କରାଯାଇଛି । ଶିକ୍ଷାନୁଷ୍ଠାନକୁ ଜଙ୍ଗଲ କିସମ ଜମି ମଧ୍ୟ ପଟ୍ଟା କରି ଦିଆଯିବ ବୋଲି କହିଛନ୍ତି ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ।

  • jmjnewso

    Related Posts

    ରାଜ୍ୟ ଯୋଜନା ବୋର୍ଡ ଗଭର୍ଣ୍ଣିଂ କାଉନ୍‌ସିଲ୍‌ର ଅଧ୍ୟକ୍ଷ ରହିବେ ମୁଖ୍ୟମନ୍ତ୍ରୀ

    Spread the love

    Spread the loveଭୁବନେଶ୍ୱର: ଜେଏମଜେ ନ୍ୟୁଜ : ରାଜ୍ୟ ସରକାର ଖୁବ୍ ଶୀଘ୍ର ଷ୍ଟେଟ୍ ଇନଷ୍ଟିଚ୍ୟୁଟ୍ ଫର ଟ୍ରାନ୍ସଫର୍ମେଟିଭ୍ ଇନିସିଏଟିଭ୍ସ ବା SITI ଓଡିଶା ପ୍ରତିଷ୍ଠା କରିବେ । ଏହା ରାଜ୍ୟ ସରକାରଙ୍କ ଏକ ଥିଙ୍କ ଟ୍ୟାଙ୍କ ବା ଏକ ଶୀର୍ଷସ୍ତରୀୟ…

    ପ୍ରବଳ ଗ୍ରୀଷ୍ମ ପ୍ରବାହ ପାଇଁ ରାଜସ୍ଵ ବିଭାଗ ପକ୍ଷରୁ ଜାରି ହୋଇଛି ନୂଆ ଏସ୍‌ଓପି ।

    Spread the love

    Spread the loveଭୁବନେଶ୍ୱର: ଜେଏମଜେ ନ୍ୟୁଜ (ସମୀର ରଞ୍ଜନ ନାୟକ ): ହିଟ୍ଓ୍ୱେଭ୍ ନେଇ ରାଜସ୍ୱ ବିଭାଗର ପ୍ରସ୍ତୁତି ବୈଠକ । ଜିଲ୍ଲାପାଳ ମାନଙ୍କ ସହ ବସିଥିବା ପ୍ରସ୍ତୁତି ବୈଠକରେ ହିଟ୍ଓ୍ୱେଭ୍ ନେଇ ସତର୍କ ରହିବାକୁ ନିର୍ଦ୍ଦେଶ ଦେଇଛନ୍ତି ରାଜସ୍ୱ ମନ୍ତ୍ରୀ…

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡି ମେଣ୍ଟ ମୁହାଁ ବିଜେଡି!

    ଇଣ୍ଡି ମେଣ୍ଟ ମୁହାଁ ବିଜେଡି!

    ରାଜ୍ୟ ଯୋଜନା ବୋର୍ଡ ଗଭର୍ଣ୍ଣିଂ କାଉନ୍‌ସିଲ୍‌ର ଅଧ୍ୟକ୍ଷ ରହିବେ ମୁଖ୍ୟମନ୍ତ୍ରୀ

    ରାଜ୍ୟ ଯୋଜନା ବୋର୍ଡ ଗଭର୍ଣ୍ଣିଂ କାଉନ୍‌ସିଲ୍‌ର ଅଧ୍ୟକ୍ଷ ରହିବେ ମୁଖ୍ୟମନ୍ତ୍ରୀ

    ପ୍ରବଳ ଗ୍ରୀଷ୍ମ ପ୍ରବାହ ପାଇଁ ରାଜସ୍ଵ ବିଭାଗ ପକ୍ଷରୁ ଜାରି ହୋଇଛି ନୂଆ ଏସ୍‌ଓପି ।

    ପ୍ରବଳ ଗ୍ରୀଷ୍ମ ପ୍ରବାହ ପାଇଁ ରାଜସ୍ଵ ବିଭାଗ ପକ୍ଷରୁ ଜାରି ହୋଇଛି ନୂଆ ଏସ୍‌ଓପି ।

    ମୋକିମଙ୍କ ନୂଆ ଦଳ ଲୋକାର୍ପିତ

    ମୋକିମଙ୍କ ନୂଆ ଦଳ ଲୋକାର୍ପିତ

    ରାଜ୍ୟର ସବୁ ସାଂସଦଙ୍କୁ ଚିଠି ଲେଖିଲେ ନବୀନ

    ରାଜ୍ୟର ସବୁ ସାଂସଦଙ୍କୁ ଚିଠି ଲେଖିଲେ ନବୀନ

    ଗଞ୍ଜେଇ ସହ ଆଇ ଟେନ କାର ଜବତ, ଡ୍ରାଇଭର ଫେରାର

    ଗଞ୍ଜେଇ ସହ ଆଇ ଟେନ କାର ଜବତ, ଡ୍ରାଇଭର ଫେରାର