ନୂଆଖାଇ ପରଦିନ ଅଗଷ୍ଟ ୨୯ ତାରିଖକୁ ଛୁଟି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

Spread the love

ଭୁବନେଶ୍ୱର: ନୂଆଖାଇ ପର୍ବ ଉପଲକ୍ଷେ ଚଳିତ ବର୍ଷ ଅଗଷ୍ଟ ୨୯ ତାରିଖକୁ ଛୁଟି ଘୋଷଣା କରାଯାଇଛି । କୃଷି ଭିତ୍ତିକ ଗଣପର୍ବ ନୂଆ ଖାଇ ଅବସରରେ ପ୍ରତିବର୍ଷ ଛୁଟି ଘୋଷଣା କରାଯାଇଥାଏ । ଏହାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଚଳିତ ବର୍ଷ ନୂଆଖାଇର ପରଦିନ ଅର୍ଥାତ ଅଗଷ୍ଟ ୨୯ ତାରିଖ ଶୁକ୍ରବାର ଦିନଟିକୁ ଛୁଟି ଘୋଷଣା କରିଛନ୍ତି ।

ଏହିଦିନ ସମସ୍ତ ସରକାରୀ କାର୍ଯ୍ୟାଳୟ ବନ୍ଦ ରହିବ । ମାଜିଷ୍ଟେରିଆଲ କୋର୍ଟ (କାର୍ଯ୍ୟନିର୍ବାହୀ) ଗୁଡିକ ମଧ୍ୟ ରହିବ । ଏହା ପରିବର୍ତ୍ତେ ସେପ୍ଟେମ୍ବର ୧୩ ତାରିଖ, ଦ୍ୱିତୀୟ ଶନିବାରକୁ କାର୍ଯ୍ୟଦିବସ ଭାବେ ଘୋଷଣା କରାଯାଇଛି ।

ତେବେ ନୂଆଖାଇ ପରଦିନ ମଧ୍ୟ ପଶ୍ଚିମ ଓଡିଶା ବାସୀଙ୍କ ପାଇଁ ଖୁବ୍ ଗୁରୁତ୍ୱପୂର୍ଣ୍ଣ । ସେ ଦିନ ଆତ୍ମୀୟ ସ୍ୱଜନ ମାନେ ପରସ୍ପର ସହ ସାକ୍ଷାତ କରି ‘ନୂଆଖାଇ ଜୁହାର’ କରନ୍ତି ଏବଂ ବିଭିନ୍ନ ସାଂସ୍କୃତିକ କାର୍ଯ୍ୟକ୍ରମରେ ଭାଗ ନିଅନ୍ତି । ପାରିବାରିକ, ସାମାଜିକ ଓ ସାଂସ୍କୃତିକ ଐତିହ୍ୟକୁ ସୁରକ୍ଷିତ କରିବା ଦିଗରେ ଏହା ଏକ ମହତ୍ୱପୂର୍ଣ୍ଣ ଦିନ ଅଟେ ।

  • jmjnewso

    Related Posts

    ସ୍ୱର୍ଗଦ୍ୱାରରେ ସରିଗଲା କାଠ ,୩ ଘଣ୍ଟା ଧରି ପଡ଼ିରହିଲେ ୨୫ରୁ ଊର୍ଦ୍ଧ୍ବ ଶବ

    Spread the love

    Spread the loveପୁରୀ : ଜେଏମଜେ ନ୍ୟୁଜ : ସ୍ୱର୍ଗଦ୍ୱାରରେ ସରିଗଲା କାଠ । ଦୀର୍ଘ ସାଢ଼େ ୩ ଘଣ୍ଟା ଶବ ଅପେକ୍ଷା କରିବା ପରେ ଆସିଲା କାଠ । ଶବ ପୋଡ଼ା ଆରମ୍ଭ ହେଲା । ରାତି ୧୦ଟା ବେଳକୁ…

    ଦୁଇ ବସ୍ ମୁହାଁମୁହିଁ ଧକ୍କା, ଚାଲିଗଲା ୬ ଜୀବନ

    Spread the love

    Spread the love ଜେଏମଜେ ବ୍ୟୁରୋ : ତାମିଲନାଡୁର ତେନକାସୀ ଜିଲ୍ଲାରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ଦୁଇଟି ଘରୋଇ ବସ୍ ମଧ୍ୟରେ ମୁହାଁମୁହିଁ ଧକ୍କା ହେବା ଫଳରେ ୬ ଜଣଙ୍କ ମୃତ୍ୟୁ ଘଟିଛି ଏବଂ ୨୮ ଜଣ ଆହତ ହୋଇଛନ୍ତି…

    Leave a Reply

    Your email address will not be published. Required fields are marked *

    You Missed

    ବିକାଶ ପ୍ରକଳ୍ପରେ ଅବ୍ୟବସ୍ଥା ଅଭିଯୋଗ ଆଣି ୩ ସାଂସଦଙ୍କ ସରକାରଙ୍କୁ ଚିଠି

    • By jmjnewso
    • September 15, 2026
    • 43 views
    ବିକାଶ ପ୍ରକଳ୍ପରେ ଅବ୍ୟବସ୍ଥା ଅଭିଯୋଗ ଆଣି ୩ ସାଂସଦଙ୍କ ସରକାରଙ୍କୁ ଚିଠି

    ମଣିପୁରରେ ପୁଣି ହିଂସା ; ଦୁଇ ମହିଳାଙ୍କୁ ଗୁଳି କରି ହତ୍ୟା। ଜାଳିଦେଲେ ଫାର୍ମହାଉସ୍

    • By jmjnewso
    • September 15, 2026
    • 40 views
    ମଣିପୁରରେ ପୁଣି ହିଂସା ; ଦୁଇ ମହିଳାଙ୍କୁ ଗୁଳି କରି ହତ୍ୟା। ଜାଳିଦେଲେ ଫାର୍ମହାଉସ୍

    UPI କାରବାର ନେଇ ଆସିଲା ନୂଆ ନିୟମ

    • By jmjnewso
    • September 15, 2026
    • 43 views
    UPI କାରବାର ନେଇ ଆସିଲା ନୂଆ ନିୟମ

    ପିଙ୍କୁ ଦାଶ ଙ୍କ ସମେତ 4 ଗିରଫ

    • By jmjnewso
    • September 15, 2026
    • 74 views
    ପିଙ୍କୁ ଦାଶ ଙ୍କ ସମେତ 4 ଗିରଫ

    ଗୋପାଳପୁର ଆହାର କେନ୍ଦ୍ର ବନ୍ଦ,ଖାଇବାକୁ ନପାଇ ଫେରିଗଲେ ଲୋକେ

    • By jmjnewso
    • September 15, 2026
    • 51 views
    ଗୋପାଳପୁର ଆହାର କେନ୍ଦ୍ର ବନ୍ଦ,ଖାଇବାକୁ ନପାଇ ଫେରିଗଲେ ଲୋକେ

    ଆସୁଛି ୩ ଭୟଙ୍କର ବାତ୍ୟା! ଓଡ଼ିଶା ସମେତ ୬ ରାଜ୍ୟ ଉପରେ ବିପଦ

    • By jmjnewso
    • September 15, 2026
    • 48 views
    ଆସୁଛି ୩ ଭୟଙ୍କର ବାତ୍ୟା! ଓଡ଼ିଶା ସମେତ ୬ ରାଜ୍ୟ ଉପରେ ବିପଦ