ଆମ ଶାସନ’ର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ।

Spread the love

ଜେଏମଜେ ବ୍ୟୁରୋ : ଆଜିଠୁ ଆରମ୍ଭ ହେଲା ଆମ ଶାସନ.। ମୋହନ ଚରଣ ମାଝୀ ଏହାର ଶୁଭାରମ୍ଭ କରିଛନ୍ତି। ଏହାଦ୍ବାରା ରାଜ୍ୟ ସରକାରଙ୍କ ପକ୍ଷରୁ ଯେଉଁ ସବୁ ସେବା ମିଳୁଛି, ତାହା ଲୋକଙ୍କୁ ଠିକ୍ ଭାବେ ଉପଲବ୍ଧ ହେଉଛି କି ନାହିଁ, ଲୋକଙ୍କ ଠାରୁ ମତାମତ ସଂଗ୍ରହ କରାଯିବ। ଯଦି କୌଣସି ଅଧିକାରୀ ଲୋକଙ୍କୁ ସେବା ଯୋଗାଇବାରେ ବିଫଳ ହୋଇଥିବେ, ଖରାପ ବ୍ୟବହାର କରିଥିବେ, ଲାଞ୍ଚ ନେଇ କାମ କରୁଥିବା ନେଇ ଅଭିଯୋଗ ଆସେ ତେବେ ତାଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ହେବ।

ଏଥିପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ଆଜିଠୁ ‘ଆମ ଶାସନ’ ବ୍ୟବସ୍ଥା ଆରମ୍ଭ ହୋଇଛି। ବିଜେଡି ସରକାରଙ୍କ ଅମଳରେ ଯେପରି ୫ଟି-ମୋ ସରକାର ଚାଲିଥିଲା ସେହିପରି ଢାଞ୍ଚାରେ ଏହି ‘ଆମ ଶାସନ କାର୍ଯ୍ୟକାରୀ  ହେବ। ହେଲେ ଏଥିରେ ୫-ଟି ଅଧ୍ୟକ୍ଷ କି ସଚିବ ଭଳି ପଦବି ରହିବନି। ଯେଉଁ ଅଭିଯୋଗ, ପ୍ରସ୍ତାବ ଆସିବ ତାହା ମୁଖ୍ୟମନ୍ତ୍ରୀ ଓ ପ୍ରଶାସନ ସିଧାସଳଖ ଶୁଣିବେ। ଏଥିରେ ପ୍ରାୟ ୨୦ଟି ବିଭାଗର ୧୫୦ରୁ ଅଧିକ ସେବା ଉପଲବ୍ଧ ହେବ । ଏବେ ୮ଟି ବିଭାଗର ୧୬ଟି ସେବା ଉପଲବ୍ଧ ହେବ। ମିଳିଥିବା ସୂଚନା ଅନୁଯାୟୀ, ସରକାରଙ୍କ ତରଫରୁ ଲୋକଙ୍କ ପାଖକୁ ରେକର୍ଡ ହେଉଥିବା ଏକ କଲ୍‌ ଆସିବ ଆଉ ସେମାନଙ୍କୁ ଯୋଜନାର କାର୍ଯ୍ୟକାରିତା ଉପରେ  ବିଭିନ୍ନ ପ୍ରଶ୍ନ ପଚରାଯିବ। ଏଥିସହ ଲୋକଙ୍କ ଠାରୁ ମତାମତ ସଂଗ୍ରହ ଏବଂ ଲୋକ ଫୋନ୍‌ କରି ମତାମତ ଲୋଡ଼ାଯିବ। ଏଥିପାଇଁ ଉତ୍ସର୍ଗୀକୃତ କଲ୍‌ ସେଣ୍ଟର ରହିବ । 

  • jmjnewso

    Related Posts

    ସ୍ୱର୍ଗଦ୍ୱାରରେ ସରିଗଲା କାଠ ,୩ ଘଣ୍ଟା ଧରି ପଡ଼ିରହିଲେ ୨୫ରୁ ଊର୍ଦ୍ଧ୍ବ ଶବ

    Spread the love

    Spread the loveପୁରୀ : ଜେଏମଜେ ନ୍ୟୁଜ : ସ୍ୱର୍ଗଦ୍ୱାରରେ ସରିଗଲା କାଠ । ଦୀର୍ଘ ସାଢ଼େ ୩ ଘଣ୍ଟା ଶବ ଅପେକ୍ଷା କରିବା ପରେ ଆସିଲା କାଠ । ଶବ ପୋଡ଼ା ଆରମ୍ଭ ହେଲା । ରାତି ୧୦ଟା ବେଳକୁ…

    ଦୁଇ ବସ୍ ମୁହାଁମୁହିଁ ଧକ୍କା, ଚାଲିଗଲା ୬ ଜୀବନ

    Spread the love

    Spread the love ଜେଏମଜେ ବ୍ୟୁରୋ : ତାମିଲନାଡୁର ତେନକାସୀ ଜିଲ୍ଲାରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ଦୁଇଟି ଘରୋଇ ବସ୍ ମଧ୍ୟରେ ମୁହାଁମୁହିଁ ଧକ୍କା ହେବା ଫଳରେ ୬ ଜଣଙ୍କ ମୃତ୍ୟୁ ଘଟିଛି ଏବଂ ୨୮ ଜଣ ଆହତ ହୋଇଛନ୍ତି…

    Leave a Reply

    Your email address will not be published. Required fields are marked *

    You Missed

    ଆସୁଛି ୩ ଭୟଙ୍କର ବାତ୍ୟା! ଓଡ଼ିଶା ସମେତ ୬ ରାଜ୍ୟ ଉପରେ ବିପଦ

    • By jmjnewso
    • September 15, 2026
    • 30 views
    ଆସୁଛି ୩ ଭୟଙ୍କର ବାତ୍ୟା! ଓଡ଼ିଶା ସମେତ ୬ ରାଜ୍ୟ ଉପରେ ବିପଦ

    ରକ୍ତରେ ଭିଜିଲା ରିହର୍ସଲ ମଞ୍ଚ; ଛୁରାମାଡ଼ରେ ଜଣେ କଳାକାର ମୃତ

    • By jmjnewso
    • September 15, 2026
    • 37 views
    ରକ୍ତରେ ଭିଜିଲା ରିହର୍ସଲ ମଞ୍ଚ; ଛୁରାମାଡ଼ରେ ଜଣେ କଳାକାର ମୃତ

    ନୂଆଁଖାଇ ପାଇଁ ଉତ୍ସବମୁଖର ପଶ୍ଚିମ ଓଡ଼ିଶା, ମା’ ସମଲେଇଙ୍କ ନିକଟରେ ଲାଗି ହେଲା ନବାନ୍ନ

    • By jmjnewso
    • September 15, 2026
    • 28 views
    ନୂଆଁଖାଇ ପାଇଁ ଉତ୍ସବମୁଖର ପଶ୍ଚିମ ଓଡ଼ିଶା, ମା’ ସମଲେଇଙ୍କ ନିକଟରେ ଲାଗି ହେଲା ନବାନ୍ନ

    ଢେମ୍‌ସାରେ ଦୁଲୁକିବ ରାଷ୍ଟ୍ରପତି ଭବନ, ନୂଆଁଖାଇ ଉତ୍ସବରେ ଭାଗନେବାକୁ କୋଟପାଡ଼ କଳାବିକାଶ କେନ୍ଦ୍ରକୁ ଡକରା

    • By jmjnewso
    • September 15, 2026
    • 33 views
    ଢେମ୍‌ସାରେ ଦୁଲୁକିବ ରାଷ୍ଟ୍ରପତି ଭବନ, ନୂଆଁଖାଇ ଉତ୍ସବରେ ଭାଗନେବାକୁ କୋଟପାଡ଼ କଳାବିକାଶ କେନ୍ଦ୍ରକୁ ଡକରା

    ନୂଆଁଖାଇ ପାଇଁ ସଜେଇ ହେଲାଣି ପଶ୍ଚିମ ଓଡ଼ିଶା , ଘରେ ଘରେ ନବାନ୍ନ

    • By jmjnewso
    • September 14, 2026
    • 40 views
    ନୂଆଁଖାଇ ପାଇଁ ସଜେଇ ହେଲାଣି ପଶ୍ଚିମ ଓଡ଼ିଶା , ଘରେ ଘରେ ନବାନ୍ନ

    ଗଣେଶ ପୂଜା ପେଣ୍ଡାଲରେ ଭୟାବହ ଅଗ୍ନିକାଣ୍ଡ,ମଣ୍ଡପ ଜଳିପୋଡ଼ି ଛାରଖାର

    • By jmjnewso
    • September 14, 2026
    • 42 views
    ଗଣେଶ ପୂଜା ପେଣ୍ଡାଲରେ ଭୟାବହ ଅଗ୍ନିକାଣ୍ଡ,ମଣ୍ଡପ ଜଳିପୋଡ଼ି ଛାରଖାର