ଚାଷୀଙ୍କୁ ରାଜ୍ୟ ସରକାରଙ୍କ ‘ନୂଆଁଖାଇ’ ଭେଟି: ଆସନ୍ତାକାଲି ମିଳିବ ସିଏମ୍‌-କିଷାନ ଯୋଜନାର କିସ୍ତି

Spread the love

ଭୁବନେଶ୍ବର:( ଜେଏମଜେ ବ୍ୟୁରୋ )ରାଜ୍ୟ ସରକାରଙ୍କ ସିଏମ୍‌-କିଷାନ ଯୋଜନାର କିସ୍ତି ଆସନ୍ତାକାଲି (୨୭ ତାରିଖ) ପ୍ରଦାନ କରାଯିବ। ୨୮ ତାରିଖରେ ‘ନୂଆଁଖାଇ’ ପଡ଼ୁଥିବାରୁ ତାର ପୂର୍ବ ଦିନ ଏହା ପ୍ରଦାନ କରାଯିବ। ପ୍ରତି ଚାଷୀଙ୍କ ବ୍ୟାଙ୍କଖାତାକୁ ସିଧାସଳଖ ୨ ହଜାର ଟଙ୍କା ଲେଖାଏଁ ପଠାଯିବ। ଏହାଦ୍ବାରା ଓଡ଼ିଶାର ୫୨ ଲକ୍ଷ କ୍ଷୁଦ୍ର ଓ ନାମ ମାତ୍ର ଚାଷୀ ଉପକୃତ ହେବେ। ଏହି ଯୋଜନାରେ ରାଜ୍ୟ ସରକାର ଦୁଇଟି କିସ୍ତିରେ ୪ହଜାର ଟଙ୍କା ପ୍ରଦାନ କରିଥାନ୍ତି। 

ସୂଚନାଯୋଗ୍ୟ, ଗତବର୍ଷ ‘ନୂଆଁଖାଇ’ ଅବସରରେ ରାଜ୍ୟ ସରକାର ସିଏମ୍‌-କିଷାନ ଯୋଜନାର ପ୍ରଥମ କିସ୍ତି ପ୍ରଦାନ କରିଥିଲେ। ଆଜି ଏନେଇ କୃଷି ଓ କୃଷକ ସଶକ୍ତୀକରଣ ବିଭାଗ ଦାୟିତ୍ବରେ ଥିବା ଉପମୁଖ୍ୟମନ୍ତ୍ରୀ କନକବର୍ଦ୍ଧନ ସିଂହଦେଓ ସମସ୍ତ ଜିଲ୍ଲାପାଳଙ୍କ ସହ ଆଲୋଚନା କରିଥିଲେ।

  • jmjnewso

    Related Posts

    ସ୍ୱର୍ଗଦ୍ୱାରରେ ସରିଗଲା କାଠ ,୩ ଘଣ୍ଟା ଧରି ପଡ଼ିରହିଲେ ୨୫ରୁ ଊର୍ଦ୍ଧ୍ବ ଶବ

    Spread the love

    Spread the loveପୁରୀ : ଜେଏମଜେ ନ୍ୟୁଜ : ସ୍ୱର୍ଗଦ୍ୱାରରେ ସରିଗଲା କାଠ । ଦୀର୍ଘ ସାଢ଼େ ୩ ଘଣ୍ଟା ଶବ ଅପେକ୍ଷା କରିବା ପରେ ଆସିଲା କାଠ । ଶବ ପୋଡ଼ା ଆରମ୍ଭ ହେଲା । ରାତି ୧୦ଟା ବେଳକୁ…

    ଦୁଇ ବସ୍ ମୁହାଁମୁହିଁ ଧକ୍କା, ଚାଲିଗଲା ୬ ଜୀବନ

    Spread the love

    Spread the love ଜେଏମଜେ ବ୍ୟୁରୋ : ତାମିଲନାଡୁର ତେନକାସୀ ଜିଲ୍ଲାରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ଦୁଇଟି ଘରୋଇ ବସ୍ ମଧ୍ୟରେ ମୁହାଁମୁହିଁ ଧକ୍କା ହେବା ଫଳରେ ୬ ଜଣଙ୍କ ମୃତ୍ୟୁ ଘଟିଛି ଏବଂ ୨୮ ଜଣ ଆହତ ହୋଇଛନ୍ତି…

    Leave a Reply

    Your email address will not be published. Required fields are marked *

    You Missed

    ପିଏମ୍‌ଶ୍ରୀ ସ୍କୁଲ୍‌ରେ କୃଷି ଧନ୍ଦାମୂଳକ ଶିକ୍ଷା: ଓସେପା ଓ ଓୟୁଏଟି ମଧ୍ୟରେ ଚୁକ୍ତି ସ୍ୱାକ୍ଷରିତ

    • By jmjnewso
    • September 14, 2026
    • 6 views
    ପିଏମ୍‌ଶ୍ରୀ ସ୍କୁଲ୍‌ରେ କୃଷି ଧନ୍ଦାମୂଳକ ଶିକ୍ଷା: ଓସେପା ଓ ଓୟୁଏଟି ମଧ୍ୟରେ ଚୁକ୍ତି ସ୍ୱାକ୍ଷରିତ

    ରାତିପାହିଲେ ଅଗ୍ରପୂଜ୍ୟଙ୍କ ପୂଜା, ଉତ୍ସବମୁଖର ଗାଁ ଠୁ ସହର

    • By jmjnewso
    • September 13, 2026
    • 37 views
    ରାତିପାହିଲେ ଅଗ୍ରପୂଜ୍ୟଙ୍କ ପୂଜା, ଉତ୍ସବମୁଖର ଗାଁ ଠୁ ସହର

    ନୂଆଁଖାଇ ପାଇଁ ଚଳଚଞ୍ଚଳ ଗାଁଠୁ ସହର, ଶାଳପତ୍ରର ଚାହିଦା ବଢୁଛି

    • By jmjnewso
    • September 13, 2026
    • 47 views
    ନୂଆଁଖାଇ ପାଇଁ ଚଳଚଞ୍ଚଳ ଗାଁଠୁ ସହର, ଶାଳପତ୍ରର ଚାହିଦା ବଢୁଛି

    ଅମିତ ଶାହଙ୍କ ବଡ ଘୋଷଣା, ୨୦୨୯ ପୂର୍ବରୁ NDA ଶାସିତ ସମସ୍ତ ୨୧ଟି ରାଜ୍ୟରେ ଲାଗୁହେବ UCC

    • By jmjnewso
    • September 13, 2026
    • 30 views
    ଅମିତ ଶାହଙ୍କ ବଡ ଘୋଷଣା, ୨୦୨୯ ପୂର୍ବରୁ NDA ଶାସିତ ସମସ୍ତ ୨୧ଟି ରାଜ୍ୟରେ ଲାଗୁହେବ UCC

    ସ୍ୱର୍ଗଦ୍ୱାରରେ ସରିଗଲା କାଠ ,୩ ଘଣ୍ଟା ଧରି ପଡ଼ିରହିଲେ ୨୫ରୁ ଊର୍ଦ୍ଧ୍ବ ଶବ

    • By jmjnewso
    • September 13, 2026
    • 73 views
    ସ୍ୱର୍ଗଦ୍ୱାରରେ ସରିଗଲା କାଠ ,୩ ଘଣ୍ଟା ଧରି ପଡ଼ିରହିଲେ ୨୫ରୁ ଊର୍ଦ୍ଧ୍ବ ଶବ

    ଅନିଲ୍ସ ଉତ୍ସବ -୨୦୨୬ ଅନୁଷ୍ଠିତ

    • By jmjnewso
    • September 13, 2026
    • 43 views
    ଅନିଲ୍ସ ଉତ୍ସବ -୨୦୨୬ ଅନୁଷ୍ଠିତ