ଓଡ଼ିଶାରେ NCERT ଢାଞ୍ଚାରେ ପ୍ରଥମରୁ ଅଷ୍ଟମ ୫୫ଟି ବହି ବଦଳାଇବାକୁ ନିଷ୍ପତ୍ତି

Spread the love

ଜେଏମଜେ ବ୍ୟୁରୋ : ବଦଳିବ ପ୍ରଥମରୁ ଅଷ୍ଟମ ପାଠ୍ୟପୁସ୍ତକ । ୨୦୨୬-୨୭ ଶିକ୍ଷାବର୍ଷରୁ ସାରା ଓଡ଼ିଶାରେ NCERT ଢାଞ୍ଚାରେ ଲାଗୁ ହେବ ନୂଆ ପାଠ୍ୟପୁସ୍ତକ । ପ୍ରଥମରୁ ଅଷ୍ଟମ ୫୫ଟି ବହି ବଦଳାଇବା ପାଇଁ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର ବଡ଼ ନିଷ୍ପତ୍ତି । କରିକୁଲମ୍ ଫ୍ରେମୱର୍କ ଷ୍ଟିୟରିଂ କମିଟିର ଅନୁମୋଦନ ପରେ NCERT ଢାଞ୍ଚାରେ ପାଠ୍ୟପୁସ୍ତକ ପ୍ରସ୍ତୁତ କରିବ SCERT । 
ଜାତୀୟ ଶିକ୍ଷା ନୀତି ୨୦୨୦ ଅନୁଯାୟୀ  ଏହିସବୁ ପୁସ୍ତକ ପ୍ରସ୍ତୁତି  କରାଯିବ । ପୁସ୍ତକର ମୂଲ୍ୟବୋଧ ଶିକ୍ଷା ସାମିଲ କରାଯିବ । ନୂଆ ପାଠ୍ୟକ୍ରମ ନେଇ ଶିକ୍ଷକ ମାନଙ୍କୁ ତାଲିମ ଦେବ ଗଣ ଶିକ୍ଷା ବିଭାଗ । ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ନିଷ୍ପତ୍ତି ନିଆଯାଇଛି ।

  • jmjnewso

    Related Posts

    ପିଏମ୍‌ଶ୍ରୀ ସ୍କୁଲ୍‌ରେ କୃଷି ଧନ୍ଦାମୂଳକ ଶିକ୍ଷା: ଓସେପା ଓ ଓୟୁଏଟି ମଧ୍ୟରେ ଚୁକ୍ତି ସ୍ୱାକ୍ଷରିତ

    Spread the love

    Spread the loveଭୁବନେଶ୍ୱର : ଜେଏମଜେ ନ୍ୟୁଜ : ରାଜ୍ୟର ବିଦ୍ୟାଳୟ ଛାତ୍ରଛାତ୍ରୀଙ୍କୁ କୃଷି ଓ ଆନୁଷଙ୍ଗିକ କ୍ଷେତ୍ରରେ ବ୍ୟାବହାରିକ ଏବଂ କ୍ଷେତ୍ର-ଭିତ୍ତିକ ଧନ୍ଦାମୂଳକ ଶିକ୍ଷା ପ୍ରଦାନ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ଗ୍ରହଣ କରାଯାଇଛି। ଓଡ଼ିଶା ବିଦ୍ୟାଳୟ ଶିକ୍ଷା କାର୍ଯ୍ୟକ୍ରମ…

    ରାଜ୍ୟର ସମସ୍ତ ବିଦ୍ୟାଳୟରେ ଗୁରୁ ଦିବସ ଏଵଂ ଶିଶୁ ଦିବସରେ ହେବ ପାଠପଢା

    Spread the love

    Spread the loveଜେଏମଜେ ନ୍ୟୁଜ : ରାଜ୍ୟର ସମସ୍ତ ବିଦ୍ୟାଳୟରେ ଏଣିକି ଗୁରୁ ଦିବସ ଏବଂ ଶିଶୁ ଦିବସ ଅବସରରେ ପାଠପଢ଼ା ବନ୍ଦ ରହିବ ନାହିଁ। ଏହି ବିଶେଷ ଦିନଗୁଡ଼ିକରେ ସ୍କୁଲରେ ଉତ୍ସବ ପାଳନ ହେବା ସହିତ ନିୟମିତ ଭାବେ ଶିକ୍ଷାଦାନ…

    Leave a Reply

    Your email address will not be published. Required fields are marked *

    You Missed

    ରକ୍ତରେ ଭିଜିଲା ରିହର୍ସଲ ମଞ୍ଚ; ଛୁରାମାଡ଼ରେ ଜଣେ କଳାକାର ମୃତ

    • By jmjnewso
    • September 15, 2026
    • 25 views
    ରକ୍ତରେ ଭିଜିଲା ରିହର୍ସଲ ମଞ୍ଚ; ଛୁରାମାଡ଼ରେ ଜଣେ କଳାକାର ମୃତ

    ନୂଆଁଖାଇ ପାଇଁ ଉତ୍ସବମୁଖର ପଶ୍ଚିମ ଓଡ଼ିଶା, ମା’ ସମଲେଇଙ୍କ ନିକଟରେ ଲାଗି ହେଲା ନବାନ୍ନ

    • By jmjnewso
    • September 15, 2026
    • 21 views
    ନୂଆଁଖାଇ ପାଇଁ ଉତ୍ସବମୁଖର ପଶ୍ଚିମ ଓଡ଼ିଶା, ମା’ ସମଲେଇଙ୍କ ନିକଟରେ ଲାଗି ହେଲା ନବାନ୍ନ

    ଢେମ୍‌ସାରେ ଦୁଲୁକିବ ରାଷ୍ଟ୍ରପତି ଭବନ, ନୂଆଁଖାଇ ଉତ୍ସବରେ ଭାଗନେବାକୁ କୋଟପାଡ଼ କଳାବିକାଶ କେନ୍ଦ୍ରକୁ ଡକରା

    • By jmjnewso
    • September 15, 2026
    • 30 views
    ଢେମ୍‌ସାରେ ଦୁଲୁକିବ ରାଷ୍ଟ୍ରପତି ଭବନ, ନୂଆଁଖାଇ ଉତ୍ସବରେ ଭାଗନେବାକୁ କୋଟପାଡ଼ କଳାବିକାଶ କେନ୍ଦ୍ରକୁ ଡକରା

    ନୂଆଁଖାଇ ପାଇଁ ସଜେଇ ହେଲାଣି ପଶ୍ଚିମ ଓଡ଼ିଶା , ଘରେ ଘରେ ନବାନ୍ନ

    • By jmjnewso
    • September 14, 2026
    • 36 views
    ନୂଆଁଖାଇ ପାଇଁ ସଜେଇ ହେଲାଣି ପଶ୍ଚିମ ଓଡ଼ିଶା , ଘରେ ଘରେ ନବାନ୍ନ

    ଗଣେଶ ପୂଜା ପେଣ୍ଡାଲରେ ଭୟାବହ ଅଗ୍ନିକାଣ୍ଡ,ମଣ୍ଡପ ଜଳିପୋଡ଼ି ଛାରଖାର

    • By jmjnewso
    • September 14, 2026
    • 41 views
    ଗଣେଶ ପୂଜା ପେଣ୍ଡାଲରେ ଭୟାବହ ଅଗ୍ନିକାଣ୍ଡ,ମଣ୍ଡପ ଜଳିପୋଡ଼ି ଛାରଖାର

    ଓଡ଼ିଆ ଭାଷାରେ ନାମ ଫଳକ ଲେଖିବାବାଧ୍ୟତାମୂଳକ କରାଯାଉ : ଉତ୍କଳ ସମ୍ମିଳନୀ

    • By jmjnewso
    • September 14, 2026
    • 41 views
    ଓଡ଼ିଆ ଭାଷାରେ ନାମ ଫଳକ ଲେଖିବାବାଧ୍ୟତାମୂଳକ କରାଯାଉ : ଉତ୍କଳ ସମ୍ମିଳନୀ