ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା; ୧୬ ନୂଆ ଏନଏସି, ୭ ନୂଆ ମ୍ୟୁନିସିପାଲଟି ଘୋଷଣା କଲେ ମୁଖ୍ୟମନ୍ତ୍ରୀ.

Spread the love

ଜେଏମଜେ ବ୍ୟୁରୋ: ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ବଡ଼ ଘୋଷଣା । ଆଜି ସ୍ୱାୟତ୍ତ ଶାସନ ଦିବସ ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ୭ଟି ନୂଆ ମ୍ୟୁନିସିପାଲଟି ଏବଂ ୧୬ଟି ନୂଆ ଏନଏସି ଘୋଷଣା କରିଛନ୍ତି । ବଲାଙ୍ଗୀର ଜିଲ୍ଲାର ଲୋଇସିଂହା ସହିତ ବରଗଡ଼ ଜିଲ୍ଲାର ସହେଲା, କଟକ ଜିଲ୍ଲାର ବଡ଼ମ୍ବା, ନରସିଂହପୁର ଏବଂ ସାଲେପୁରକୁ ଏନଏସି ଭାବେ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ।
ଏହାସହିତ ଢେଙ୍କାନାଳ ଜିଲ୍ଲାର ଗଁନ୍ଦିଆ, ଗଞ୍ଜାମ ଜିଲ୍ଲାର ଜଗନ୍ନାଥପ୍ରସାଦ ଏବଂ ପାତ୍ରପୁର, ଯାଜପୁର ଜିଲ୍ଲାର ଚଣ୍ଡୀଖୋଲ, କଳାହାଣ୍ଡି ଜିଲ୍ଲାର ନର୍ଲା ଏବଂ ଜୟପାଟଣା, ଖୋର୍ଦ୍ଧା ଜିଲ୍ଲାରୁ ଟାଙ୍ଗୀ, କୋରାପଟୁ ଜିଲ୍ଲାର ବୋରିଗୁମ୍ମା, ମୟୂରଭଞ୍ଜ ଜିଲ୍ଲାର କପ୍ତିପଦା, ଯଶୀପୁର ଓ ରାସଗୋବିନ୍ଦପୁରକୁ ନୂଆ ଏନଏସି ଭାବେ ଘୋଷଣା କରାଯାଇଛି । ସେହିପରି ବର୍ତ୍ତମାନ ଏନଏସି ଥିବା ମୟୂରଭଞ୍ଜର କରଞ୍ଜିଆକୁ ନୂଆ ମ୍ୟୁନିସିପାଲଟି ଭାବେ ଘୋଷଣା କରାଯାଇଛି । ଏହାସହ ବୌଦ୍ଧ ଜିଲ୍ଲାର ବୌଦ୍ଧ, ଗଞ୍ଜାମ ଜିଲ୍ଲାର ସର୍ବାଧିକ ଭଞ୍ଜନଗର, ଆସ୍କା, ଛତ୍ରପୁର, କବିସୂର୍ଯ୍ୟନଗର ଓ ପୋଲସରାକୁ ନୂଆ ମ୍ୟୁନିସିପାଲଟି ଭାବେ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ।
ବ୍ୟୁରୋ ରିପୋର୍ଟ jmj ନ୍ୟୁଜ

  • jmjnewso

    Related Posts

    ସ୍ୱର୍ଗଦ୍ୱାରରେ ସରିଗଲା କାଠ ,୩ ଘଣ୍ଟା ଧରି ପଡ଼ିରହିଲେ ୨୫ରୁ ଊର୍ଦ୍ଧ୍ବ ଶବ

    Spread the love

    Spread the loveପୁରୀ : ଜେଏମଜେ ନ୍ୟୁଜ : ସ୍ୱର୍ଗଦ୍ୱାରରେ ସରିଗଲା କାଠ । ଦୀର୍ଘ ସାଢ଼େ ୩ ଘଣ୍ଟା ଶବ ଅପେକ୍ଷା କରିବା ପରେ ଆସିଲା କାଠ । ଶବ ପୋଡ଼ା ଆରମ୍ଭ ହେଲା । ରାତି ୧୦ଟା ବେଳକୁ…

    ଦୁଇ ବସ୍ ମୁହାଁମୁହିଁ ଧକ୍କା, ଚାଲିଗଲା ୬ ଜୀବନ

    Spread the love

    Spread the love ଜେଏମଜେ ବ୍ୟୁରୋ : ତାମିଲନାଡୁର ତେନକାସୀ ଜିଲ୍ଲାରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ଦୁଇଟି ଘରୋଇ ବସ୍ ମଧ୍ୟରେ ମୁହାଁମୁହିଁ ଧକ୍କା ହେବା ଫଳରେ ୬ ଜଣଙ୍କ ମୃତ୍ୟୁ ଘଟିଛି ଏବଂ ୨୮ ଜଣ ଆହତ ହୋଇଛନ୍ତି…

    Leave a Reply

    Your email address will not be published. Required fields are marked *

    You Missed

    ରାତିପାହିଲେ ଅଗ୍ରପୂଜ୍ୟଙ୍କ ପୂଜା, ଉତ୍ସବମୁଖର ଗାଁ ଠୁ ସହର

    • By jmjnewso
    • September 13, 2026
    • 37 views
    ରାତିପାହିଲେ ଅଗ୍ରପୂଜ୍ୟଙ୍କ ପୂଜା, ଉତ୍ସବମୁଖର ଗାଁ ଠୁ ସହର

    ନୂଆଁଖାଇ ପାଇଁ ଚଳଚଞ୍ଚଳ ଗାଁଠୁ ସହର, ଶାଳପତ୍ରର ଚାହିଦା ବଢୁଛି

    • By jmjnewso
    • September 13, 2026
    • 47 views
    ନୂଆଁଖାଇ ପାଇଁ ଚଳଚଞ୍ଚଳ ଗାଁଠୁ ସହର, ଶାଳପତ୍ରର ଚାହିଦା ବଢୁଛି

    ଅମିତ ଶାହଙ୍କ ବଡ ଘୋଷଣା, ୨୦୨୯ ପୂର୍ବରୁ NDA ଶାସିତ ସମସ୍ତ ୨୧ଟି ରାଜ୍ୟରେ ଲାଗୁହେବ UCC

    • By jmjnewso
    • September 13, 2026
    • 30 views
    ଅମିତ ଶାହଙ୍କ ବଡ ଘୋଷଣା, ୨୦୨୯ ପୂର୍ବରୁ NDA ଶାସିତ ସମସ୍ତ ୨୧ଟି ରାଜ୍ୟରେ ଲାଗୁହେବ UCC

    ସ୍ୱର୍ଗଦ୍ୱାରରେ ସରିଗଲା କାଠ ,୩ ଘଣ୍ଟା ଧରି ପଡ଼ିରହିଲେ ୨୫ରୁ ଊର୍ଦ୍ଧ୍ବ ଶବ

    • By jmjnewso
    • September 13, 2026
    • 70 views
    ସ୍ୱର୍ଗଦ୍ୱାରରେ ସରିଗଲା କାଠ ,୩ ଘଣ୍ଟା ଧରି ପଡ଼ିରହିଲେ ୨୫ରୁ ଊର୍ଦ୍ଧ୍ବ ଶବ

    ଅନିଲ୍ସ ଉତ୍ସବ -୨୦୨୬ ଅନୁଷ୍ଠିତ

    • By jmjnewso
    • September 13, 2026
    • 43 views
    ଅନିଲ୍ସ ଉତ୍ସବ -୨୦୨୬ ଅନୁଷ୍ଠିତ

    ଘରୋଇ ବସ୍ ମାଡିଯାଇ ନାବାଳିକା ମୃତ: ପ୍ରତିବାଦରେ ଗ୍ରାମବାସୀଙ୍କ ରାସ୍ତାରୋକ

    • By jmjnewso
    • September 13, 2026
    • 61 views
    ଘରୋଇ ବସ୍ ମାଡିଯାଇ ନାବାଳିକା ମୃତ: ପ୍ରତିବାଦରେ ଗ୍ରାମବାସୀଙ୍କ ରାସ୍ତାରୋକ