ଅବ୍ୟବସ୍ଥା ଭିତରେ କୋଦଳା NAC ରେ ପାଳିତ ହୋଇଯାଇଛି ସ୍ୱାୟତ୍ତ ଶାସନ ଦିବସ.ଅଲୋଡ଼ା ହୋଇଗଲେ କି ଜାତିର ପିତା ମହାତ୍ମା ଗାନ୍ଧୀ

Spread the love

କୋଦଳା : (ଜେଏମଜେ ନ୍ୟୁଜ) ଗଞ୍ଜାମ ଜିଲ୍ଲା କୋଦଳା ଏନଏସି ରେ ଅବ୍ୟବସ୍ଥା ଭିତରେ ପାଳିତ ହୋଇଯାଇଛି ସ୍ୱାୟତ୍ତ ଶାସନ ଦିବସ ଏଥିରେ ମୁଖ୍ୟ ଅତିଥି ଭାବରେ ମାନ୍ୟବର ଆସ୍କା ସାଂସଦ ଶ୍ରୀମତୀ ଅନିତା ସୁଭଦର୍ଶନୀ କବିସୂର୍ଯ୍ୟନଗର ବିଧାୟକ ଶ୍ରୀଯୁକ୍ତ ପ୍ରତାପ ଚନ୍ଦ୍ର ନାୟକ ଯୋଗ ଦେଇଥିବା ବେଳେ ଆବାହକ ଅଧ୍ୟକ୍ଷ ସୂର୍ଯ୍ୟ ନାରାୟଣ ନାୟକ ମଧ୍ୟ ଯୋଗ ଦେଇଥିଲେ ।କିନ୍ତୁ ସମସ୍ତ କାଉନ୍ସିଲର ଯୋଗ ଦେଇନଥିଲେ ତଥାପି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା କାର୍ଯ୍ୟ ଶୁଚୀ ଅନୁସାରେ ସକାଳ ୬ ଘଣ୍ଟ ସମୟରେ ପ୍ରଭାତ ଫେରି ୮ ଘଣ୍ଟ ସମୟରେ ବରପୁତ୍ର ମାନଙ୍କ ଉପରେ ପୁଷ୍ପମାଲ୍ୟାର୍ପଣ ପରେ ପରେ ପତାକା ଉତ୍ତଳନ ସାଧାରଣ ସଭା ପୋଷାକ ବିତରଣ ତା ସହିତ ପ୍ରସାଦ ସେବନ ର ମଧ୍ୟ ବ୍ୟବସ୍ଥା କରାଯଇଥିଲା ।

କିନ୍ତୁ ଦୃଭାଗ୍ୟ ର କଥା ବରପୁତ୍ର ମାନଙ୍କୁ ପୁଷ୍ପ ମାଲ୍ୟ ଦେବା ଭୁଲିଗଲେ ସଂସାଦ ବିଧାୟିକ ଓ ଅଧ୍ୟକ୍ଷ । ଶେଷରେ ୧୧ୱାର୍ଡ ର କାଉନ୍ସିଲର ଭଗବାନ ପାଢ଼ୀ ଏହା ଜାଣିଲା ପରେ ନିଜେ ଯାଇ ଦିବା ୧୧ଘଣ୍ଟା୧୩ ମିନଟ ସମୟରେ ଜାତିର ପିତା ମହାତ୍ମା ଗାନ୍ଧୀଙ୍କ ପ୍ରତି ମୂର୍ତ୍ତିରେ ପୁଷ୍ପମାଲ୍ୟ ଅର୍ପଣ କରିଥିଲେ ଓ ନିଜ ସୋସିଆଲ ମିଡିଆରେ ରେ ଏହାକୁ ପ୍ରସାର କରିଥିଲେ। ହେଲେ ଏହି କାର୍ଯ୍ୟକ୍ରମ ରେ ଏତେ ବ୍ୟସ୍ତ ଥିଲେ ଯେ ଗାନ୍ଧୀଜିଙ୍କୁ ଭୁଲିଗଲେ ନେତା.. ଅନ୍ୟ ପକ୍ଷରେ ସଭା ରେ ଉପସ୍ଥିତ ଥିବା ଲୋକଙ୍କୁ ଅଣଦେଖା କରିବା ଯୋଗୁଁ ଦେଖାଦେଇଥିଲା ଅସନ୍ତୋଷ.. ଆଜିର ଦିବସରେଅଧ୍ୟକ୍ଙ୍କ ଦ୍ୱାରା ଏଭଳି ଅବ୍ୟବସ୍ଥା କୁ ନେଇ ତୀବ୍ର ଅସନ୍ତୋଷ ପ୍ରକାଶ କରିଛନ୍ତି କାଉନ୍ସିଲର ଶ୍ରୀ ପାଢ଼ୀ.
ଭଗବାନ ପାଢ଼ୀ ଙ୍କ ରିପୋର୍ଟ…

  • jmjnewso

    Related Posts

    ନୂଆଁଖାଇ ପାଇଁ ଚଳଚଞ୍ଚଳ ଗାଁଠୁ ସହର, ଶାଳପତ୍ରର ଚାହିଦା ବଢୁଛି

    Spread the love

    Spread the loveଜେଏମଜେ ବ୍ୟୁରୋ : ଦିନକ ପରେ ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଁଖାଇ। ଏହାକୁ ନେଇ ଗାଁଠୁ ସହର ସବୁଠି ଉତ୍ସବର ମାହୋଲ। ଘରଦ୍ୱାର ସଫାସୁତରାଠାରୁ ଆରମ୍ଭ କରି ନୂଆ ବସ୍ତ୍ର, ପୂଜା ସାମଗ୍ରୀ ଓ ବିଭିନ୍ନ ଖାଦ୍ୟପଦାର୍ଥ କିଣାକିଣିରେ…

    ମାଲକାନଗିରିରେ ଲଗାଣ ବର୍ଷା, ବୁଡ଼ିଲା ପୋଟେରୁ ଓ କାଙ୍ଗୁରକୋଣ୍ଡା ପୋଲ

    Spread the love

    Spread the loveମାଲକାନଗିରିରେ ଲଗାଣ ବର୍ଷା, ବୁଡ଼ିଲା ପୋଟେରୁ ଓ କାଙ୍ଗୁରକୋଣ୍ଡା ପୋଲମାଲକାନଗିରି: ଜେଏମଜେ ନ୍ୟୁଜ ଲଗାଣ ବର୍ଷାରେ ବେହାଲ ମାଲକାନଗିରି ଜିଲ୍ଲା । ବୁଡ଼ିଲା ପୋଟେରୁ ଓ କାଙ୍ଗୁରକୋଣ୍ଡା ପୋଲ । ମୋଟୁ -କାଲିମେଳା ଯାତାୟାତ ଠପ। ଉଭୟ ପାର୍ଶ୍ଵରେ…

    Leave a Reply

    Your email address will not be published. Required fields are marked *

    You Missed

    ରାତିପାହିଲେ ଅଗ୍ରପୂଜ୍ୟଙ୍କ ପୂଜା, ଉତ୍ସବମୁଖର ଗାଁ ଠୁ ସହର

    • By jmjnewso
    • September 13, 2026
    • 37 views
    ରାତିପାହିଲେ ଅଗ୍ରପୂଜ୍ୟଙ୍କ ପୂଜା, ଉତ୍ସବମୁଖର ଗାଁ ଠୁ ସହର

    ନୂଆଁଖାଇ ପାଇଁ ଚଳଚଞ୍ଚଳ ଗାଁଠୁ ସହର, ଶାଳପତ୍ରର ଚାହିଦା ବଢୁଛି

    • By jmjnewso
    • September 13, 2026
    • 47 views
    ନୂଆଁଖାଇ ପାଇଁ ଚଳଚଞ୍ଚଳ ଗାଁଠୁ ସହର, ଶାଳପତ୍ରର ଚାହିଦା ବଢୁଛି

    ଅମିତ ଶାହଙ୍କ ବଡ ଘୋଷଣା, ୨୦୨୯ ପୂର୍ବରୁ NDA ଶାସିତ ସମସ୍ତ ୨୧ଟି ରାଜ୍ୟରେ ଲାଗୁହେବ UCC

    • By jmjnewso
    • September 13, 2026
    • 30 views
    ଅମିତ ଶାହଙ୍କ ବଡ ଘୋଷଣା, ୨୦୨୯ ପୂର୍ବରୁ NDA ଶାସିତ ସମସ୍ତ ୨୧ଟି ରାଜ୍ୟରେ ଲାଗୁହେବ UCC

    ସ୍ୱର୍ଗଦ୍ୱାରରେ ସରିଗଲା କାଠ ,୩ ଘଣ୍ଟା ଧରି ପଡ଼ିରହିଲେ ୨୫ରୁ ଊର୍ଦ୍ଧ୍ବ ଶବ

    • By jmjnewso
    • September 13, 2026
    • 70 views
    ସ୍ୱର୍ଗଦ୍ୱାରରେ ସରିଗଲା କାଠ ,୩ ଘଣ୍ଟା ଧରି ପଡ଼ିରହିଲେ ୨୫ରୁ ଊର୍ଦ୍ଧ୍ବ ଶବ

    ଅନିଲ୍ସ ଉତ୍ସବ -୨୦୨୬ ଅନୁଷ୍ଠିତ

    • By jmjnewso
    • September 13, 2026
    • 43 views
    ଅନିଲ୍ସ ଉତ୍ସବ -୨୦୨୬ ଅନୁଷ୍ଠିତ

    ଘରୋଇ ବସ୍ ମାଡିଯାଇ ନାବାଳିକା ମୃତ: ପ୍ରତିବାଦରେ ଗ୍ରାମବାସୀଙ୍କ ରାସ୍ତାରୋକ

    • By jmjnewso
    • September 13, 2026
    • 61 views
    ଘରୋଇ ବସ୍ ମାଡିଯାଇ ନାବାଳିକା ମୃତ: ପ୍ରତିବାଦରେ ଗ୍ରାମବାସୀଙ୍କ ରାସ୍ତାରୋକ