ଅବସରକାଳୀନ ବିଦାୟ ସମ୍ବର୍ଦ୍ଧନା ସଭା

Spread the love

ଜେଏମଜେ ବ୍ୟୁରୋ : ଗଞ୍ଜାମ ଜିଲ୍ଲା କବିସୂର୍ଯ୍ୟନଗର NAC ଅନ୍ତର୍ଗତ ଶ୍ରୀ ଚନ୍ଦ୍ରଶେଖର ହାଇସ୍କୁଲ ଠାରେ ଶ୍ରୀମତୀ ସବିତା କୁମାରୀ ବିଶୋଇଙ୍କ ଅବସରକାଳୀନ ସମ୍ବର୍ଦ୍ଧନା ସଭା, ଭାରପ୍ରାପ୍ତ ପ୍ରଧାନ ଶିକ୍ଷକ ମିହିର କୁମାର ଶତପଥିଙ୍କ ସଭାପତିତ୍ୱ ରେ ଅନୁଷ୍ଠିତ ହୋଇଯାଇଛି..

ଅନୁଷ୍ଠିତ ସଭାରେ ମୁଖ୍ୟ ଅତିଥି ଭାବେ କବିସୂର୍ଯ୍ୟନଗର ଗୋଷ୍ଠୀ ଶିକ୍ଷା ଅଧିକାରୀ ଅଭିମନ୍ୟୁ ସାହୁ ଯୋଗ ଦେଇଥିବା ବେଳେ ସମ୍ମାନୀୟ ଅତିଥି ଭାବେ ABEO ରବି ନାରାୟଣ ବେହେରା, ମାଧବ ଚନ୍ଦ୍ର ମାଝୀ, ପ୍ରଧାନ ଶିକ୍ଷକ ସିମାଞ୍ଚଳ ପାଣି, ବିଦ୍ୟାଳୟ ପରିଚାଳନା କମିଟି ସଭାପତି ପଦ୍ମନାଭ ମିଶ୍ର, CRCC ରବୀନ୍ଦ୍ର କୁମାର ବିଶ୍ୱାଳ ଯୋଗ ଦେଇଥିଲେ।

ସେହିପରି ଅନ୍ୟ ତମ ଅତିଥି ଭାବେ ଶିକ୍ଷୟତ୍ରୀ ବିଜୟଲକ୍ଷ୍ମୀ ସାହୁ, ପ୍ରମିତା କୁମାରୀ ନାହାକ ମଂଚାସୀନ ହୋଇ ଅବସର ନେଇଥିବା ସହକାରୀ ଶିକ୍ଷୟତ୍ରୀ ସବିତା କୁମାରୀ ବିଶୋଇ ଙ୍କ କାର୍ଯ୍ୟ ଧାରା, ସମୟାନୁବର୍ତ୍ତିତା, ଏବଂ ନିଷ୍ଠାପର ଶିକ୍ଷାଦାନ ସମ୍ପର୍କରେ ଅତିଥି, ଶିକ୍ଷକ ମାନେ ମତ ବ୍ୟକ୍ତ କରିବା ସହ ସମ୍ବର୍ଦ୍ଧନା ଦିଆଯାଇଥିଲା..

ସେବା ନିବୃତ ପର ଠାରୁ ଆଗାମୀ ସମୟ ସୁଖମୟ କାମନା କରି ମାନପତ୍ର, ଉତ୍ତରୀୟ, ପୁଷ୍ପ ଗୁଚ୍ଛ ସହ ଉପହାର ଦେଇ ସମ୍ବର୍ଦ୍ଧନା ଦିଆଯାଇଥିବା ଦେଖିବାକୁ ମିଳିଥିଲା.ଏବଂ ଶେଷରେ ସମସ୍ତ ଛାତ୍ର ଛାତ୍ରୀ ସହକର୍ମୀ ମିଶି ବିଦ୍ୟାଳୟ ରୁ ବାସଭବନ ଯାଏଁ ଶୋଭାଯାତ୍ରା ରେ ନେଇ ଥିବା ଜଣାଯାଇଛି..

ଅନୁଷ୍ଠିତ ସଭା କୁ ସଲୀଳା କୁମାରୀ ମିଶ୍ର, ମାନିନୀ ଆଚାର୍ଯ୍ୟ, ମାନିନୀ ବିଶୋଇ ଙ୍କ ସମେତ ସମସ୍ତ ଶିକ୍ଷକ ଶିକ୍ଷୟତ୍ରୀ ପରିଚାଳନା କରିଥିବା ବେଳେ ସମସ୍ତ ଛାତ୍ର ଛାତ୍ରୀ ଉପସ୍ଥିତ ରହି ଅବସର ନେଇଥିବା ଶିକ୍ଷୟତ୍ରୀ ଶ୍ରୀମତୀ ବିଶୋଇ ଙ୍କୁ ବିଦାୟ ସମ୍ବର୍ଦ୍ଧନା ଦେଇଥିଲେ..

  • jmjnewso

    Related Posts

    ଆହତ ପୁଲିସଙ୍କ ପାଇଁ ନ୍ୟାୟ ଦାବି : ଜୁଲାଇ ୩୧ରେ ଦିନିକିଆ ଧାରଣା

    Spread the love

    Spread the love ଜେଏମଜେ ନ୍ୟୁଜ : ଅବସରପ୍ରାପ୍ତ ଅଣ-ଗେଜେଟେଡ୍ ଏବଂ ଗେଜେଟେଡ୍ ଦିଲ୍ଲୀ ପୁଲିସ ଅଧିକାରୀଙ୍କ ସଂଗଠନ, ଦିଲ୍ଲୀ ପୁଲିସ ମହାସଂଘ, ଜୁଲାଇ ୩୧ ରେ ପୂର୍ବାହ୍ନ ୧୧ଟାରୁ ସନ୍ଧ୍ୟା ୫ଟା ପର୍ଯ୍ୟନ୍ତ ଜନ୍ତରମନ୍ତରରେ ଏକ ଶାନ୍ତିପୂର୍ଣ୍ଣ ଦିନିକିଆ ଧାରଣା…

    କାର୍ଯ୍ୟାନୁଷ୍ଠାନ ପାଇଁ ୮ ରାଜ୍ୟକୁ ନୋଟିସ୍ ଜାରି କଲେ ସୁପ୍ରିମକୋର୍ଟ

    Spread the love

    Spread the loveଜେଏମଜେ ବ୍ୟୁରୋ : ରାଜଧାନୀ ଦିଲ୍ଲୀର ଜନ୍ତରମନ୍ତରରେ କକ୍ରୋଚ୍ ଜନତା ପାର୍ଟି(ସିଜେପି) ପକ୍ଷରୁ ବିକ୍ଷୋଭ ସମୟରେ, ପୁଲିସ ଭିଡ଼କୁ ନିୟନ୍ତ୍ରଣ କରିବା ପାଇଁ ଲାଠିଚାର୍ଜ କରିଥିଲା ଏବଂ ଲୁହ ବୁହା ଗ୍ୟାସ୍ ମଧ୍ୟ ପ୍ରୟୋଗ କରିଥିଲା। ଏହି ମାମଲାର…

    Leave a Reply

    Your email address will not be published. Required fields are marked *

    You Missed

    ଆହତ ପୁଲିସଙ୍କ ପାଇଁ ନ୍ୟାୟ ଦାବି : ଜୁଲାଇ ୩୧ରେ ଦିନିକିଆ ଧାରଣା

    ଆହତ ପୁଲିସଙ୍କ ପାଇଁ ନ୍ୟାୟ ଦାବି : ଜୁଲାଇ ୩୧ରେ ଦିନିକିଆ ଧାରଣା

    CMOର ଫାଇଲ ଗାୟବ ଘଟଣାରେ ବିଜେପିର କଡ଼ା ଚେତାବନୀ : ଯିଏ ଦୋଷୀ ସେ ଜେଲ୍ ଯିବେ

    CMOର ଫାଇଲ ଗାୟବ ଘଟଣାରେ ବିଜେପିର କଡ଼ା ଚେତାବନୀ : ଯିଏ ଦୋଷୀ ସେ ଜେଲ୍ ଯିବେ

    CMOରୁ ଫାଇଲ ନେଇଥିବା ଅଧିକାରୀ ଚିହ୍ନଟ, ଦରକାର ପଡ଼ିଲେ ବିଦେଶ ଯିବ ପୁଲିସ’ : ସୁରେଶ ପୂଜାରୀ

    CMOରୁ ଫାଇଲ ନେଇଥିବା ଅଧିକାରୀ ଚିହ୍ନଟ, ଦରକାର ପଡ଼ିଲେ ବିଦେଶ ଯିବ ପୁଲିସ’ : ସୁରେଶ ପୂଜାରୀ

    କାର୍ଯ୍ୟାନୁଷ୍ଠାନ ପାଇଁ ୮ ରାଜ୍ୟକୁ ନୋଟିସ୍ ଜାରି କଲେ ସୁପ୍ରିମକୋର୍ଟ

    କାର୍ଯ୍ୟାନୁଷ୍ଠାନ ପାଇଁ ୮ ରାଜ୍ୟକୁ ନୋଟିସ୍ ଜାରି କଲେ ସୁପ୍ରିମକୋର୍ଟ

    ବିଜେପି ର ପ୍ରଚାର ରେ ଲଗେଇଲେ କୋଡିଏ ଲକ୍ଷ!ଦୁର୍ନୀତିର ସର୍ବାଗ୍ରେ କୋଦଳା…

    ବିଜେପି ର ପ୍ରଚାର ରେ ଲଗେଇଲେ କୋଡିଏ ଲକ୍ଷ!ଦୁର୍ନୀତିର ସର୍ବାଗ୍ରେ କୋଦଳା…

    “ଜନତା ମାଗେ ଜବାବ “28 ଜୁଲାଇ 2026