ଗାଁ ଠୁ ସହର ସବୁଠି ରାସ୍ତାର ଦୟନୀୟ ଅବସ୍ଥା, ଶାସକ-ବିରୋଧୀଙ୍କ ସମାନ ଅଭିଯୋଗ.

Spread the love

ଜେଏମଜେ ବ୍ୟୁରୋ : ଉପାନ୍ତରୁ ଉପକୂଳ, ଗାଁରୁ ସହର । ରାସ୍ତା ପାଲଟିଛି ଏବେ ମରଣଯନ୍ତା । ବର୍ଷା ଅସରାଏ ହେଲେ କଥା ସରିଲା । ଶୋଚନୀୟ ରାସ୍ତାକୁ ନେଇ ବିଧାନସଭାର ଷ୍ଟାଣ୍ଡିଂ କମିଟି ଉଦବେଗ ପ୍ରକାଶ କରିଥିବା ବେଳେ ପୂଜା ପୂର୍ବରୁ ଦ୍ବୈତନଗରୀରେ ରାସ୍ତା ମରାମତି ସାରିବାକୁ ନିର୍ଦ୍ଦେଶ ଦେଇଛନ୍ତି ମନ୍ତ୍ରୀ। 

ରାସ୍ତା ଅବସ୍ଥା ଚାଲିବା ଯୋଗ୍ୟ ହୋଇନାହିଁ। କେବଳ ଗାଁ ଗହଳିର ରାସ୍ତାର ଅବସ୍ଥା ଏମିତି ଦୟନୀୟ ନୁହେଁ । ଟ୍ବିନସିଟି ଓ ରାଜ୍ୟର ଅନ୍ୟ ସହରର ରାସ୍ତା ମଧ୍ୟ ଏବେ ଶୋଚନୀୟ ହୋଇପଡିଛି । ଯିଏ ରାସ୍ତାକୁ ବାହାରୁଛି, ସିଏ ନିଜକୁ ନିନ୍ଦୁଛି । ଲୋକଙ୍କ ଅସନ୍ତୋଷ ଭିତରେ ରାସ୍ତାକୁ ପୁଣି ଚକାଚକ କରିବାକୁ ଅଣ୍ଟା ଭିଡ଼ିଛନ୍ତି ସରକାର । ପୂଜା ପୂର୍ବରୁ ରାସ୍ତାକାମ ସାରିବାକୁ ଡେଡଲାଇନ ଦେଇଛନ୍ତି ପୂର୍ତ୍ତ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ।

  • jmjnewso

    Related Posts

    ନୂଆଁଖାଇ ପାଇଁ ଚଳଚଞ୍ଚଳ ଗାଁଠୁ ସହର, ଶାଳପତ୍ରର ଚାହିଦା ବଢୁଛି

    Spread the love

    Spread the loveଜେଏମଜେ ବ୍ୟୁରୋ : ଦିନକ ପରେ ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଁଖାଇ। ଏହାକୁ ନେଇ ଗାଁଠୁ ସହର ସବୁଠି ଉତ୍ସବର ମାହୋଲ। ଘରଦ୍ୱାର ସଫାସୁତରାଠାରୁ ଆରମ୍ଭ କରି ନୂଆ ବସ୍ତ୍ର, ପୂଜା ସାମଗ୍ରୀ ଓ ବିଭିନ୍ନ ଖାଦ୍ୟପଦାର୍ଥ କିଣାକିଣିରେ…

    ମାଲକାନଗିରିରେ ଲଗାଣ ବର୍ଷା, ବୁଡ଼ିଲା ପୋଟେରୁ ଓ କାଙ୍ଗୁରକୋଣ୍ଡା ପୋଲ

    Spread the love

    Spread the loveମାଲକାନଗିରିରେ ଲଗାଣ ବର୍ଷା, ବୁଡ଼ିଲା ପୋଟେରୁ ଓ କାଙ୍ଗୁରକୋଣ୍ଡା ପୋଲମାଲକାନଗିରି: ଜେଏମଜେ ନ୍ୟୁଜ ଲଗାଣ ବର୍ଷାରେ ବେହାଲ ମାଲକାନଗିରି ଜିଲ୍ଲା । ବୁଡ଼ିଲା ପୋଟେରୁ ଓ କାଙ୍ଗୁରକୋଣ୍ଡା ପୋଲ । ମୋଟୁ -କାଲିମେଳା ଯାତାୟାତ ଠପ। ଉଭୟ ପାର୍ଶ୍ଵରେ…

    Leave a Reply

    Your email address will not be published. Required fields are marked *

    You Missed

    ରାତିପାହିଲେ ଅଗ୍ରପୂଜ୍ୟଙ୍କ ପୂଜା, ଉତ୍ସବମୁଖର ଗାଁ ଠୁ ସହର

    • By jmjnewso
    • September 13, 2026
    • 37 views
    ରାତିପାହିଲେ ଅଗ୍ରପୂଜ୍ୟଙ୍କ ପୂଜା, ଉତ୍ସବମୁଖର ଗାଁ ଠୁ ସହର

    ନୂଆଁଖାଇ ପାଇଁ ଚଳଚଞ୍ଚଳ ଗାଁଠୁ ସହର, ଶାଳପତ୍ରର ଚାହିଦା ବଢୁଛି

    • By jmjnewso
    • September 13, 2026
    • 47 views
    ନୂଆଁଖାଇ ପାଇଁ ଚଳଚଞ୍ଚଳ ଗାଁଠୁ ସହର, ଶାଳପତ୍ରର ଚାହିଦା ବଢୁଛି

    ଅମିତ ଶାହଙ୍କ ବଡ ଘୋଷଣା, ୨୦୨୯ ପୂର୍ବରୁ NDA ଶାସିତ ସମସ୍ତ ୨୧ଟି ରାଜ୍ୟରେ ଲାଗୁହେବ UCC

    • By jmjnewso
    • September 13, 2026
    • 30 views
    ଅମିତ ଶାହଙ୍କ ବଡ ଘୋଷଣା, ୨୦୨୯ ପୂର୍ବରୁ NDA ଶାସିତ ସମସ୍ତ ୨୧ଟି ରାଜ୍ୟରେ ଲାଗୁହେବ UCC

    ସ୍ୱର୍ଗଦ୍ୱାରରେ ସରିଗଲା କାଠ ,୩ ଘଣ୍ଟା ଧରି ପଡ଼ିରହିଲେ ୨୫ରୁ ଊର୍ଦ୍ଧ୍ବ ଶବ

    • By jmjnewso
    • September 13, 2026
    • 70 views
    ସ୍ୱର୍ଗଦ୍ୱାରରେ ସରିଗଲା କାଠ ,୩ ଘଣ୍ଟା ଧରି ପଡ଼ିରହିଲେ ୨୫ରୁ ଊର୍ଦ୍ଧ୍ବ ଶବ

    ଅନିଲ୍ସ ଉତ୍ସବ -୨୦୨୬ ଅନୁଷ୍ଠିତ

    • By jmjnewso
    • September 13, 2026
    • 43 views
    ଅନିଲ୍ସ ଉତ୍ସବ -୨୦୨୬ ଅନୁଷ୍ଠିତ

    ଘରୋଇ ବସ୍ ମାଡିଯାଇ ନାବାଳିକା ମୃତ: ପ୍ରତିବାଦରେ ଗ୍ରାମବାସୀଙ୍କ ରାସ୍ତାରୋକ

    • By jmjnewso
    • September 13, 2026
    • 61 views
    ଘରୋଇ ବସ୍ ମାଡିଯାଇ ନାବାଳିକା ମୃତ: ପ୍ରତିବାଦରେ ଗ୍ରାମବାସୀଙ୍କ ରାସ୍ତାରୋକ