ଫେରିବ ମହାପ୍ରଭୁଙ୍କ ସମ୍ପତ୍ତି: ମନ୍ତ୍ରୀ

Spread the love

ଜେଏମଜେ ବ୍ୟୁରୋ : ରାଜ୍ୟ ଏବଂ ରାଜ୍ୟ ବାହାରୁ ଫେରିବ ମହାପ୍ରଭୁ ଜଗନ୍ନାଥଙ୍କ ଭୂସମ୍ପତ୍ତି । ପ୍ରକ୍ରିୟା ଆରମ୍ଭ କଲେ ରାଜ୍ୟ ସରକାର । ଏହାକୁ ନେଇ ଆଇନମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ପ୍ରତିକ୍ରିୟା ଦେଇଛନ୍ତି । ସେ କହିଛନ୍ତି ଯେ ମହାପ୍ରଭୁଙ୍କ ୫୮ ହଜାର ଏକର ଜମି ରାଜ୍ୟରେ ଏବଂ ରାଜ୍ୟ ବାହାରେ ରହିଛି । ପ୍ରାୟ ୩୭ ହଜାର ଏକର ଜମିର କାଗଜ ପ୍ରସ୍ତୁତ ହୋଇସାରିଛି । ବାକି ଗୁଡ଼ିକର କାଗଜ ପ୍ରସ୍ତୁତ କରାଯାଉଛି । ସରକାର ଏ ଦିଗରେ ତ୍ୱରିତ ପଦକ୍ଷେପ ନେଉଛନ୍ତି । ମହାପ୍ରଭୁଙ୍କର ଯେଉଁଠି ଭୂସମ୍ପତ୍ତି ଅଛି । ତାର ଠିକ୍ ଆକଳନ କିପରି ହୋଇପାରିବ ସେନେଇ ସରକାର ଯୋଜନା ପ୍ରସ୍ତୁତ କରୁଛନ୍ତି । ରାଜ୍ୟ ଏବଂ ରାଜ୍ୟ ବାହାରେ ଯେଉଁଠି ମହାପ୍ରଭୁଙ୍କ ସମ୍ପତ୍ତି ଅଛି ସେସବୁ ମହାପ୍ରଭୁଙ୍କ କାମରେ କିପରି ବିନିଯୋଗ ହେବ ସେନେଇ ସରକାର ପଦକ୍ଷେପ ନେଉଥିବା କହିଛନ୍ତି ଆଇନମନ୍ତ୍ରୀ ।

  • jmjnewso

    Related Posts

    ସ୍ୱର୍ଗଦ୍ୱାରରେ ସରିଗଲା କାଠ ,୩ ଘଣ୍ଟା ଧରି ପଡ଼ିରହିଲେ ୨୫ରୁ ଊର୍ଦ୍ଧ୍ବ ଶବ

    Spread the love

    Spread the loveପୁରୀ : ଜେଏମଜେ ନ୍ୟୁଜ : ସ୍ୱର୍ଗଦ୍ୱାରରେ ସରିଗଲା କାଠ । ଦୀର୍ଘ ସାଢ଼େ ୩ ଘଣ୍ଟା ଶବ ଅପେକ୍ଷା କରିବା ପରେ ଆସିଲା କାଠ । ଶବ ପୋଡ଼ା ଆରମ୍ଭ ହେଲା । ରାତି ୧୦ଟା ବେଳକୁ…

    ଦୁଇ ବସ୍ ମୁହାଁମୁହିଁ ଧକ୍କା, ଚାଲିଗଲା ୬ ଜୀବନ

    Spread the love

    Spread the love ଜେଏମଜେ ବ୍ୟୁରୋ : ତାମିଲନାଡୁର ତେନକାସୀ ଜିଲ୍ଲାରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ଦୁଇଟି ଘରୋଇ ବସ୍ ମଧ୍ୟରେ ମୁହାଁମୁହିଁ ଧକ୍କା ହେବା ଫଳରେ ୬ ଜଣଙ୍କ ମୃତ୍ୟୁ ଘଟିଛି ଏବଂ ୨୮ ଜଣ ଆହତ ହୋଇଛନ୍ତି…

    Leave a Reply

    Your email address will not be published. Required fields are marked *

    You Missed

    ପିଏମ୍‌ଶ୍ରୀ ସ୍କୁଲ୍‌ରେ କୃଷି ଧନ୍ଦାମୂଳକ ଶିକ୍ଷା: ଓସେପା ଓ ଓୟୁଏଟି ମଧ୍ୟରେ ଚୁକ୍ତି ସ୍ୱାକ୍ଷରିତ

    • By jmjnewso
    • September 14, 2026
    • 1 views
    ପିଏମ୍‌ଶ୍ରୀ ସ୍କୁଲ୍‌ରେ କୃଷି ଧନ୍ଦାମୂଳକ ଶିକ୍ଷା: ଓସେପା ଓ ଓୟୁଏଟି ମଧ୍ୟରେ ଚୁକ୍ତି ସ୍ୱାକ୍ଷରିତ

    ରାତିପାହିଲେ ଅଗ୍ରପୂଜ୍ୟଙ୍କ ପୂଜା, ଉତ୍ସବମୁଖର ଗାଁ ଠୁ ସହର

    • By jmjnewso
    • September 13, 2026
    • 37 views
    ରାତିପାହିଲେ ଅଗ୍ରପୂଜ୍ୟଙ୍କ ପୂଜା, ଉତ୍ସବମୁଖର ଗାଁ ଠୁ ସହର

    ନୂଆଁଖାଇ ପାଇଁ ଚଳଚଞ୍ଚଳ ଗାଁଠୁ ସହର, ଶାଳପତ୍ରର ଚାହିଦା ବଢୁଛି

    • By jmjnewso
    • September 13, 2026
    • 47 views
    ନୂଆଁଖାଇ ପାଇଁ ଚଳଚଞ୍ଚଳ ଗାଁଠୁ ସହର, ଶାଳପତ୍ରର ଚାହିଦା ବଢୁଛି

    ଅମିତ ଶାହଙ୍କ ବଡ ଘୋଷଣା, ୨୦୨୯ ପୂର୍ବରୁ NDA ଶାସିତ ସମସ୍ତ ୨୧ଟି ରାଜ୍ୟରେ ଲାଗୁହେବ UCC

    • By jmjnewso
    • September 13, 2026
    • 30 views
    ଅମିତ ଶାହଙ୍କ ବଡ ଘୋଷଣା, ୨୦୨୯ ପୂର୍ବରୁ NDA ଶାସିତ ସମସ୍ତ ୨୧ଟି ରାଜ୍ୟରେ ଲାଗୁହେବ UCC

    ସ୍ୱର୍ଗଦ୍ୱାରରେ ସରିଗଲା କାଠ ,୩ ଘଣ୍ଟା ଧରି ପଡ଼ିରହିଲେ ୨୫ରୁ ଊର୍ଦ୍ଧ୍ବ ଶବ

    • By jmjnewso
    • September 13, 2026
    • 73 views
    ସ୍ୱର୍ଗଦ୍ୱାରରେ ସରିଗଲା କାଠ ,୩ ଘଣ୍ଟା ଧରି ପଡ଼ିରହିଲେ ୨୫ରୁ ଊର୍ଦ୍ଧ୍ବ ଶବ

    ଅନିଲ୍ସ ଉତ୍ସବ -୨୦୨୬ ଅନୁଷ୍ଠିତ

    • By jmjnewso
    • September 13, 2026
    • 43 views
    ଅନିଲ୍ସ ଉତ୍ସବ -୨୦୨୬ ଅନୁଷ୍ଠିତ