ମୁଖ୍ୟମନ୍ତ୍ରୀ ଦେଲେ ନିର୍ଦ୍ଦେଶ, ପୂଜା ପୂର୍ବରୁ ସଜଡ଼ାଯିବ ସମସ୍ତ ଖାଲଖମା ରାସ୍ତା ସହ ମୁକୁଳା ଡ୍ରେନ୍

Spread the love

ଜେଏମଜେ ବ୍ୟୁରୋ : ଦୁର୍ଗାପୂଜା ପୂର୍ବରୁ ସଜଡ଼ାଯିବ ସହରାଞ୍ଚଳର ସମସ୍ତ ଖାଲ ଖମା ରାସ୍ତା। ଏନେଇ ବିଭାଗ ପ୍ରସ୍ତୁତ ରହିଥିବା ନଗର ଉନ୍ନୟନ ମନ୍ତ୍ରୀଙ୍କ ସୂଚନା। ମୁକୁଳା ଡ୍ରେନ କାମ ତୁରନ୍ତ ସାରିବାକୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ ।

ଦୁର୍ଗାପୂଜା ପୂର୍ବରୁ ସଜଡ଼ାଯିବ ସହରାଞ୍ଚଳର ସମସ୍ତ ଖାଲ ଖମା ରାସ୍ତା । ଏନେଇ ବିଭାଗ ପ୍ରସ୍ତୁତ ରହିଥିବା ସୂଚନା ଦେଇଛନ୍ତି ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର । ସମସ୍ତ ଖାଲ ଖମା ରାସ୍ତା ସଜାଡ଼ିବା ପାଇଁ ମୁଖ୍ୟମନ୍ତ୍ରୀଙ୍କର ମଧ୍ୟ ନିର୍ଦ୍ଦେଶ ରହିଛି । PWD, RD ଏବଂ ନଗର ଉନ୍ନୟନ ବିଭାଗ ସଜାଗ ଅଛି ବୋଲି ନଗର ଉନ୍ନୟନ ମନ୍ତ୍ରୀ କହିଛନ୍ତି ।ସେହିପରି ସେ ଆହୁରି କହିଛନ୍ତି, ମୁକୁଳା ଡ୍ରେନ୍‌ ତୁରନ୍ତ କାମ କରିବାକୁ ମଧ୍ୟ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି । ସେ ଉପରେ କାମ ଚାଲିଛି । ପୂର୍ବରୁ ବିଭାଗରେ ସମନ୍ୱୟ ନ ଥିଲା । ଏବେ କିନ୍ତୁ ସମସ୍ତ ବିଭାଗ ସହ ସମନ୍ୱୟ ରଖି ଲୋକଙ୍କ ସେବା ପାଇଁ କାମ କରାଯାଉଛି ବୋଲି ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର ସୂଚନା ଦେଇଛନ୍ତି ।

  • jmjnewso

    Related Posts

    ସ୍ୱର୍ଗଦ୍ୱାରରେ ସରିଗଲା କାଠ ,୩ ଘଣ୍ଟା ଧରି ପଡ଼ିରହିଲେ ୨୫ରୁ ଊର୍ଦ୍ଧ୍ବ ଶବ

    Spread the love

    Spread the loveପୁରୀ : ଜେଏମଜେ ନ୍ୟୁଜ : ସ୍ୱର୍ଗଦ୍ୱାରରେ ସରିଗଲା କାଠ । ଦୀର୍ଘ ସାଢ଼େ ୩ ଘଣ୍ଟା ଶବ ଅପେକ୍ଷା କରିବା ପରେ ଆସିଲା କାଠ । ଶବ ପୋଡ଼ା ଆରମ୍ଭ ହେଲା । ରାତି ୧୦ଟା ବେଳକୁ…

    ଦୁଇ ବସ୍ ମୁହାଁମୁହିଁ ଧକ୍କା, ଚାଲିଗଲା ୬ ଜୀବନ

    Spread the love

    Spread the love ଜେଏମଜେ ବ୍ୟୁରୋ : ତାମିଲନାଡୁର ତେନକାସୀ ଜିଲ୍ଲାରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ଦୁଇଟି ଘରୋଇ ବସ୍ ମଧ୍ୟରେ ମୁହାଁମୁହିଁ ଧକ୍କା ହେବା ଫଳରେ ୬ ଜଣଙ୍କ ମୃତ୍ୟୁ ଘଟିଛି ଏବଂ ୨୮ ଜଣ ଆହତ ହୋଇଛନ୍ତି…

    Leave a Reply

    Your email address will not be published. Required fields are marked *

    You Missed

    ପିଏମ୍‌ଶ୍ରୀ ସ୍କୁଲ୍‌ରେ କୃଷି ଧନ୍ଦାମୂଳକ ଶିକ୍ଷା: ଓସେପା ଓ ଓୟୁଏଟି ମଧ୍ୟରେ ଚୁକ୍ତି ସ୍ୱାକ୍ଷରିତ

    • By jmjnewso
    • September 14, 2026
    • 3 views
    ପିଏମ୍‌ଶ୍ରୀ ସ୍କୁଲ୍‌ରେ କୃଷି ଧନ୍ଦାମୂଳକ ଶିକ୍ଷା: ଓସେପା ଓ ଓୟୁଏଟି ମଧ୍ୟରେ ଚୁକ୍ତି ସ୍ୱାକ୍ଷରିତ

    ରାତିପାହିଲେ ଅଗ୍ରପୂଜ୍ୟଙ୍କ ପୂଜା, ଉତ୍ସବମୁଖର ଗାଁ ଠୁ ସହର

    • By jmjnewso
    • September 13, 2026
    • 37 views
    ରାତିପାହିଲେ ଅଗ୍ରପୂଜ୍ୟଙ୍କ ପୂଜା, ଉତ୍ସବମୁଖର ଗାଁ ଠୁ ସହର

    ନୂଆଁଖାଇ ପାଇଁ ଚଳଚଞ୍ଚଳ ଗାଁଠୁ ସହର, ଶାଳପତ୍ରର ଚାହିଦା ବଢୁଛି

    • By jmjnewso
    • September 13, 2026
    • 47 views
    ନୂଆଁଖାଇ ପାଇଁ ଚଳଚଞ୍ଚଳ ଗାଁଠୁ ସହର, ଶାଳପତ୍ରର ଚାହିଦା ବଢୁଛି

    ଅମିତ ଶାହଙ୍କ ବଡ ଘୋଷଣା, ୨୦୨୯ ପୂର୍ବରୁ NDA ଶାସିତ ସମସ୍ତ ୨୧ଟି ରାଜ୍ୟରେ ଲାଗୁହେବ UCC

    • By jmjnewso
    • September 13, 2026
    • 30 views
    ଅମିତ ଶାହଙ୍କ ବଡ ଘୋଷଣା, ୨୦୨୯ ପୂର୍ବରୁ NDA ଶାସିତ ସମସ୍ତ ୨୧ଟି ରାଜ୍ୟରେ ଲାଗୁହେବ UCC

    ସ୍ୱର୍ଗଦ୍ୱାରରେ ସରିଗଲା କାଠ ,୩ ଘଣ୍ଟା ଧରି ପଡ଼ିରହିଲେ ୨୫ରୁ ଊର୍ଦ୍ଧ୍ବ ଶବ

    • By jmjnewso
    • September 13, 2026
    • 73 views
    ସ୍ୱର୍ଗଦ୍ୱାରରେ ସରିଗଲା କାଠ ,୩ ଘଣ୍ଟା ଧରି ପଡ଼ିରହିଲେ ୨୫ରୁ ଊର୍ଦ୍ଧ୍ବ ଶବ

    ଅନିଲ୍ସ ଉତ୍ସବ -୨୦୨୬ ଅନୁଷ୍ଠିତ

    • By jmjnewso
    • September 13, 2026
    • 43 views
    ଅନିଲ୍ସ ଉତ୍ସବ -୨୦୨୬ ଅନୁଷ୍ଠିତ