ଭତ୍ତା ପାଇଁ ବୟସ ଜାଲିଆତି କଲେ ନିଆଯିବ କଡା କଡା କର୍ଯ୍ୟାନୁଷ୍ଠାନ: ମନ୍ତ୍ରୀ

Spread the love

ଭୁବନେଶ୍ୱର:(ଜେଏମଜେ ବ୍ୟୁରୋ): ଭତ୍ତା ପାଇଁ ବୟସ ଜାଲିଆତି ପ୍ରସଙ୍ଗରେ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡଙ୍କ ସୂଚନା । ଖୁବ୍‌ ଶୀଘ୍ର କାର୍ଯ୍ୟାନୁଷ୍ଠାନ ନିଆଯିବ କହିଲେ ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ । ଭତ୍ତା ପାଇଁ ବୟସ ଜାଲିଆତି କରୁଥିବା ଲୋକଙ୍କ ଉପରେ ତର୍ଜମା ଚାଲିଛି ବୋଲି କହିଲେ ମନ୍ତ୍ରୀ ।

ତନ୍ନ ତନ୍ନ ଯାଞ୍ଚ କରିବାକୁ ବିଭାଗୀୟ ଅଧିକାରୀଙ୍କୁ ନିର୍ଦ୍ଦେଶ ଜାରି ହୋଇଛି । ଯିଏ ଭତ୍ତା ପାଇବାକୁ ଯୋଗ୍ୟ ତାଙ୍କୁ ଚିହ୍ନଟ କରାଯାଇ ଭତ୍ତା ଦିଆଯିବ । ଅଯୋଗ୍ୟ ହିତାଧିକାରୀଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ନିଆଯିବ କହିଲେ ମନ୍ତ୍ରୀ ।

  • jmjnewso

    Related Posts

    ସ୍ୱର୍ଗଦ୍ୱାରରେ ସରିଗଲା କାଠ ,୩ ଘଣ୍ଟା ଧରି ପଡ଼ିରହିଲେ ୨୫ରୁ ଊର୍ଦ୍ଧ୍ବ ଶବ

    Spread the love

    Spread the loveପୁରୀ : ଜେଏମଜେ ନ୍ୟୁଜ : ସ୍ୱର୍ଗଦ୍ୱାରରେ ସରିଗଲା କାଠ । ଦୀର୍ଘ ସାଢ଼େ ୩ ଘଣ୍ଟା ଶବ ଅପେକ୍ଷା କରିବା ପରେ ଆସିଲା କାଠ । ଶବ ପୋଡ଼ା ଆରମ୍ଭ ହେଲା । ରାତି ୧୦ଟା ବେଳକୁ…

    ଦୁଇ ବସ୍ ମୁହାଁମୁହିଁ ଧକ୍କା, ଚାଲିଗଲା ୬ ଜୀବନ

    Spread the love

    Spread the love ଜେଏମଜେ ବ୍ୟୁରୋ : ତାମିଲନାଡୁର ତେନକାସୀ ଜିଲ୍ଲାରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ଦୁଇଟି ଘରୋଇ ବସ୍ ମଧ୍ୟରେ ମୁହାଁମୁହିଁ ଧକ୍କା ହେବା ଫଳରେ ୬ ଜଣଙ୍କ ମୃତ୍ୟୁ ଘଟିଛି ଏବଂ ୨୮ ଜଣ ଆହତ ହୋଇଛନ୍ତି…

    Leave a Reply

    Your email address will not be published. Required fields are marked *

    You Missed

    ପିଏମ୍‌ଶ୍ରୀ ସ୍କୁଲ୍‌ରେ କୃଷି ଧନ୍ଦାମୂଳକ ଶିକ୍ଷା: ଓସେପା ଓ ଓୟୁଏଟି ମଧ୍ୟରେ ଚୁକ୍ତି ସ୍ୱାକ୍ଷରିତ

    • By jmjnewso
    • September 14, 2026
    • 7 views
    ପିଏମ୍‌ଶ୍ରୀ ସ୍କୁଲ୍‌ରେ କୃଷି ଧନ୍ଦାମୂଳକ ଶିକ୍ଷା: ଓସେପା ଓ ଓୟୁଏଟି ମଧ୍ୟରେ ଚୁକ୍ତି ସ୍ୱାକ୍ଷରିତ

    ରାତିପାହିଲେ ଅଗ୍ରପୂଜ୍ୟଙ୍କ ପୂଜା, ଉତ୍ସବମୁଖର ଗାଁ ଠୁ ସହର

    • By jmjnewso
    • September 13, 2026
    • 37 views
    ରାତିପାହିଲେ ଅଗ୍ରପୂଜ୍ୟଙ୍କ ପୂଜା, ଉତ୍ସବମୁଖର ଗାଁ ଠୁ ସହର

    ନୂଆଁଖାଇ ପାଇଁ ଚଳଚଞ୍ଚଳ ଗାଁଠୁ ସହର, ଶାଳପତ୍ରର ଚାହିଦା ବଢୁଛି

    • By jmjnewso
    • September 13, 2026
    • 47 views
    ନୂଆଁଖାଇ ପାଇଁ ଚଳଚଞ୍ଚଳ ଗାଁଠୁ ସହର, ଶାଳପତ୍ରର ଚାହିଦା ବଢୁଛି

    ଅମିତ ଶାହଙ୍କ ବଡ ଘୋଷଣା, ୨୦୨୯ ପୂର୍ବରୁ NDA ଶାସିତ ସମସ୍ତ ୨୧ଟି ରାଜ୍ୟରେ ଲାଗୁହେବ UCC

    • By jmjnewso
    • September 13, 2026
    • 30 views
    ଅମିତ ଶାହଙ୍କ ବଡ ଘୋଷଣା, ୨୦୨୯ ପୂର୍ବରୁ NDA ଶାସିତ ସମସ୍ତ ୨୧ଟି ରାଜ୍ୟରେ ଲାଗୁହେବ UCC

    ସ୍ୱର୍ଗଦ୍ୱାରରେ ସରିଗଲା କାଠ ,୩ ଘଣ୍ଟା ଧରି ପଡ଼ିରହିଲେ ୨୫ରୁ ଊର୍ଦ୍ଧ୍ବ ଶବ

    • By jmjnewso
    • September 13, 2026
    • 74 views
    ସ୍ୱର୍ଗଦ୍ୱାରରେ ସରିଗଲା କାଠ ,୩ ଘଣ୍ଟା ଧରି ପଡ଼ିରହିଲେ ୨୫ରୁ ଊର୍ଦ୍ଧ୍ବ ଶବ

    ଅନିଲ୍ସ ଉତ୍ସବ -୨୦୨୬ ଅନୁଷ୍ଠିତ

    • By jmjnewso
    • September 13, 2026
    • 43 views
    ଅନିଲ୍ସ ଉତ୍ସବ -୨୦୨୬ ଅନୁଷ୍ଠିତ