୨୨ ଓ ୨୩ ତାରିଖ ଭୀଷଣ ବର୍ଷା, କୋହଲା ପାଗ ସାଙ୍ଗକୁ ବଜ୍ରପାତ: ୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣ ଜାରି.

Spread the love

ଜେଏମଜେ ବ୍ୟୁରୋ : ୨୨ ତାରିଖ ଭୀଷଣ ବର୍ଷା ସାଙ୍ଗକୁ ବଜ୍ରପାତ ନେଇ ୪ ଜିଲ୍ଲା କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ଖୋର୍ଦ୍ଧାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଥିବା ବେଳେ ଭୀଷଣ ବର୍ଷା ନେଇ ୨ ଜିଲ୍ଲା ଢ଼େଙ୍କାନାଳ, ଅନୁଗୁଳକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଏଥିସହ କୋହଲା ପବନ ସାଙ୍ଗକୁ ବଜ୍ରପାତ ନେଇ ୭ ଜିଲ୍ଲା ଗଜପତି, ଗଞ୍ଜାମ, ନୟାଗଡ଼, ପୁରୀ, ଭଦ୍ରକ, ବାଲେଶ୍ୱର, ଯାଜପୁରକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି ।

ବର୍ଷା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଥିବା ୬ ଜିଲ୍ଲାର ଗୋଟିଏରୁ ଦୁଇଟି ସ୍ଥାନରେ ୭ରୁ ୧୧ ସେ.ମି. ପର୍ଯ୍ୟନ୍ତ ବର୍ଷା ହୋଇପାରେ ।

୨୩ ତାରିଖ ଭୀଷଣ ବର୍ଷା ସାଙ୍ଗକୁ ବଜ୍ରପାତ ନେଇ ୪ ଜିଲ୍ଲା ଗଜପତି, ଗଞ୍ଜାମ, ନୟାଗଡ଼, ଖୋର୍ଦ୍ଧା, କନ୍ଧମାଳକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଥିବା ବେଳେ କୋହଲା ପବନ ସାଙ୍ଗକୁ ବଜ୍ରପାତ ନେଇ ୫ ଜିଲ୍ଲା ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ରାୟଗଡ଼ା, କଳାହାଣ୍ଡିକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଭୁବନେଶ୍ୱର ସ୍ଥିତ ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ହୋଇଥିବା ଏକ ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।

  • Related Posts

    ସ୍ୱର୍ଗଦ୍ୱାରରେ ସରିଗଲା କାଠ ,୩ ଘଣ୍ଟା ଧରି ପଡ଼ିରହିଲେ ୨୫ରୁ ଊର୍ଦ୍ଧ୍ବ ଶବ

    Spread the love

    Spread the loveପୁରୀ : ଜେଏମଜେ ନ୍ୟୁଜ : ସ୍ୱର୍ଗଦ୍ୱାରରେ ସରିଗଲା କାଠ । ଦୀର୍ଘ ସାଢ଼େ ୩ ଘଣ୍ଟା ଶବ ଅପେକ୍ଷା କରିବା ପରେ ଆସିଲା କାଠ । ଶବ ପୋଡ଼ା ଆରମ୍ଭ ହେଲା । ରାତି ୧୦ଟା ବେଳକୁ…

    ଦୁଇ ବସ୍ ମୁହାଁମୁହିଁ ଧକ୍କା, ଚାଲିଗଲା ୬ ଜୀବନ

    Spread the love

    Spread the love ଜେଏମଜେ ବ୍ୟୁରୋ : ତାମିଲନାଡୁର ତେନକାସୀ ଜିଲ୍ଲାରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ଦୁଇଟି ଘରୋଇ ବସ୍ ମଧ୍ୟରେ ମୁହାଁମୁହିଁ ଧକ୍କା ହେବା ଫଳରେ ୬ ଜଣଙ୍କ ମୃତ୍ୟୁ ଘଟିଛି ଏବଂ ୨୮ ଜଣ ଆହତ ହୋଇଛନ୍ତି…

    Leave a Reply

    Your email address will not be published. Required fields are marked *

    You Missed

    ରକ୍ତରେ ଭିଜିଲା ରିହର୍ସଲ ମଞ୍ଚ; ଛୁରାମାଡ଼ରେ ଜଣେ କଳାକାର ମୃତ

    • By jmjnewso
    • September 15, 2026
    • 25 views
    ରକ୍ତରେ ଭିଜିଲା ରିହର୍ସଲ ମଞ୍ଚ; ଛୁରାମାଡ଼ରେ ଜଣେ କଳାକାର ମୃତ

    ନୂଆଁଖାଇ ପାଇଁ ଉତ୍ସବମୁଖର ପଶ୍ଚିମ ଓଡ଼ିଶା, ମା’ ସମଲେଇଙ୍କ ନିକଟରେ ଲାଗି ହେଲା ନବାନ୍ନ

    • By jmjnewso
    • September 15, 2026
    • 21 views
    ନୂଆଁଖାଇ ପାଇଁ ଉତ୍ସବମୁଖର ପଶ୍ଚିମ ଓଡ଼ିଶା, ମା’ ସମଲେଇଙ୍କ ନିକଟରେ ଲାଗି ହେଲା ନବାନ୍ନ

    ଢେମ୍‌ସାରେ ଦୁଲୁକିବ ରାଷ୍ଟ୍ରପତି ଭବନ, ନୂଆଁଖାଇ ଉତ୍ସବରେ ଭାଗନେବାକୁ କୋଟପାଡ଼ କଳାବିକାଶ କେନ୍ଦ୍ରକୁ ଡକରା

    • By jmjnewso
    • September 15, 2026
    • 30 views
    ଢେମ୍‌ସାରେ ଦୁଲୁକିବ ରାଷ୍ଟ୍ରପତି ଭବନ, ନୂଆଁଖାଇ ଉତ୍ସବରେ ଭାଗନେବାକୁ କୋଟପାଡ଼ କଳାବିକାଶ କେନ୍ଦ୍ରକୁ ଡକରା

    ନୂଆଁଖାଇ ପାଇଁ ସଜେଇ ହେଲାଣି ପଶ୍ଚିମ ଓଡ଼ିଶା , ଘରେ ଘରେ ନବାନ୍ନ

    • By jmjnewso
    • September 14, 2026
    • 36 views
    ନୂଆଁଖାଇ ପାଇଁ ସଜେଇ ହେଲାଣି ପଶ୍ଚିମ ଓଡ଼ିଶା , ଘରେ ଘରେ ନବାନ୍ନ

    ଗଣେଶ ପୂଜା ପେଣ୍ଡାଲରେ ଭୟାବହ ଅଗ୍ନିକାଣ୍ଡ,ମଣ୍ଡପ ଜଳିପୋଡ଼ି ଛାରଖାର

    • By jmjnewso
    • September 14, 2026
    • 41 views
    ଗଣେଶ ପୂଜା ପେଣ୍ଡାଲରେ ଭୟାବହ ଅଗ୍ନିକାଣ୍ଡ,ମଣ୍ଡପ ଜଳିପୋଡ଼ି ଛାରଖାର

    ଓଡ଼ିଆ ଭାଷାରେ ନାମ ଫଳକ ଲେଖିବାବାଧ୍ୟତାମୂଳକ କରାଯାଉ : ଉତ୍କଳ ସମ୍ମିଳନୀ

    • By jmjnewso
    • September 14, 2026
    • 41 views
    ଓଡ଼ିଆ ଭାଷାରେ ନାମ ଫଳକ ଲେଖିବାବାଧ୍ୟତାମୂଳକ କରାଯାଉ : ଉତ୍କଳ ସମ୍ମିଳନୀ