ଆରପାରିରେ ନୂଆପଡ଼ା ବିଧାୟକ, ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ

Spread the love

ଜେଏମଜେ ବ୍ୟୁରୋ : ନୂଆପଡ଼ା ବିଧାୟକ ତଥା ପୂର୍ବତନ ମନ୍ତ୍ରୀ ରାଜେନ୍ଦ୍ର ଢୋଲକିଆ ଆଉ ନାହାନ୍ତି। ଆଜି ଚେନ୍ନାଇର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ହୋଇଥିବା ଜଣାଯାଇଛି। ମୃତ୍ୟୁ ବେଳକୁ ରାଜେନ୍ଦ୍ର ଢୋଲକିଆଙ୍କୁ ୬୮ ବର୍ଷ ବୟସ ହୋଇଥିଲା।

ଏଠାରେ ଉଲ୍ଲେଖଯୋଗ୍ୟ ଯେ ରାଜେନ୍ଦ୍ର ନୂଆପଡ଼ା ବିଧାନସଭା ଆସନରୁ ୨୦୦୪ ନିର୍ବାଚନରେ ସ୍ବାଧୀନ ପ୍ରାର୍ଥୀ ଭାବେ ଲଢ଼ି ନିର୍ବାଚିତ ହୋଇଥିଲେ। ୨୦୦୯ ମସିହାରେ ବିଜେଡି ପ୍ରାର୍ଥୀ ହୋଇ ପୁଣି ନିର୍ବାଚିତ ହୋଇଥିଲେ। ୨୦୧୪ରେ ତାଙ୍କ ବିଜୟଧାରାରେ ବ୍ରେକ୍ ଲାଗିଥିଲା। ୨୦୧୪ରେ ରାଜେନ୍ଦ୍ର ଢୋଲକିଆଙ୍କୁ ପରାଜିତ କରି ବରିଷ୍ଠ ବିଜେପି ନେତା ବସନ୍ତ ପଣ୍ଡା ବିଧାନସଭାକୁ ନିର୍ବାଚିତ ହୋଇଥିଲେ। ୨୦୧୯ରେ ଅବଶ୍ୟ ପୁଣି ବିଜେଡି ଟିକେଟରେ ନିର୍ବାଚିତ ହୋଇ ରାଜ୍ୟ ସରକାରଙ୍କ ଯୋଜନା ଓ ସଂଯୋଜନା ବିଭାଗର କ୍ୟାବିନେଟ୍‌ ମନ୍ତ୍ରୀ ହୋଇଥିଲେ। ୨୦୨୪ରେ ସେ ବିଧାନସଭାକୁ ନିର୍ବାଚିତ ହୋଇଥିଲେ। ତାଙ୍କ ବିୟୋଗରେ ନୂଆପଡ଼ାରେ ଶୋକର ଛାୟା ଖେଳିଯାଇଛି।

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନୂଆପଡ଼ା ବିଧାୟକଙ୍କ ବିୟୋଗରେ ଶୋକ ପ୍ରକାଶ କରିଛନ୍ତି। ସେ କହିଛନ୍ତି, ନୂଆପଡ଼ା ବିଧାୟକ ତଥା ପୂର୍ବତନ ମନ୍ତ୍ରୀ ରାଜେନ୍ଦ୍ର ଢୋଲକିୟାଙ୍କ ଦେହାନ୍ତ ବିଷୟରେ ଜାଣି ଅତ୍ୟନ୍ତ ଦୁଃଖିତ। ଶୋକସନ୍ତପ୍ତ ପରିବାର ପ୍ରତି ମୋର ସମବେଦନା ଜଣାଇବା ସହ ଦିବଙ୍ଗତ ଆତ୍ମାଙ୍କ ଶାନ୍ତି ପାଇଁ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ନିକଟରେ ପ୍ରାର୍ଥନା କରୁଛି। ଓଁ ଶାନ୍ତି

  • jmjnewso

    Related Posts

    CMOର ଫାଇଲ ଗାୟବ ଘଟଣାରେ ବିଜେପିର କଡ଼ା ଚେତାବନୀ : ଯିଏ ଦୋଷୀ ସେ ଜେଲ୍ ଯିବେ

    Spread the love

    Spread the love ଜେଏମଜେ ବ୍ୟୁରୋ : ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟରୁ ତଦନ୍ତ କମିସନ ଫାଇଲ୍ ଗାଏବ ହେବା ଘଟଣାରେ ରାଜ୍ୟ ବିଜେପି ପକ୍ଷରୁ କଡ଼ା ପ୍ରତିକ୍ରିୟା ପ୍ରକାଶ ପାଇଛି । ଏହି ସମ୍ବେଦନଶୀଳ ମାମଲାରେ ଯେଉଁମାନେ ଦୋଷୀ ସେମାନେ ଜେଲ୍ ଯିବେ…

    CMOରୁ ଫାଇଲ ନେଇଥିବା ଅଧିକାରୀ ଚିହ୍ନଟ, ଦରକାର ପଡ଼ିଲେ ବିଦେଶ ଯିବ ପୁଲିସ’ : ସୁରେଶ ପୂଜାରୀ

    Spread the love

    Spread the loveଜେଏମଜେ ବ୍ୟୁରୋ : ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟରୁ ଗୁରୁତ୍ୱପୂର୍ଣ୍ଣ ତଦନ୍ତ କମିସନ ଫାଇଲ ହଜିବା ମାମଲାରେ ଏବେ ତଦନ୍ତ ଶେଷ ପର୍ଯ୍ୟାୟରେ ପହଞ୍ଚିଛି । ଏହି ସମ୍ବେଦନଶୀଳ ଘଟଣାରେ ଆଜି ଏକ ବଡ଼ ସୂଚନା ଦେଇଛନ୍ତି ରାଜସ୍ୱ ମନ୍ତ୍ରୀ ସୁରେଶ…

    Leave a Reply

    Your email address will not be published. Required fields are marked *

    You Missed

    ଆହତ ପୁଲିସଙ୍କ ପାଇଁ ନ୍ୟାୟ ଦାବି : ଜୁଲାଇ ୩୧ରେ ଦିନିକିଆ ଧାରଣା

    ଆହତ ପୁଲିସଙ୍କ ପାଇଁ ନ୍ୟାୟ ଦାବି : ଜୁଲାଇ ୩୧ରେ ଦିନିକିଆ ଧାରଣା

    CMOର ଫାଇଲ ଗାୟବ ଘଟଣାରେ ବିଜେପିର କଡ଼ା ଚେତାବନୀ : ଯିଏ ଦୋଷୀ ସେ ଜେଲ୍ ଯିବେ

    CMOର ଫାଇଲ ଗାୟବ ଘଟଣାରେ ବିଜେପିର କଡ଼ା ଚେତାବନୀ : ଯିଏ ଦୋଷୀ ସେ ଜେଲ୍ ଯିବେ

    CMOରୁ ଫାଇଲ ନେଇଥିବା ଅଧିକାରୀ ଚିହ୍ନଟ, ଦରକାର ପଡ଼ିଲେ ବିଦେଶ ଯିବ ପୁଲିସ’ : ସୁରେଶ ପୂଜାରୀ

    CMOରୁ ଫାଇଲ ନେଇଥିବା ଅଧିକାରୀ ଚିହ୍ନଟ, ଦରକାର ପଡ଼ିଲେ ବିଦେଶ ଯିବ ପୁଲିସ’ : ସୁରେଶ ପୂଜାରୀ

    କାର୍ଯ୍ୟାନୁଷ୍ଠାନ ପାଇଁ ୮ ରାଜ୍ୟକୁ ନୋଟିସ୍ ଜାରି କଲେ ସୁପ୍ରିମକୋର୍ଟ

    କାର୍ଯ୍ୟାନୁଷ୍ଠାନ ପାଇଁ ୮ ରାଜ୍ୟକୁ ନୋଟିସ୍ ଜାରି କଲେ ସୁପ୍ରିମକୋର୍ଟ

    ବିଜେପି ର ପ୍ରଚାର ରେ ଲଗେଇଲେ କୋଡିଏ ଲକ୍ଷ!ଦୁର୍ନୀତିର ସର୍ବାଗ୍ରେ କୋଦଳା…

    ବିଜେପି ର ପ୍ରଚାର ରେ ଲଗେଇଲେ କୋଡିଏ ଲକ୍ଷ!ଦୁର୍ନୀତିର ସର୍ବାଗ୍ରେ କୋଦଳା…

    “ଜନତା ମାଗେ ଜବାବ “28 ଜୁଲାଇ 2026