ଉପରାଷ୍ଟ୍ରପତି ନିର୍ବାଚନ ପୂର୍ବରୁ ଦିଲ୍ଲୀରେ ଓଡିଶା ରାଜନୀତି: ଏନଡିଏ କୁ ବିଜେଡିର ସମର୍ଥନ ନେଇ ବଢିଲା ଚର୍ଚ୍ଚା

Spread the love

ଜେଏମଜେ ବ୍ୟୁରୋ : ଆସନ୍ତାକାଲି ଉପରାଷ୍ଟ୍ରପତି ନିର୍ବାଚନ। ଏଥିପାଇଁ ଦିଲ୍ଲୀରେ ସକ୍ରିୟ ଓଡ଼ିଶା ରାଜନୀତି ।  ନିର୍ବାଚନ ପୂର୍ବରୁ ମୁଖ୍ୟମନ୍ତ୍ରୀ ମୋହନ ମାଝୀ, ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ,  ରାଜ୍ୟ  ବିଜେପି ସଭାପତି ମନମୋହନ ସାମଲ ସମସ୍ତେ ଦିଲ୍ଲୀ ମୁହାଁ । ଫ ଳରେ ରାଜ୍ୟ  ରାଜନୀତିକୁ ନେଇ ଦିଲ୍ଲୀରେ କିଛି ବଡ଼ ଧରଣର ଯୋଜନା ଚାଲିଥିବା ଚର୍ଚ୍ଚା ଜୋର ଧରିଛି  ।  ଶନିବାର ରାତିରେ ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ ଦିଲ୍ଲୀ ଯାଇଥିଲେ । ଗତକାଲି ସକାଳେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ  ମଧ୍ୟ ଦିଲ୍ଲୀ ଯାଇଛନ୍ତି ।  ଆଉ ଆଜି ସକାଳୁ ଦୁଇଦିନିଆ ଗସ୍ତରେ ଦିଲ୍ଲୀ ଯାଇଛନ୍ତି ମୁଖ୍ୟମନ୍ତ୍ରୀ। ଆସନ୍ତାକାଲି ଉପରାଷ୍ଟ୍ରପତି ନିର୍ବାଚନ ରହିଛି । ଏଥିପାଇଁ ଦିଲ୍ଲୀରେ ସାଂସଦ ମାନଙ୍କୁ ଭେଟିବା ସହ ଅନ୍ୟାନ୍ୟ ଆଲୋଚନା ରହିଛି । ଉପରାଷ୍ଟ୍ରପତି ନିର୍ବାଚନରେ ବିଜେଡି କାହାକୁ ସମର୍ଥନ ଦେବ, ତା ଉପରେ ସମସ୍ତଙ୍କ ନଜର ରହିଛି ।

  • jmjnewso

    Related Posts

    କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫାର କୌଣସି ସମ୍ଭାବନା ନାହିଁ

    Spread the love

    Spread the loveଜେଏମଜେ ବ୍ୟୁରୋ : ଦିଲ୍ଲୀର ଜନ୍ତର-ମନ୍ତରରେ ଚାଲିଥିବା ଆନ୍ଦୋଳନ ମଧ୍ୟରେ ଶୀର୍ଷ ସରକାରୀ ସୂତ୍ରରୁ ସ୍ପଷ୍ଟ କରାଯାଇଛି ଯେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫାର କୌଣସି ସମ୍ଭାବନା ନାହିଁ। ସରକାରଙ୍କ ଅନୁଭବ ହେଉଛି ଯେ ଇସ୍ତଫା ଦେବା…

    ବିଜେଡି ଓ କଂଗ୍ରେସର ସଭ୍ୟ ପଦ ରଦ୍ଦ ଆବେଦନ ଖାରଜ କଲେ ବାଚସ୍ପତି

    Spread the love

    Spread the loveଭୁବନେଶ୍ଵର: ଜେଏମଜେ ନ୍ୟୁଜ : ରାଜ୍ୟସଭା ନିର୍ବାଚନରେ କ୍ରସ୍‌ ଭୋଟିଂ ଘଟଣା। କଂଗ୍ରେସ ଓ ବିଜେଡିର ଅଯୋଗ୍ୟତା ଆବେଦନ ଖାରଜ କଲେ ବାଚସ୍ପତି ସୁରମା ପାଢ଼ୀ। ଚଳିତ ବର୍ଷ ମାର୍ଚ୍ଚରେ ଅନୁଷ୍ଠିତ ହୋଇଥିବା ରାଜ୍ୟସଭା ନିର୍ବାଚନ ସମୟରେ ବିଜେଡି…

    Leave a Reply

    Your email address will not be published. Required fields are marked *

    You Missed

    ଆହତ ପୁଲିସଙ୍କ ପାଇଁ ନ୍ୟାୟ ଦାବି : ଜୁଲାଇ ୩୧ରେ ଦିନିକିଆ ଧାରଣା

    ଆହତ ପୁଲିସଙ୍କ ପାଇଁ ନ୍ୟାୟ ଦାବି : ଜୁଲାଇ ୩୧ରେ ଦିନିକିଆ ଧାରଣା

    CMOର ଫାଇଲ ଗାୟବ ଘଟଣାରେ ବିଜେପିର କଡ଼ା ଚେତାବନୀ : ଯିଏ ଦୋଷୀ ସେ ଜେଲ୍ ଯିବେ

    CMOର ଫାଇଲ ଗାୟବ ଘଟଣାରେ ବିଜେପିର କଡ଼ା ଚେତାବନୀ : ଯିଏ ଦୋଷୀ ସେ ଜେଲ୍ ଯିବେ

    CMOରୁ ଫାଇଲ ନେଇଥିବା ଅଧିକାରୀ ଚିହ୍ନଟ, ଦରକାର ପଡ଼ିଲେ ବିଦେଶ ଯିବ ପୁଲିସ’ : ସୁରେଶ ପୂଜାରୀ

    CMOରୁ ଫାଇଲ ନେଇଥିବା ଅଧିକାରୀ ଚିହ୍ନଟ, ଦରକାର ପଡ଼ିଲେ ବିଦେଶ ଯିବ ପୁଲିସ’ : ସୁରେଶ ପୂଜାରୀ

    କାର୍ଯ୍ୟାନୁଷ୍ଠାନ ପାଇଁ ୮ ରାଜ୍ୟକୁ ନୋଟିସ୍ ଜାରି କଲେ ସୁପ୍ରିମକୋର୍ଟ

    କାର୍ଯ୍ୟାନୁଷ୍ଠାନ ପାଇଁ ୮ ରାଜ୍ୟକୁ ନୋଟିସ୍ ଜାରି କଲେ ସୁପ୍ରିମକୋର୍ଟ

    ବିଜେପି ର ପ୍ରଚାର ରେ ଲଗେଇଲେ କୋଡିଏ ଲକ୍ଷ!ଦୁର୍ନୀତିର ସର୍ବାଗ୍ରେ କୋଦଳା…

    ବିଜେପି ର ପ୍ରଚାର ରେ ଲଗେଇଲେ କୋଡିଏ ଲକ୍ଷ!ଦୁର୍ନୀତିର ସର୍ବାଗ୍ରେ କୋଦଳା…

    “ଜନତା ମାଗେ ଜବାବ “28 ଜୁଲାଇ 2026